Monthly Archives

November 2023

ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ୨୦୨୩

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ଅଷ୍ଟମ ଦିବସରେ ସାମାଜିକ କାର୍ଯ୍ୟକ୍ରମ ବିଭାଗ ତରଫରୁ "ନିଶା ନିବାରଣ ଅଭିଯାନ" ଉପରେ ଏକ ରାଲି କରାଯାଇଥିଲା । ମହା ବିଦ୍ୟାଳୟର ଛାତ୍ରୀମାନେ ସ୍ଲୋଗାନ ଦେଇ ସହର ପରିକ୍ରମା
Read More...

ରମ୍ଭାରେ ରାଜ୍ୟ ସ୍ତରୀୟ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ୍‌ ପାଇଁ ପ୍ରାକ୍‌ ପ୍ରସ୍ତୁତି ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ସହର ଅନ୍ତର୍ଗତ ରାଜ୍ୟ ସ୍ତରୀୟ ଭାରତୀୟ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ୍‌ ରମ୍ଭା କ୍ରିକେଟ କ୍ଳବ ପକ୍ଷରୁ ଏକ ପ୍ରାକ୍‌ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ସୀମାଞ୍ଚଳ ବାଡ଼ତ୍ୟାଙ୍କ ପୌରାହିତ୍ୟରେ ଆୟୋଜିତ ହୋଇଥିଲା । ଏହି
Read More...

ଜି.ଉଦୟଗିରି ଏନ୍‌ଏସି ଅଧ୍ୟକ୍ଷା ପଦ ପାଇଁ ଉପନିର୍ବାଚନ : ଶାସକ ବିଜେଡି ଦଳର ବାଜିମାତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଏନ୍‌ଏସି ଅଧ୍ୟକ୍ଷା ପଦ ପାଇଁ ବୁଧବାର ଦିନ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଗୁରୁବାର ଦିନ ଉପନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି । ଶାସକ ବିଜେଡି ଦଳର ବାଜିମାତ ହୋଇଥିବା
Read More...

ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ପରିବେଶ ସ୍ଵଚ୍ଛତା ଅଭିଯାନ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର -୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ଦ୍ଵାରା (ନୂଆ- ଓ) ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଦ୍ଵାରା  ଆୟୋଜିତ ସାମାଜିକ ସଚେତନତା
Read More...

ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ଶ୍ରୀମଦ୍ ଭଗବତଗୀତାର ସତ୍ୟ ଆଧ୍ୟାତ୍ମିକ ରହସ୍ୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ଶ୍ରୀମଦ୍ ଭଗବତଗୀତାର ସତ୍ୟ ଆଧ୍ୟାତ୍ମିକ ରହସ୍ୟ ଆଜି ଠାରୁ ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ଡିସେମ୍ବର ୩ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । କେନ୍ଦ୍ରର ମୁଖ୍ୟ
Read More...

କସ୍ତୁରୀ ସାଂସ୍କୃତିକ ମହୋତ୍ସବରେ ସମ୍ମାନିତ ହେବେ ନାଟ୍ୟ ପ୍ରତିଭା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରେ ହେବାକୁ ଥିବା ନାଟ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ କସ୍ତୁରୀର ସାଂସ୍କୃତିକ ମହୋତ୍ସବରେ ରାଜ୍ୟର ବିଶିଷ୍ଟ ନାଟ୍ୟକାର ଶଙ୍କର ପ୍ରସାଦ ତ୍ରିପାଠୀ, ବିଶିଷ୍ଟ ମଞ୍ଚ ଓ ସିନେ ଅଭିନେତା ଅଶ୍ରୁମୋଚନ ମହାନ୍ତି ୨୦୨୩ କସ୍ତୁରୀ ସମ୍ମାନରେ ଓ ରାଉରକେଲାର
Read More...

ନୂଆ-ଓ-ଯୁବ ଓଡ଼ିଶା ନବୀନ ଓଡ଼ିଶା ଅନ୍ତର୍ଗତ ସମାଜସେବା କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ପଥପ୍ରାନ୍ତ ନାଟକ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ସମନ୍ୱିତ ଯୁବ ବିକାଶ ଯୋଜନାରେ ନୂଆ-ଓ-ଯୁବ ଓଡ଼ିଶା ନବୀନ ଓଡ଼ିଶା ଅନ୍ତର୍ଗତ ସମାଜସେବା କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ସଚେତନତା ଶୋଭାଯାତ୍ରା ସହିତ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପ୍ରଦର୍ଶିତ
Read More...

ବଡକର୍‌ଲେ ହାଇସ୍କୁଲରେ ଜୁନିୟର ରେଡକ୍ରସ୍‌ ସଚେତନତା ଶିବିର

ଡୁଙ୍ଗୁରିିପାଲିି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବଡକର୍‌ଲେ ହାଇସ୍କୁଲ ପ୍ରାଙ୍ଗଣରେ ଏକ ଦିବସୀୟ ଜୁନିୟର ରେଡକ୍ରସ୍‌ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଅଧିକାରୀ ଗଣେଶ କିିଷାନ ମୁଖ୍ୟଅତିଥି ଭାବରେ ଯୋଗଦେଇ ଜୁିନିୟର୍‌
Read More...

ଆଇନ ମହାବିଦ୍ୟାଳୟରେ ଜାତୀୟ ସମ୍ବିଧାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟରେ ଜାତୀୟ ସମ୍ବିଧାନ ଦିବସ ଏବଂ ଜାତୀୟ ଆଇନ ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଡଃ ଦେବେନ୍ଦ୍ରନାଥ ବେହେରାଙ୍କ ଅଧ୍ୟକ୍ଷତାରେ ଏହି ସଭାର ଆୟୋଜନ କରାଯାଇଥିଲା । ଅଧ୍ୟାପିକା ଡଃ ସମ୍ପାଦିକା ମହାନ୍ତି ସ୍ଵାଗତ ଭାଷଣ ସହ
Read More...

ନକ୍ସଲ ଅଞ୍ଚଳରେ କେନ୍ଦ୍ରୀୟ ସୁରକ୍ଷା ବଳର ସିଭିକ ଆକ୍ସନ କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ସ୍ଥିତ କେନ୍ଦ୍ରୀୟ ସୁରକ୍ଷା ବଳର ୧୮୯ ବାଟାଲିୟନ ଦ୍ୱାରା ରେଙ୍ଗାଲି ଉଚ୍ଚମାଧ୍ୟମିକ ବିଦ୍ୟାଳୟଠାରେ ସିଭିକ ଆକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱର ସର୍ବବୃହତ ଓ ସର୍ବଶ୍ରେଷ୍ଠ ଅର୍ଧ ସାମରିକ ବଳ ଭାବରେ
Read More...