Daily Archives

ଟେଙ୍ଗରା ଗ୍ରାମରେ କାର୍ତ୍ତିକ ପୂର୍ଣ୍ଣିମାରେ ବୁଡ ପକାଇବାକୁ ଯାଇ ପୋଖରୀରୁ ବୃଦ୍ଧା ନିଖୋଜ

ଅଗ୍ନିଶମ ବାହିନୀ ପାଣିରେ ଖୋଜି ନାକେଦମ୍ପୋଖରୀ ନିକଟ କପା କିଆରୀରୁ ସୁରକ୍ଷିତ ଉଦ୍ଧାର ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବଡ଼ସାଇମରା ପଞ୍ଚାୟତ ଟେଙ୍ଗରା ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଲିଥିଲା । କାର୍ତ୍ତିକ ପୂର୍ଣ୍ଣିମା
Read More...

ଜେସିଆଇ ଟିଟିଲାଗଡ଼ ସିଟିର ନୂତନ ସଭାପତିଙ୍କ ଦାୟିତ୍ୱ ଗ୍ରହଣ ସମାରୋହ ଅନୁଷ୍ଠିତ : ୨୦୨୪ ପାଇଁ ସଭାପତି ଦାୟିତ୍ଵ…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରର ଜେସିଆଇ ଟିଟିଲାଗଡ଼ ସିଟି କ୍ଳବର ବର୍ଷ ୨୦୨୪ ପାଇଁ ନୂତନ ସଭାପତି ଏବଂ ପଦାଧିକାରୀ ସଦସ୍ୟଙ୍କ ଶପଥ ଗ୍ରହଣ ସମାରୋହ ସ୍ଥାନୀୟ ଡିଏନ୍‌ ରିସର୍ଟ ଠାରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ
Read More...

ବିକାଶ ଉଇସ୍‌ଡମ୍‌ ପାର୍କ ପରିସରରେ ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଖୋ ଖୋ ଟୁର୍ଣ୍ଣାମେଣ୍ଟ ଆୟୋଜିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସ୍ଥିତ ବିକାଶ ଉଇସ୍‌ଡମ୍ ପାର୍କ ପରିସରରେ ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଖୋ - ଖୋ ଟୁର୍ଣ୍ଣାମେଣ୍ଟ ଆଜି ସକାଳେ ଉଦ୍‌ଘାଟିତ ହୋଇଯାଇଛି । କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟକୁ କୁଳପତି ପ୍ରଫେସର
Read More...

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ “ଭକ୍ତ ଦାସିଆ ପୀଠ”ରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ପଞ୍ଚଦଶ ଶତାବ୍ଦୀର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଶିରୋମଣୀ ଦାସିଆଙ୍କ ଜନ୍ମ ଓ ସାଧନା ପୀଠ ପୁରୀ ଜିଲ୍ଲାର ତେଇଶିପୁର ପଞ୍ଚାୟତର ବାଲିଗ୍ରାମରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଦିନସାରା ଶ୍ରଦ୍ଧାଳୁଙ୍କର ମହାସମାଗମ ହୋଇଥିଲା ।
Read More...

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ

କୋରାପୁଟ : କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ମିଳିଛି । ସେ ରିଲାଏନ୍ସ ନାମକ ଏକ ଘରୋଇ ବସରେ କଟକସ୍ଥିତ ନିଜ ଘରକୁ ଯିବା ବେଳେ ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ ଜୟପୁର ଭିଜିଲାନ୍ସ ଟିମ୍ ମାଡି ବସିଛି । ବସରେ
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଞ୍ଜିବ କୁମାର କର

ସୁବର୍ଣ୍ଣପୁର/ବଲାଙ୍ଗିର, (କେପିଏନ୍‌ଏସ୍‌) : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଞ୍ଜିବ କୁମାର କର । ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଞ୍ଜିବ କୁମାର କର ମୋତିଆ ବିନ୍ଦୁ ଅସ୍ତ୍ରୋପଚାର ପାଇଁ ଜୈନେକ
Read More...