Daily Archives

ତୁର୍ଲା ପ୍ରାଥମିକ ବିଦ୍ୟାଳୟଠାରେ ପିଲାଙ୍କ ପାଖରେ ପାଠାଗାର

ତୁର୍ଲା, (କେପିଏନ୍‌ଏସ୍‌) : ତୁର୍ଲା ପ୍ରାଥମିକ ବିଦ୍ୟାଳୟଠାରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ପ୍ରତିଷ୍ଠାତା ବୃନ୍ଦାବନ କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପାଠାଗାରର ପୁସ୍ତକକୁ ନେଇ ପ୍ରତିଯୋଗିତା ହୋଇଥିଲା ।
Read More...

ସ୍କୁଲ ଗେଟରେ ତାଲା ପକାଇ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ଧାରଣା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ମଧ୍ୟଖଣ୍ଡ ସାହିରେ ଥିବା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗେଟରେ ତାଲା ପକାଇ ଛାତ୍ରଛାତ୍ରୀ ଏବଂ ଅଭିଭାବକ ଧାରଣା ଦେଇଥିବା ଦେଖିବାକୁ ମିଳିଛି । ଉକ୍ତ ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ଖବର ଶୁଣି ସୋମବାର ଛାତ୍ରୀଛାତ୍ର ମାନେ
Read More...

ଆମ ଓଡିଶା ନବୀନ ଓଡିଶାର ବିକାଶଠାରୁ ବହୁ ଦୂରରେ ପରମପଙ୍ଗା ପଞ୍ଚାୟତର ତିନୋଟି ଗ୍ରାମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସଂସ୍କୃତିର ପ୍ରସାର ଓ ଆଧୁନିକ ଭିର୍ତ୍ତିଭୂମିର ଉନ୍ନତି ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହୁଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଅନେକ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ । ନା
Read More...

ସମ୍ବିଧାନ ସଚେତନତା କାର୍ଯ୍ୟକ୍ରମ

ସୋନପୁର, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ତରଭା ବ୍ଲକ ରାଣୀସରଡ଼ାଠାରେ ରାଜ୍ୟସ୍ତରୀୟ ସମ୍ବିଧାନ ସଚେତନତା କାର୍ଯ୍ୟକ୍ରମ ଦଶରଥ ବାଦୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ଅବଦୁଲ ଅଳି (ଆର୍‌ପିଆଇ)ମୁଖ୍ୟବକ୍ତା ଗୁପ୍ତେଶ୍ୱର ଖୁରା
Read More...

ସମବାୟ ବ୍ୟାଙ୍କରେ ଗ୍ରାହକ ସେବା ବିପର୍ଯ୍ୟସ୍ତ ଅଭିଯୋଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ, ଲୋଇସିଂହା ଶାଖାରେ ଗ୍ରାହକ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଅଭିଯୋଗ ହୋଇଛି । ବିଭିନ୍ନ ବାହାନା ଦେଖାଇ ଏହି ବ୍ୟାଙ୍କରେ ସାଧାରଣ ଜନତା ତଥା ଚାଷୀଙ୍କୁ ହଇରାଣ ହରକତ କରାଯାଉଥିବା ଅଭିଯୋଗ ହେଉଛି । ଟଙ୍କା
Read More...

ଜିଲ୍ଲା କଳାକାର ସଂଘର ସାଧାରଣ ପରିଷଦ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା କଳାକାର ସଂଘର ସାଧାରଣ ପରିଷଦ ବୈଠକ ସଂପାଦକ ପ୍ରଭାକର ମିଶ୍ରଙ୍କ ଆବାହକତ୍ୱରେ ସ୍ଥାନୀୟ ଯାଦବ ଭବନରେ ଅନୁଷ୍ଠିତ ହୋଇଥିଲା । ସର୍ବ ପ୍ରଥମେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ଧର୍ମପତ୍ନୀଙ୍କ ଦେହାନ୍ତ ହୋଇଥିବାରୁ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ
Read More...

ଆରପାରିରେ ବିନୋଦ ନାଏକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ସାଗରପଡାର ବିନୋଦ ନାଏକ (କାଲିଆ)ଙ୍କ ୫୨ ବର୍ଷ ବୟସରେ ପରଲୋକ ଘଟିଛି । ଗତ ୨୬ ତାରିଖରେ କଦଳୀମୁଣ୍ଡା ନର୍ସରୀଠାରେ ବିନୋଦଙ୍କୁ ଏକ ଅଜଣା ଓଟୋ ପଛପଟୁ ଧକ୍କା ଦେଇଥିଲା ଫଲରେ ସେ ଭାରସାମ୍ୟ ହରାଇ ତଳେ ପଡି ଯାଇଥିଲେ ସେତେବେଳେ ତାଙ୍କର ମୁଣ୍ଡ
Read More...

ସଂଚୟ ପକ୍ଷ-୨୦୨୩ ଅବସରରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଂଚୟ ଓ ଆର୍ଥିକ ସେବା ସଂଗଠନ, ଅର୍ଥ ବିଭାଗ, ଓଡ଼ିଶା ସରକାର ଓ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ସଂଚୟ ପକ୍ଷ-୨୦୨୩ ଅବସରରେ ବକ୍ତୃତା ପ୍ରତିଯୋଗିତା ବଲାଙ୍ଗିର ଟାଉନ୍‌ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାକୁ ବିଭାଗୀୟ
Read More...

ଝାରମୁଣ୍ଡା ଏଥ୍‌ଲେଟିକ୍‌ ଏସୋସିଏସନ୍ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଏଥ୍‌ଲେଟିକ୍‌ ଏସୋସିଏସନ୍ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ - ୨୦୨୩ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଷ୍ଟାଡିୟମ ପରିସରରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ
Read More...

ଜିଲ୍ଲାସ୍ତରରୁ ରାଜ୍ୟସ୍ତରକୁ ଉତ୍ସାହ କାର୍ଯ୍ୟକ୍ରମରେ ଯୋଗଦାନ ପାଇଁ ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ସ୍ତରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ ତରଫରୁ ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଅନାଥ ଶିଶୁମାନଙ୍କର ଅନ୍ତରରେ ଥିବା ଅନ୍ତର୍ନିହିତ ଗୁଣର ବିକାଶକୁ ପ୍ରସ୍ଫୁଟିତ ବା ପ୍ରକାଶିତ କରିବା ପାଇଁ ତଥା ସମସ୍ତଙ୍କୁ ଉତ୍ସାହିତ କରିବା ପାଇଁ ଜିଲ୍ଲା ଶିଶୁ
Read More...
error: Content is protected !!