Daily Archives

ରାୟଗଡା ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫୨ଟି ବସ୍‌ ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ଯୋଡିବ,୩୦୦ଟି ନୂଆ ବସ୍‌ ଷ୍ଟପେଜ ନିର୍ମିତ, ପଞ୍ଚାୟତରୁ ବ୍ଲକ୍‌କୁ ଚାଲିବ ବସଲୋକଙ୍କ ମତାମତ ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ,ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲକ୍ଷ୍ମୀ ବସ୍‌ ଯୋଜନାର ପରିକଳ୍ପନାଯୋଗାଯୋଗ ହେଉଛି ଜୀବନ,
Read More...

ମାଲକାନଗିରି ରାସ୍ତା ଦୁର୍ଘଟଣାରେ ୫ ଶ୍ରମିକଙ୍କ ମୃତ୍ୟୁ : ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ୱର : ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ
Read More...

ଜସ୍ମିନ ଦଣ୍ଡସେନାଙ୍କୁ ମିଳିଲା ଓଡ଼ିଆ ଭାଷା ବୃତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଅନ୍ତର୍ଗତ ନିଧି ସାଗର ସରକାରୀ ଉଚ୍ଚ ବିଦ୍ୟାଳୟ, ବୁବେଲଠାରେ ଲୋକସେବା ଭବନ, ଭୁବନେଶ୍ୱର (ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ, ଓଡ଼ିଶା) ତରଫରୁ ଓଡ଼ିଆ ଭାଷା ପ୍ରତି କୁମାରୀ ଜସ୍ମିନ ଦଣ୍ଡସେନାଙ୍କ ରୁଚି ଓ ଭଲ ପାଇବା ବେଶ୍ ପ୍ରଶଂସନୀୟ । ତେଣୁ ଗତ
Read More...

ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରସ୍ତୁତ ‘ଖଜୁରୀ ଗୁଡ଼’ର ଚାହିଦା

ଭୁବନେଶ୍ୱର/ନୂଆଦିଲ୍ଲୀ : ତାଳ ଓ ଖଜୁରୀରୁ ପ୍ରସ୍ତୁତ ଗୁଡ଼ ହେଉଛି ଏକ ପାରମ୍ପରିକ ଖାଦ୍ୟ । ଏହା ସ୍ୱାସ୍ଥ୍ୟ ଉପକାରୀ ହୋଇଥିବାରୁ ବର୍ତ୍ତମାନ ସମୟରେ ଏହାର ଭଲ ଚାହିଦା ରହିଛି । ତେଣୁ ଏହି ଗ୍ରାମୀଣ ଉତ୍ପାଦକୁ ରାଜ୍ୟ ସରକାର ବିଶେଷ ପ୍ରୋତ୍ସାହନ ଦେଉଛନ୍ତି । ନୂଆଦିଲ୍ଲୀରେ ଚାଲିଥିବା
Read More...

ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଜନ ସଚେତନତା ଶୋଭାଯାତ୍ରା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଯୁବ ପ୍ରତିଭାମାନଙ୍କୁ ଲୋକ ଲୋଚନକୁ ଆଣିବା ସହିତ ସେମାନଙ୍କୁ ଏକ ସଚେତନ ଯୁବକ ଯୁବତୀ ଭାବେ ଗଢି ତୋଳିବା ନିମନ୍ତେ ରାଜ୍ୟ ସରକାର ତଥା ଉଚ୍ଚ ଶିକ୍ଷା ବିଭାଗ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଗୁଡିକରେ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ “ନୂଆ-ଓ
Read More...

କରଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟ ଜନଜାତି ଗୌରବ ଦିବସ ପାଳିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧିନସ୍ଥ କରଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟ ଜନଜାତି ଗୌରବ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅଖିଳ ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ
Read More...

ଗାୟତ୍ରୀ ପରିବାରର ଅଖଣ୍ଡ ଜ୍ୟୋତି ପାଠକ ସମ୍ମିଳନୀ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବ୍ୟକ୍ତି ନିର୍ମାଣ ସମାଜ ନିର୍ମାଣ ଓ ରାଷ୍ଟ୍ର ନିର୍ମାଣ ଉଦ୍ଦେଶ୍ୟରେ ଅଖିଳ ବିଶ୍ଵ ଗାୟତ୍ରୀ ପରିବାରର ପ୍ରତିଷ୍ଠାତା ପଣ୍ଡିତ ଶ୍ରୀରାମ ଶର୍ମା ଆଚାର୍ଯ୍ୟଙ୍କ ଦ୍ଵାରା ପ୍ରତିଷ୍ଠିତ ଅଖଣ୍ଡ ଜ୍ୟୋତି ପତ୍ରିକାର ବଲାଙ୍ଗିର ଜିଲ୍ଲାସ୍ତରୀୟ ପାଠକ ସମ୍ମିଳନୀ ଆଜି
Read More...

ବଲାଙ୍ଗିର ପଥରଚେପା ଘାଟିଠାରେ ଭୟଙ୍କର ଦୁର୍ଘଟଣା : ଟ୍ରକ୍‌କୁ ପଛପଟୁ ପିଟିଲା ପିକ୍‌ଅପ୍‌, ଜଣେ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପଥରଚେପା ଘାଟିଠାରେ ଆଜି ଭୋର୍‌ ସକାଳୁ ଏକ ଭୟଙ୍କର ଦୁର୍ଘଟଣା ଘଟିଥିବା ଖବର ମିଳିଛି । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ମଧ୍ୟ ସୂଚନା ରହିଛି । ମିଳିଥିବା ସୂଚନା ଅନୁସାରେ ଆଜି ଭୋରରୁ (ଓଡ଼ି୦୫ଏସ୍‌ ୦୪୫୭) ନମ୍ବର ବିଶିଷ୍ଟ ଏକ ଡ଼ମ୍ପର
Read More...