Daily Archives

ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଘେରାଉ

ଛତ୍ରପୁର ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ଅନିୟମିତତା ନେଇ ଶ୍ରମିକ ଅସନ୍ତୋଷ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶ୍ରମ କାର୍ଡ ପ୍ରଦାନରେ ଅନିୟମିତତା ନେଇ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଛତ୍ରପୁରରେ ସୋମବାର ୫ଶହରୁ ଅଧିକ ଶ୍ରମଜୀବୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଶ୍ରମକାର୍ଡ…
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପୁରୁଣା ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ…
Read More...

ବିଦ୍ୟୁତ ବିଲ କଲେକ୍ସନ ଏଜେଣ୍ଟ ସମୂହର ଆନ୍ଦୋଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡର ପଦ୍ମପୁର, ପାଇକମାଲ, ଝାରବନ୍ଧ ଓ ଗାଇସିଲଟ ବିଦ୍ୟୁତ ସେକ୍ସନର ବିଦ୍ୟୁତ ବିଲ ସେକ୍ସନ ଏଜେଣ୍ଟମାନେ ପଦ୍ମପୁର ବିଦ୍ୟୁତ୍‌ ବିଭାଗର ଏସ୍‌ଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ ଭାବେ ଚାରି ଦଫା ଦାବୀ ନେଇ ଆନ୍ଦୋଳନ କରିଛନ୍ତି ।…
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ବାର୍ଷିକ କ୍ରୀଡା ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଦୁଇଦିନ ଧରି ଚାଲୁଥିବା ବାର୍ଷିକ କ୍ରୀଡା ଆଜି ଉଦ୍‌ଯାପିତ ହୋଇଯାଇଛି । ଆୟୋଜିତ ଉଦ୍‌ଯାପନ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଶୋଭେନ୍ଦ୍ର କୁମାର ମେହେରଙ୍କ…
Read More...

୫ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଚୁନା ପ୍ରକ୍ରିୟାକରଣ ମେସିନ ବଣ୍ଟନ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ମିଶନ ଶକ୍ତି ଭବନଠାରେ ଆଜି ଓଡିଶା ମିଲେଟ ମିଶନ ପ୍ରକଳ୍ପ ଲୋକଶକ୍ତି ଅନୁଷ୍ଠାନ ପକ୍ଷରୁ ୫ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଚୁନା ପ୍ରକ୍ରିୟାକରଣ ମେସିନ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଶିଶୁ ବାଟିକା ବିଭାଗର ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପୃଥିରାଜ ସାହୁ ସଭାପତି ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ଅତିଥି…
Read More...

କୁମ୍ଭକାର ସମାଜର ଯୁଗ୍ମ ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଏବଂ ଗାଇସିଲେଟ ବ୍ଲକର କୁମ୍ଭକାର ସମାଜର ଆନୁକୂଲ୍ୟରେ ଯାତ୍ରା ଡୁଙ୍ଗୁରି ନିକଟରେ ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗାଇସିଲେଟ ବ୍ଲକର କଲଙ୍ଗାପାଲି, କନ୍ଦୁମୁଣ୍ଡା, କଟାବାହାଲ ତଥା ପଦ୍ମପୁର ବ୍ଲକର ଦହିତା, କନସିଂହା,…
Read More...

ବ୍ୟାଙ୍କରୁ କଢା ହେଲା ଟଙ୍କା : ମୋଟର ସାଇକେଲରେ ଆସି ରାସ୍ତାରୁ ଲୁଟି ନେଲେ ଦୁର୍ବୃତ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମ ପଞ୍ଚାୟତ ଭେଙ୍ଗରାଜପୁର ଗ୍ରାମର ମା' ଦୁର୍ଗା ସ୍ୱୟଂ ସହାୟକ ମହିଳା ଗୃପ ପାଇକମାଲ ଷ୍ଟେଟ ବ୍ୟାଙ୍କରୁ ୯୯ ହଜାର ଟଙ୍କା ୠଣ ବାବଦକୁ ଉଇ-ଡ୍ର କରି ଏକ ଝୁଲାମୁଣିରେ ଧରି ବ୍ୟାଙ୍କରୁ ଫେରୁଥିବା ବେଲେ ବ୍ୟାଙ୍କର ମାତ୍ର ୫୦…
Read More...

ସୋହେଲାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ସୋହେଲା ବ୍ଲକରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ପଦ୍ମପୁର ଉପ-ଜିଲ୍ଲାପାଳ ଆଲୋକ ପଟେଲ, ଜିଲ୍ଲା…
Read More...

ରାଜ୍ୟସ୍ତରୀୟ ବାବା ଗୋରେଖନାଥ ଆଧ୍ୟାତ୍ମିକ ସାହିତ୍ୟ ସମ୍ମିଳନୀ

କଟକ : କୈବଲ୍ୟ ସାହିତ୍ୟ ସଂସଦ, କଟକ ତରଫରୁ ଜଗତସିଂହପୁର ଗୋରେଖନାଥ ପୀଠରେ ରାଜ୍ୟସ୍ତରୀୟ ବାବା ଗୋରେଖ ନାଥ ଆଧ୍ୟାତ୍ମିକ ସାହିତ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶାର ବହୁତ୍ ଜିଲ୍ଲାରୁ ବହୁତ୍ ସଂଖ୍ୟାରେ କବି କବୟିତ୍ରୀ ସମାଜସେବୀ ଆଧ୍ୟାତ୍ମିକ ପ୍ରବକ୍ତା ଯୋଗଦାନ କରିଥିଲେ ।…
Read More...