Daily Archives

ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଡିସେମ୍ବର ୧୦ରୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୫୫ ବର୍ଷ ହେଲା ଅର୍ଥାତ୍‌ ୧୯୬୭ ମସିହାରୁ ରାମଜୀ ଯୁବକ ସଂଘ ତରଫରୁ ସଦାଇପାଲିଠାରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ହୋଇ ଆସୁଅଛି । ଚଳିତ ୫୬ତମ ବାର୍ଷିକ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସାଇଟ୍‌ କଲେଜ ପରିସରରେ ଥିବା ପଲ୍ଲିଶ୍ରୀ ଷ୍ଟଡିୟମଠାରେ ଅନୁଷ୍ଠିତ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ ନାଗରିକ ମଂଚର ଏକ କାର୍ଯ୍ୟକାରିଣୀ ବୈଠକ ଶାନ୍ତିପଡା ସ୍ଥିତ ସିଦ୍ଧଶଙ୍କର ଆଇରନ ଷ୍ଟୋରଠାରେ ସଭାପତି ପ୍ରଭାକର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ସଭାପତି ସମସ୍ତଙ୍କୁ ସ୍ୱାଗତ କରିଥିଲେ । ତତ୍ପରେ ମନୋରଂଜନ ମିଶ୍ର
Read More...

ସର୍ବ ଭାରତୀୟ କେନ୍ଦ୍ରସରକାର ପେନ୍‌ସନଧାରୀ ସଂଘର ଦ୍ୱିତୀୟ ବାର୍ଷିକ ସମ୍ମିଳନୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହର ଇନ୍ଦ୍ରାନଗର ସ୍ଥିତ ଶବରୀ ନାରାୟଣ ଧର୍ମଶାଳାଠାରେ ସର୍ବ ଭାରତୀୟ କେନ୍ଦ୍ର ସରକାର ପେନସନଧାରୀ ସଂଘର ଦ୍ୱିତୀୟ ବାର୍ଷିକ ସମ୍ମିଳନୀ କାର୍ଯ୍ୟକ୍ରମ ସଭାପତି ବିଜୟ କୁମାର ପୁରୋହିତଙ୍କ ପୌରୋହିତ୍ୟରେ ଆୟୋଜିତ ହୋଇଯାଇଛି । ସମ୍ପାଦକ ବୃଷଭ ସା
Read More...

ନେତାଜୀ ସଂଗ୍ରାମ ପରିଷଦର ମୁଖପତ୍ର ‘ସୁଭାଷଚିନ୍ତନ’ ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଅଗ୍ରଣୀ ସାମାଜିକ ସଂଗଠନ ନେତାଜୀ ସଂଗ୍ରାମ ପରିଷଦର ତ୍ରୟମାସିକ ମୁଖପତ୍ର ସୁଭାଷ ଚିନ୍ତନର ଷଷ୍ଠ ସଂଖ୍ୟା ଶୁକ୍ରବାର ସଂଧ୍ୟାରେ ଉନ୍ମୋଚିତ ହୋଇଯାଇଛି । ସ୍ଥାନୀୟ ଦୈନିକ ବଜାର ରାମ ମନ୍ଦିରରେ ପତ୍ରିକାର ସଂପାଦକ ତଥା ସଂଗ୍ରାମ ପରିଷଦର ସଭାପତି
Read More...

ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ନିନ୍ଦା କଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ପ୍ରଯୋଜକ ଟୁଟୁ ନାୟକ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ନିନ୍ଦା କରିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ । ରାଜଧାନୀ ଭୁବନେଶ୍ୱରରେ ମହିଳା ସାମ୍ବାଦିକାଙ୍କୁ ଓଡ଼ିଆ ସିନେ ପ୍ରଯୋଜକ ସଞ୍ଜୟ ନାୟକ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ବାର୍ଷିକ କ୍ରୀଡା ଉତ୍ସବ ଆଜି ଉଦ୍‌ଘାଟିତ ହୋଇଯାଇଛି । ସର୍ବ ପ୍ରଥମେ ଗ୍ରାମର ଆରାଧ୍ୟ ଦେବୀ ମା' ଦ୍ୱାରସେନୀଙ୍କ ମନ୍ଦିରରୁ ଦୀପ ପ୍ରଜ୍ୱଳନ କରି ଛାତ୍ରଛାତ୍ରୀମାନେ ମଶାଲ
Read More...

ସିନ୍ଧେକେଲା ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସଭାଗୃହରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଉକ୍ତ ବୈଠକରେ ସଭାପତିତ୍ୱ କରିଥିବା ବେଳେ
Read More...

ଆଇନଜୀବୀ ସ୍ୱର୍ଗତ ସୁରେନ୍ଦ୍ର ସାହୁଙ୍କ ଦ୍ଵିତୀୟ ଶ୍ରାଦ୍ଧବାର୍ଷିକି ଉପଲକ୍ଷେ ମେଗା ସ୍ୱାସ୍ଥ୍ୟ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ବୁରୋମୁଣ୍ଡାଠାରେ ମୁରଲୀକ୍ରିଷ୍ଣା ଫାଉଣ୍ଡେସନ, ତ୍ରିଲୋଚନ ନେତ୍ରାଲୟ ଏବଂ କୋସଲ ଯୁବ ଶକ୍ତିର ମିଳିତ ଉଦ୍ୟମରେ ଏଡଭୋକେଟ ସୁରେନ୍ଦ୍ର କୁମାର ସାହୁଙ୍କର ଦ୍ୱିତୀୟ ଶ୍ରାଦ୍ଧବାର୍ଷିକି ଉପଲକ୍ଷେ ମେଗା ସ୍ୱାସ୍ଥ୍ୟ ଶିବିର
Read More...

ଖରାଲି ବ୍ରାହ୍ମଣୀ ପାହାଡକୁ ରାଜ୍ୟ ପର୍ଯ୍ୟଟନ ବିଭାଗର ରାଜ୍ୟସ୍ତରୀୟ ଅଧିକାରୀମାନଙ୍କ ପରିଦର୍ଶନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ମାଳିଶିରା ପଞ୍ଚାୟତ ଖରାଲି ଗ୍ରାମ ନିକଟସ୍ଥ ରହେଁନଚୁଆଁମୁଣ୍ଡା ତଥା ବ୍ରାହ୍ମଣୀ ପାହାଡ (ସିଦ୍ଧିକ୍ଷେତ୍ର)କୁ ଓଡ଼ିଶା ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକ ତଦାରଖ କରିବା ପାଇଁ
Read More...

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କେନ୍ଦ୍ରୀୟ ଦୁର୍ନୀତି ନିବାରଣ ଆୟୋଗ ତରଫରୁ ସମଗ୍ର ଦେଶରେ ୩୦ ଅକ୍ଟୋବରରୁ ୫ ନଭେମ୍ବର ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ
Read More...
error: Content is protected !!