Daily Archives

ଜିଲ୍ଲା ବ୍ରାହ୍ମଣ ମହାସଭାର ନୂଆଁଖାଇ ଭେଟ୍‌ଘାଟ୍‌ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ପାଳନ କରିବା ପାଇଁ ଜିଲ୍ଲା ବ୍ରାହ୍ମଣ ମହାସଭାର ଏକ ପ୍ରସ୍ତୁତି ବୈଠକ ନୃସିଂହମନ୍ଦିରଠାରେ ସଭାପତି ଧନଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଯାଇଛି । ଏହି ଅବସରରେ ସମ୍ପାଦକ ଜୟରାମ ମିଶ୍ର ବିବରଣୀ ପାଠ କରିଥିଲେ ଓ କୋଷାଧ୍ୟକ୍ଷ
Read More...

ଶତାଧିକ ଛାତ୍ରଛାତ୍ରୀଙ୍କୁ ୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀ : ପାଠପଢ଼ାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦରେ ସ୍କୁଲ କମିଟି ଓ…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଅଧୀନରେ ଥିବା ବିବିନା ପଞ୍ଚାୟତର ଜାମପଦର ଗ୍ରାମରେ ଥିବା ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଗ୍ରାମବାସୀ ଅଭିଯୋଗ କରି ଆସୁଥିଲେ । ଏହି ବିଦ୍ୟାଳୟରେ ଜଣେ ପ୍ରଧାନ ଶିକ୍ଷୟତ୍ରୀ ଓ
Read More...

ଜିଲ୍ଲାରେ ପରିକ୍ରମା କରିବ ଆନ୍ତଃ ରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ରଥ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ଓ ଶ୍ରମ ଆଇନରେ ଥିବା ଅଧିକାର ଏବଂ ସୁବିଧା-ସୁଯୋଗ ଉପରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି । ଉଭୟ ଭାରତ ସରକାର ଏବଂ ଓଡିଶା ସରକାର ତରଫରୁ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁରଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ
Read More...

ହଳଦୀ ହାଇସ୍କୁଲ ଖେଳ ପଡିଆରେ ବ୍ଲକ ଲକ୍ଷେ ଘର ଗଣ୍ଡା ସମାଜର ବ୍ଲକସ୍ତରୀୟ ନୂଆଁଖାଇ ଭେଟଘାଟ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ହାଇସ୍କୁଲ ଖେଳ ପଡିଆରେ ବ୍ଲକ ଲକ୍ଷେ ଘର ଗଣ୍ଡା ସମାଜର ୧୦ମ ବ୍ଲକସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଲକ୍ଷେ ଘର ଗଣ୍ଡା ସମାଜର ସଭାପତି ମଦନ ମୋହନ କୁମ୍ଭାରଙ୍କ
Read More...

ଜିଲ୍ଲା ହଲଦିଆ ତେଲି ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ହଳଦିଆ ବୈଶ୍ୟ ତେଲି ସମାଜର ନୂଆଖାଇ ଭେଟ ସ୍ଥାନୀୟ ଟାଉନ ଉଚ୍ଚ ବିଦ୍ୟାଳୟଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଇଷ୍ଟଦେବୀ ଚଣ୍ଡୀ, ସମଲେଇ, ପାଟଣେଶ୍ୱରୀଙ୍କ ପୂଜା ପରେ ଭେଟ୍‌ଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ
Read More...

ଟାଉନ ବାଳିକା ବିଦ୍ୟାଳୟରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ

ସ୍ଥାନୀୟ ବରପୁତ୍ରଙ୍କୁ ଛାତ୍ରୀ ଛାତ୍ରମାନେ ଜାଣିବା ନିହାତି ଦରକାର : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍କୁଲ ପରିସର ଭିତରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ନିହାତି ପ୍ରଶଂସନୀୟ କାମ । ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ତାଙ୍କର କାର୍ଯ୍ୟଧାରା ଓ ଆଦର୍ଶକୁ ନେଇ
Read More...

ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟର ମାସିକ ସାହିତ୍ୟ ଆସର ଓ ପତ୍ରିକା ଉନ୍ମୋଚନ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟ ଓ ଛେଣ୍ଡ ସ୍ଥିତ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର, ଆଲୋଚନାଚକ୍ର ଏବଂ ତ୍ରୈମାସିକ ପତ୍ରିକା "ନାଗରା"ର ଶୁଭ ଉନ୍ମୋଚନ ପର୍ବ ଅନୁଷ୍ଠିତ ହୋଇଯାଇଅଛି । ଆଲୋଚ୍ୟ ବିଷୟ "୭୭ତମ ସ୍ୱାଧୀନତା ଦିବସ, କିଛି
Read More...

ଏନ୍ସିସିଏଫ୍, ନାଫେଡ୍, କେନ୍ଦ୍ରୀୟ ଭଣ୍ଡାର ଓ ରାଜ୍ୟ ସମବାୟ ସମିତି ଜରିଆରେ ପିଆଜ କିଲୋ ପିଛା ୨୫ ଟଙ୍କାରେ ବିକ୍ରି…

ଖାଉଟି ବ୍ୟାପାର ବିଭାଗ ଇ - ସେଲ୍ସ, ଇ - ନାମ ନିଲାମ ଏବଂ ମୋଟ ବିକ୍ରି ମାଧ୍ୟମରେ ନିଷ୍କାସନ ପାଇଁ ୫.୦୬ ଲକ୍ଷ ଏଲ୍ଏମ୍ଟି ପିଆଜ କ୍ରୟ କରିଛି ନୂଆଦିଲ୍ଲୀ, (ପିଆଇବି) : ଖରିଫ ଫସଲ ଆସିବାରେ ବିଳମ୍ବ ହେବା କାରଣରୁ ପିଆଜ ଦର ବୃଦ୍ଧିରୁ ଉପଭୋକ୍ତା ମାନଙ୍କୁ ରକ୍ଷା କରିବା ପାଇଁ ସରକାର
Read More...

ଜଳ ଦୀପାବଳି – “ମହିଳାଙ୍କ ପାଇଁ ଜଳ, ଜଳ ପାଇଁ ମହିଳା ଅଭିଯାନ”

'ଜଳ' ପାଇଁ ପ୍ରଶାସନିକ ପଦକ୍ଷେପରେ ମହିଳା ମାନଙ୍କୁ ଅନ୍ତର୍ଭୁକ୍ତ କରିବା ଲକ୍ଷ୍ୟଅଭିଯାନ ଅଧୀନରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନେ ୫୫୦ ରୁ ଅଧିକ ଜଳ ବିଶୋଧନ କେନ୍ଦ୍ର ପରିଦର୍ଶନ କରିବେ ନୂଆଦିଲ୍ଲୀ, (ପିଆଇବି) : ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଏହାର ପ୍ରମୁଖ ଯୋଜନା ଅଟଳ
Read More...
error: Content is protected !!