Daily Archives

ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ବିଶ୍ୱ ଦର୍ଶନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ ବିଶ୍ୱ ଦର୍ଶନ ଦିବସ ପାଳନ ହୋଇଯାଇଛି । ବିଶ୍ୱରେ ଦାର୍ଶନିକ ଓ ସମୀକ୍ଷାତ୍ମକ ଚିନ୍ତନକୁ ସକଳ ବିଦ୍ୟାର ଆଧାର ରୂପେ ଗୃହୀତ ହୋଇଛି । ପ୍ରତିବର୍ଷ ଯୁନେସ୍କୋ ପକ୍ଷରୁ ନଭେମ୍ବର
Read More...

ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରତିଯୋଗିତାର ଦ୍ୱିତୀୟ ଦିନରେ ନୃତ୍ୟ ଓ ଝୋଟି ପ୍ରତିଯୋଗିତା ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ସମନ୍ୱିତ ଯୁବ ବିକାଶ ଯୋଜନା ଅନ୍ତର୍ଗତ ନୂଆ ୟୁବି ଓ ନବୀନ ଓଡ଼ିଶା ଆମ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ଦ୍ୱିତୀୟ ଦିନରେ ନୃତ୍ୟ ଓ ଝୋଟି ପ୍ରତିଯୋଗିତା ଅନୁଷ୍ଠିତ
Read More...

କୋଶଳ କଳା ମଣ୍ଡପଠାରେ ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା’ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ସଦରମହକୁମା ସ୍ଥିତ କୋଶଳ କଳା ମଣ୍ଡପଠାରେ ମହାଆଡମ୍ବର ଅନୁଷ୍ଠିତ ହୋଇଛି ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା’ ଆଜିର ଏହି ଉଦ୍‌ଘାଟନ ଉତ୍ସବରେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ଜିଲ୍ଲା
Read More...

ସର୍ଗିଗୁଡ଼ା ସ୍ଥିତ ଓମ୍‌ ଭ୍ୟାଲି ସ୍କୁଲରେ ଶିଶୁ ଦିବସ ପାଳିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ନଭେମ୍ବର ୧୪ ଶିଶୁ ଦିବସ ଦିନ ସର୍ଗିଗୁଡ଼ା ସ୍ଥିତ ଓମ୍‌ଭେଲି ଜୁନିଅର ୱିଂରେ ଧୁମ୍‌ଧାମ୍‌ରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟରେ ଶିଶୁମାନଙ୍କର ମନୋରଞ୍ଜନ ସକାଶେ ବିଭିନ୍ନ ପ୍ରକାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ : ନଭେମ୍ବର ୨୮ ତାରିଖରୁ ଜିଲ୍ଲାରେ ଆରମ୍ଭ ହେବ ଖରିଫ ଧାନ କ୍ରୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଖରିଫ ୨୦୨୩-୨୪ ବର୍ଷ ପାଇଁ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟସଭା ସାଂସଦ
Read More...

ମୁରିବାହାଲ-କଣ୍ଟାବାଞ୍ଜି ଟ୍ରେନ ଲାଇନ ପାର୍ଶ୍ଵରୁ ବିଜେଡ଼ି ନେତାଙ୍କ ମୃତଦେହ ଉଦ୍ଧାର, ଜିଆରପି ପୋଲିସର ତଦନ୍ତ, କାରଣ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଳ ଷ୍ଟେସନଠାରୁ ପଶ୍ଚିମ ଦିଗକୁ ୧୮୩/୧୬-୧୮ ରେଳଖମ୍ୱର ରେଳ ଲାଇନ ପାର୍ଶ୍ୱ ପୋଖରୀ ନିକଟରୁ ଗୁରୁବାର କଣ୍ଟାବାଞ୍ଜି ଜିଆରପି ପୋଲିସ ଜଣେ ବିଜେଡ଼ି ନେତାଙ୍କ ମୃତଦେହକୁ ଉଦ୍ଧାର କରିଛି । ମୃତ ବିଜେଡ଼ି ନେତା ଜଣଙ୍କ
Read More...

ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଢୁଲୁସର : କାଲସାଏପାଲି ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଢୁଲୁସର ଖେଳ ପଡିଆରେ ଜବାହାରଲାଲ ଫୁଟବଲ ଏସୋସିଏସନ୍‌ ଆନୁକୂଲ୍ୟରେ ପ୍ରଥମ ବର୍ଷ ବିନୋଦ ସ୍ମାରକୀ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଦିବସରେ ଜେକେୱାଇଏସ୍‌ କାଲସାଏପାଲି ୨-୧ ଗୋଲରେ ସମଲେଶ୍ୱରୀ କ୍ଲବ ବଲାଙ୍ଗିରକୁ ହରାଇ ବିଜୟୀ ହୋଇଛି ।
Read More...

ବଲାଙ୍ଗିର ମାଲପଡା ନାଗରିକ କମିଟିର ବିଭିନ୍ନ ସମସ୍ୟା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ମାସକିଆ ବୈଠକ ସଭାପତି ଯୁଧିଷ୍ଟିର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ପ୍ରମୁଖ ବିଷୟରେ ଆଲୋଚନାମାନ ହୋଇଥିଲା । ମାଲପଡା ପ୍ରାଥମିକ ସ୍କୁଲର ଗୃହମାନ ଭାଙ୍ଗି ଗଲାଣି, ମରାମତି ହେଉନାହିଁ କିମ୍ବା ପିଲାଙ୍କ ପାଠ
Read More...

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସ୍ଥିତ ଭାରତୀୟ ଇଂରାଜୀ ମାଧ୍ୟମ ସ୍କୁଲଠାରେ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଉପଦେଷ୍ଟା
Read More...

ଚାଷୀ ପ୍ରତିନିଧିଙ୍କ ଚାଷୀ ଆତ୍ମହତ୍ୟା ଘଟଣାରେ ବୁବେଲ ଗ୍ରାମ ପରିଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମିଳିତ କୃଷକ ମଂଚ, ବଲାଙ୍ଗିରର ଏକ ଚାରି ଜଣିଆ ପ୍ରତିନିଧି ମଣ୍ଡଳୀ ବୁବେଲ ଗ୍ରାମର ଆତ୍ମହତ୍ୟା କରିଥିବା ଚାଷୀ ରମେଶ କୁମାର ଭୋଇଙ୍କ ପରିବାର ସଦସ୍ୟ ତଥା ଗ୍ରାମବାସୀଙ୍କୁ ଭେଟି ଆଲୋଚନା କରିଥିଲେ । ଏହି ପ୍ରତିନିଧି ମଣ୍ଡଳୀରେ ଆକାଶ ମିଶ୍ର, ଯତି ପ୍ରଧାନ,
Read More...
error: Content is protected !!