ଜନକଲ୍ୟାଣ ମଞ୍ଚର ପଞ୍ଚାୟତ ସ୍ତରୀୟ କର୍ମକର୍ତ୍ତା ଚୟନ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ପିପିଲି ଜନକଲ୍ୟାଣ ମଞ୍ଚ ତରଫରୁ ଶ୍ରୀପୁରୁଷୋତ୍ତମପୁର ପଞ୍ଚାୟତ ସ୍ଥିତ କୁଞ୍ଜର ଛକ ଠାରେ ଏକ କାର୍ଯ୍ୟକର୍ତ୍ତା ସମ୍ମୀଳନି ଅନୁଷ୍ଠିତ ହୋଇଯାଇଛି । ଏଥିରେ ମଞ୍ଚର ଆବାହକ ରାଧା ମୋହନ ଓ ମୁଖ୍ୟ ଉପଦେଷ୍ଟା ଜନ୍ମେଜୟ ଜେନା ମୁଖ୍ୟ ଅତିଥି ଭାବେ!-->…
Read More...
Read More...