Daily Archives

ଡେଲାଙ୍ଗ ବ୍ଲକର ପୂର୍ବତନ ଅଧକ୍ଷ ସତ୍ୟବାଦୀ ସ୍ୱାଇଁଙ୍କ ପରଲୋକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଳା ଡେଲାଙ୍ଗ ବ୍ଳକ୍ ଅଧିନ ହାକପଡା ଗ୍ରାମର ଡେଲାଙ୍ଗ ବ୍ଲକର ପ୍ରାକ୍ତନ ଅଧକ୍ଷ ସତ୍ୟବାଦୀ ସ୍ୱାଇଁ( ୮୨)ଙ୍କ ନଭେମ୍ବର ୧୨ତାରିଖ ରବିବାର ରାତ୍ର ୯ଟା ରେ ଭୁବନେଶ୍ୱର କେୟାର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି ।…
Read More...

ବ୍ରିଜର ୨୦ଫୁଟ ତଳକୁ ଖସି ପଡିଲା ଅଟୋ, ଡ୍ରାଇଭର୍‌ ମୃତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରବିବାର ବିଳମ୍ବିତ ରାତିରେ ଫିରିଙ୍ଗିଆ ଥାନା ତେଲିମୁଣ୍ଡାଠାରେ ଏକ ଅଟୋ ରିକ୍ସା ବ୍ରିଜର ୨୦ଫୁଟ ତଳକୁ ଖସି ପଡିଥିବା ବେଳେ ଚାଳକଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ମୃତ ଚାଳକ ଜଣକ ହେଲେ ରତଙ୍ଗ ପଞ୍ଚାୟତ ଡେଲାରପଡା ଗ୍ରାମର…
Read More...

୩୪ତମ ପଲ୍ଲୀ ପ୍ରଗତି ପାଠାଗାର ର ପ୍ରତିଷ୍ଠା ଦିବସ ସମାରୋହ : ଦେଶ ଗଠନରେ ଯୁବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝଲପ ଗ୍ରାମରେ ଥିବା ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପଲ୍ଲୀ ପ୍ରଗତି ପାଠାଗାରର ୩୪ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡାକଋଶି ବାରିକଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ…
Read More...

ବଙ୍ଗୋମୁଣ୍ଡରେ ୩୭ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖମ୍ବ ସ୍ଥାପନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ସର୍ବସାଧାରଣ ଖେଳପଡ଼ିଆ ଠାରେ ଚଳିତ ବର୍ଷ ୩୭ତମ ଧନୁଯାତ୍ରା ମହୋତ୍ସବ ପାଳନ ପାଇଁ ଶୁଭଖମ୍ବ ସ୍ଥାପିତ ହୋଇଯାଇଛି । ପୂଜାରେ କର୍ତ୍ତା ଭାବେ ଅଶୋକ ହଂସ ଦାୟିତ୍ୱ ନେଇଥିବା ବେଳେ ପୂଜକ ଭାବେ ହରିହର…
Read More...

ଦଶାହ କାର୍ଯ୍ୟ ପାଇଁ ଯାଉଥିବା ବେଳେ ଅଘଟଣ : ହାଇୱ। ଗାଡି ଧକ୍କାରେ ଜଣେ ମୃତ୍ୟୁ, ଜଣେ ଗୁରୁତର

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା-ସିନ୍ଧେକେଲା ୪୨ ନମ୍ବର ରାଜ୍ୟ ରାଜପଥ ବାଗବାହାଲ ଛକ ଠାରେ ହାଇୱା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ମୃତକ ଜଣକ ହେଉଛନ୍ତି ଗନ୍ଧରାବନ୍ଧ ପଞ୍ଚାୟତ…
Read More...

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୩୮…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ…
Read More...

ସ୍ୱାମୀ ଅନ୍ୟ ମହିଳାଙ୍କ ସହ ଅନୈତିକ ସଂପର୍କ ରଖିଥିବା ଅଭିଯୋଗ ନେଇ ପତ୍ନୀ ଟାଉନ୍‌ ଥାନାର ଦ୍ୱାରସ୍ଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାମୀ ଅନ୍ୟ ମହିଳାଙ୍କ ସହ ଅନୈତିକ ସଂପର୍କ ରଖିଥିବା ଅଭିଯୋଗ ନେଇ ପତ୍ନୀ ଆଜି ବଲାଙ୍ଗିର ଟାଉନ୍‌ ଥାନାର ଦ୍ୱାରସ୍ଥ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ଅଭିଯୋଗକାରିଣୀ ମହିଳା ଜଣକ ହେଉଛନ୍ତି ଶାନ୍ତିପଡ଼ାର ରୀତାଞ୍ଜଳି ଉପାଧ୍ୟାୟ । ତାଙ୍କ…
Read More...

ସିଭିଲ୍‌ କୋର୍ଟ ପରିସରରେ ଚିତ୍ରାଙ୍କନ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାନ୍ୟବର ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ବଲାଙ୍ଗିର ଜିଲ୍ଲା ଓ ଦୌରା ଜଜ୍‌ ଲଲାଟେନ୍ଦୁ ଜେନାଙ୍କ ଅଧ୍ୟକ୍ଷତାରେ ଶିଶୁ ଦିବସ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ୨୩ଟି…
Read More...

ଶ୍ୟାମଜ୍ୟୋତି ମହୋତ୍ସବ ସର୍ଗିବାହାଲର ଦ୍ଵିତୀୟ ରଜନୀରେ ଜଳନ୍ଧର ବିବାହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଶ୍ୟାମାଜ୍ୟୋତି ମହୋତ୍ସବ ଦ୍ଵିତୀୟ ରଜନୀରେ ଜଲନ୍ଦର ଦରବାର କାର୍ଯ୍ୟକ୍ରମ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନାଟ୍ୟକାର ନିର୍ଦ୍ଦେଶକ ରାଜକୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା…
Read More...

ଗରିବ, ବୃଦ୍ଧ ଅବହେଳିତ ଲୋକଙ୍କ ସହିତ ଦୀପାବଳି ପାଳନ କଲା ସହଯୋଗ ଫାଉଣ୍ଡସନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏକ ହୃଦୟସ୍ପର୍ଶୀ ପଦକ୍ଷେପରେ ବଲାଙ୍ଗିରର ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନ୍ । ସୋନପୁର ରୋଡ଼ ନିକଟରେ ନାରାୟଣ କଲୋନୀର ବସ୍ତିରେ ରହୁଥିବା ପରିବାର ପାଇଁ ଏକ ସ୍ମରଣୀୟ ଉତ୍ସବରେ ପରିଣତ କରିବା ନିମନ୍ତେ ସ୍ମାଇଲ୍‌ ଫର୍‌ ଅଲ୍‌ କାର୍ଯ୍ୟକ୍ରମ ଅନ୍ତର୍ଗତ…
Read More...