Daily Archives

ଅବାଟରୁ ଆଣି ବାଟ ଦେଖାଉଥିଲେ ସତ୍ୟନାରାୟଣ ବେହେରା

ବଲାଙ୍ଗିର, (କେପିଏନଏସ୍‌) : ନିରାଡମ୍ବର ଜୀବନ ଥିଲା ସତ୍ୟନାରାୟଣ ବେହେରାଙ୍କର । ମାତ୍ର ବଲାଙ୍ଗିର କ୍ଷେତ୍ରରେ ତାଙ୍କର ଜୀବନ ଥିଲା ସମର୍ପିତ । ମାଟି ପ୍ରତି ତାଙ୍କର ମୋହ ବେଶୀ ଥିଲା । ବହୁମୁଖୀ ପ୍ରତିଭା ଥିଲା ତାଙ୍କର । ଏପରି ନିଆରା ବ୍ୟକ୍ତିତ୍ୱଙ୍କର ଜୀବନ ଆମ ପାଇଁ ସବୁବେଳେ
Read More...

ପ୍ରଥମ ପର୍ଯ୍ୟାୟରେ ତିନୋଟି ଗ୍ରାମପଞ୍ଚାୟତରେ ସିଏସ୍‌ପି ପ୍ଲସ୍‌ ବ୍ୟାଙ୍କିଙ୍ଗ୍‌ ସେବାର ଆରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଳକ ଅନ୍ତର୍ଗତ ତିନୋଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ସିଏସ୍‌ପି ପ୍ଲସ୍‌ ଆଉଟ୍‌ଲେଟ୍‌ ବ୍ୟାଙ୍କିଙ୍ଗ୍‌ ସେବା ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ଲୋକାର୍ପିତ ହୋଇଯାଇଛି । ଛତ୍ରପୁର ବ୍ଳକ ଅନ୍ତର୍ଗତ ବଉଳଗାଁ, ବଡ଼ମାଧପୁର, ଓ
Read More...

ହଳଦିଆ ସାହୁ ସମାଜର ସାମାଜିକ ଗୃହ ପାଇଁ ଭୂମି ପୂଜନ

ସଇଁନ୍ତଲା, (କେପିଏନ୍‌ଏସ୍‌) : ସଇଁନ୍ତଲା ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ବ୍ଲକ କମିଟି ସଇଁନ୍ତଲା ଆନୁକୂଲ୍ୟରେ କଅସର ପଂଚାୟତ ସ୍ଥିତ ଭୁସକିମାଲଠାରେ ନୂତନ ସାମାଜିକ ଗୃହ ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ ଜମିର ଦାନ କର୍ତ୍ତା ଦୟା ସାହୁ ସପତ୍ନୀ ସହ
Read More...

ଖପ୍ରାଖୋଲରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ସାମର୍ଥ୍ୟ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଶିବିରକୁ ମୁଖ୍ୟ ଅତିଥି ରୂପେ ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ଯୋଗଦେଇ ଉଦ୍‌ଘାଟନ କରିଥିଲେ । ସମ୍ମାନିତ
Read More...

କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲାରେ ୨ଟି ନଦୀ ଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୮୬.୨୫ କୋଟି ଟଙ୍କା…

କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟିଉପକାର ପାଇବେ ଭବାନୀପାଟଣା ଓ ବଡସାହି ବ୍ଲକର ଜନସାଧାରଣଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ କଳାହାଣ୍ଡି ଓ
Read More...

ଛତ୍ରପୁର ପ୍ରତିଷ୍ଠିତ ଅନ୍‌ସ୍ଲୋ ହାଇସ୍କୁଲର ପ୍ରାକ୍ତନ ବରିଷ୍ଠ ଶିକ୍ଷକଙ୍କ ପରଲୋକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଜଣେ ଧର୍ମ ପରାୟଣ ବ୍ୟକ୍ତି, ବରିଷ୍ଠ ଅବସରପ୍ରାପ୍ତ ଶିକ୍ଷକ ପତିତପାବନ ପାଢ଼ୀ (୯୨)ଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ସ୍ଥାନୀୟ ବିଶ୍ୱକର୍ମା ସାହିସ୍ଥ ନିଜସ୍ୱ ବାସଭବନରେ ପରଲୋକ ହୋଇଯାଇଛି । ଛତ୍ରପୁରର ପ୍ରତିଷ୍ଠିତ ବହୁପୁରାତନ
Read More...

ସରକାରୀ ମହାବିଦ୍ୟାଳୟଠାରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟରେ (+୨ ଓ +୩) ରାଜ୍ୟ ସରକାରଙ୍କ ଦ୍ଵାରା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ବେହେରାଙ୍କ ଅଧ୍ୟକ୍ଷତାରେ ବିଧାୟକ ବଲାଙ୍ଗିର ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଉପସ୍ଥିତ
Read More...

ଜିଲ୍ଲାସ୍ତରୀୟ ପୌଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ୨୦୨୩ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ଵାରା ଆୟୋଜିତ ଜିଲ୍ଲାସ୍ତରୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ୨୦୨୩ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଅଛି । ଏହି ଅବସରରେ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଦିବସ ପରିପ୍ରେକ୍ଷୀରେ ଆୟୋଜିତ
Read More...

ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାପାଳ ଚଞ୍ଚଳ ରାଣା ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଶୁଭାରମ୍ଭ କରିଛନ୍ତି । ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସଂଶାଧନ କେନ୍ଦ୍ରରେ ରଥର ନୋଡାଲ ଅଫିସର ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂଙ୍କ ସହ
Read More...

ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୋଧରେ ବିଜେପି ପକ୍ଷରୁ ଟିଟିଲାଗଡ଼ ବ୍ଲକ ଘେରାଉ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଭାରତୀୟ ଜନତା ପାର୍ଟି ପକ୍ଷରୁ ଟିଟିଲାଗଡ଼ ସହର ଓ ବ୍ଲକରେ ହେଉଥିବା ଦୁର୍ନୀତି ବିରୁଦ୍ଧରେ ନଗର ସଭାପତି ପ୍ରଶାନ୍ତ ଷଡଙ୍ଗୀଙ୍କ ନେତୃତ୍ୱରେ ଆଜି ଦୁଇଟି ଦାବିପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଥମେ ଟିଟିଲାଗଡ଼
Read More...
error: Content is protected !!