Daily Archives

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି । ଆଜି କେନ୍ଦ୍ର ଜନଜାତି ଏବଂ ଜଳଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମୟୂରଭଞ୍ଜ ଜିଲ୍ଲାର ବାରିପଦା ବ୍ଲକ୍‌
Read More...

କେନ୍ଦୁଝର ଓ କଳାହାଣ୍ଡିରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଆଜି ପଞ୍ଚମ ଦିନରେ ପହଞ୍ଚିଛି ।କେନ୍ଦୁଝର ସଦର ବ୍ଲକ୍ ରାଇସୁଆଁ ଗ୍ରାମ ପଞ୍ଚାୟତରେ ବିକଶିତ
Read More...

ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ

ଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ।ରାଷ୍ଟ୍ରପତି ନଭେମ୍ବର ୨୦ ତାରିଖ, ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ
Read More...

ଚତୁର୍ଥ ଦିନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

ମାଲକାନଗିରି, କଳାହାଣ୍ଡି ଓ କେନ୍ଦୁଝରରେ ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କ ଯୋଜନା ସମ୍ପର୍କରେ ସଚେତନ କରାଯିବା ସହ ସହାୟତା ବଣ୍ଟନ ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଆଜି ଚତୁର୍ଥ ଦିନରେ
Read More...

ଦ୍ୱିତୀୟ ଭଏସ୍ ଅଫ୍ ଦ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ବକ୍ତବ୍ୟ

ଦିଲ୍ଲୀ, (ପିଆଇବି) :ମହାମହିମ ଗଣ,ନମସ୍କାର!ଦ୍ୱିତୀୟ ଭଏସ୍ ଅଫ୍ ଦ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ଆପଣମାନଙ୍କୁ ହାର୍ଦ୍ଦିକ ସ୍ୱାଗତ।ମୁଁ ଆନନ୍ଦିତ ଯେ ଲାଟିନ ଆମେରିକା ଏବଂ କେରିବିୟାନ ଦେଶ ଠାରୁ ଆରମ୍ଭ କରି ଆଫ୍ରିକା, ଏସିଆ ଏବଂ ପ୍ରଶାନ୍ତ ମହାସାଗରୀୟ ଦ୍ୱୀପପୁଞ୍ଜ
Read More...

ବିକଶିତ ଭାରତ ସଂକଳ୍ପ ଯାତ୍ରାର ତୃତୀୟ ଦିନରେ ଦେଖିବାକୁ ମିଳିଲା ବ୍ୟାପକ ଜନଭାଗିଦାରୀ

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାର ତୃତୀୟ ଦିନରେ ଆଜି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ
Read More...

ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ମିଳିଲା ବ୍ୟାପକ ସଫଳତା

ପ୍ରଥମ ଦିନରେ ୨୫୦ରୁ ଅଧିକ ଗ୍ରାମ ପଞ୍ଚାୟତରେ ୧୦୦,୦୦୦ ରୁ ଅଧିକ ଲୋକଙ୍କ ଅଂଶଗ୍ରହଣପିଏମ୍ ଉଜ୍ଜ୍ୱଳା ଯୋଜନାରେ ୨୧୦୦୦ ପଞ୍ଜୀକରଣ ନୂଆଦିଲ୍ଲୀ, (ପିଆଇବି) : ଏକ ଭବ୍ୟ ଶୁଭାରମ୍ଭ ସହିତ, ପ୍ରଥମ ଦିନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଦେଶର ୨୫୯ ଗ୍ରାମ ପଞ୍ଚାୟତରେ ଏକ ଲକ୍ଷରୁ ଅଧିକ
Read More...

ତହଁକ୍ କୁଟୁମ୍‌ର ଭାବର୍ ଭେଟ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପଥରଚେପା ପଞ୍ଚବଟୀଠାରେ ତହଁକ୍ କୁଟୁମ୍ ପକ୍ଷରୁ ଭାବର୍ ଭେଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅତିଥି ଭାବେ ସାମ୍ବାଦିକ ଆନନ୍ଦ ଚନ୍ଦ୍ର ସାହୁ, ଅଖିଲ ଚନ୍ଦ୍ର ହୋତା, ସତ୍ୟସୁନ୍ଦର ଭଞ୍ଜ, ରଘୁନନ୍ଦନ ସିଂହ, ପୂର୍ଣ୍ଣଚନ୍ଦ୍ର ପଣ୍ଡା,
Read More...

ବିନୋଦ ସ୍ମାରକୀ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ବିଏନ୍‌ଏଏ ଜରାସିଂହା ଚମ୍ପିୟାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଢୁଲୁସର ଖେଳ ପଡିଆରେ ଜବାହାରଲାଲ ଫୁଟ୍‌ବଲ୍‌ ଏସୋସିଏସନ୍‌ ଆନୁକୂଲ୍ୟରେ ପ୍ରଥମ ବର୍ଷ ବିନୋଦ ସ୍ମାରକୀ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟର ଫାଇନାଲ ଖେଳରେ ବିଏନ୍‌ଏଏ ଜରାସିଂହା ୩-୨ ଗୋଲରେ ଜିୱାଇଡିସି ନକଟାସରକୁ ହରାଇ ଚମ୍ପିୟାନ ହୋଇଛି । ମୁଖ୍ୟ ଅତିଥି
Read More...

ଦେଶର ସାମ୍ବିଧାନିକ ଅଧିକାରକୁ ହାସଲ କରିବା ପାଇଁ ରାଜ୍ୟର ସମସ୍ତ ଅଞ୍ଚଳରେ ଜନମତ ସୃଷ୍ଟି କରାଯିବ : ପୂର୍ବତନ…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଦେଶର ସାମ୍ବିଧାନିକ ଅଧିକାରକୁ ହାସଲ କରିବା ପାଇଁ ରାଜ୍ୟର ସମସ୍ତ ଅଞ୍ଚଳରେ ଜନମତ ସୃଷ୍ଟି କରାଯିବ ବୋଲି ସ୍ଥାନୀୟ ଟାଉନହଲ୍‌ଠାରେ ସାମାଜିକ ନ୍ୟାୟ ଅଭିଯାନ ଓଡ଼ିଶା ପକ୍ଷରୁ ଆୟୋଜିତ ସଭାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାମାଜିକ ନ୍ୟାୟର ପ୍ରବକ୍ତା
Read More...