Monthly Archives

November 2023

ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ତୃତୀୟ ଓ ଚତୁର୍ଥ ଦିବସ ସମାରୋହ

ଧର୍ମଶାଳା, (କେପିଏନ୍‌ଏସ୍‌) : ଧର୍ମଶାଳା ଯୁକ୍ତଦୁଇ ମହାବିଦ୍ୟାଳୟ , ଧର୍ମଶାଳା, ସୁବର୍ଣ୍ଣପୁରରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ଓ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ପ୍ରଯୋଜନାରେ ଅନୁଷ୍ଠାନର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ କ୍ରୀଡ଼ା,ସାମାଜିକ କାର୍ଯ୍ୟକଳାପ ଓ
Read More...

ଦେଓଗାଁରେ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ : ବିଜୁ କନ୍ୟାରତ୍ନ ଯୋଜନାର ଲଗୋ ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ ତରଫରୁ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଅଧ୍ୟକ୍ଷତା
Read More...

ବଲାଙ୍ଗିର ଜୟ କିଷାନ ଆନ୍ଦୋଳନର କର୍ମକର୍ତ୍ତାଙ୍କ ପକ୍ଷରୁ ସିଏସ୍‌ଓଙ୍କୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଜୟ କିଷାନ ଆନ୍ଦୋଳନର କର୍ମକର୍ତ୍ତାମାନେ ବେସାମରିକ ଯୋଗାଣ ଅଧିକାରୀଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ଦାବୀ ପତ୍ରରେ ଉଲ୍ଲେଖ ଅଛି ଯେ, କଟାବାଞ୍ଜି ସ୍ଥିତ ଶ୍ରୀ ଶ୍ୟାମଜୀ ପେଡ଼ି ପ୍ରୋସେସିଂ ମିଲସ ନାମରେ ବେଆଇନ ଭାବେ ବିଦ୍ୟୁତ
Read More...

ଧାନ ମଣ୍ଡି ଖୋଲିବାରେ ବିଳମ୍ବ ଓ ଅବ୍ୟବସ୍ଥା ସମ୍ପର୍କରେ ଭାଜପାର ଦାବିପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାରେ ତୁରନ୍ତ ସମସ୍ତ ମଣ୍ଡି ଖୋଲିବା । ମଣ୍ଡିମାନଙ୍କରେ ଦେଖାଯାଉଥିବା ଅବ୍ୟବସ୍ଥାର ସମାଧାନ କରିବା ପାଇଁ ଜିଲ୍ଲା ଭାଜପା କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ପାଞ୍ଚ ଦଫା ସମ୍ବଳିତ ଦାବିପତ୍ର ଉପ
Read More...

ଏକ ତାରିଖରୁ ଯାନବାହନ ଯାଞ୍ଚ କଡାକଡି କରାଯିବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସମଗ୍ର ରାଜ୍ୟରେ ଆସନ୍ତା ଡ଼ିସେମ୍ବର ମାସ ୧ ତାରିଖଠାରୁ ୭ ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପି ଦୁର୍ଘଟଣା ଜନିତ ଶୂନ୍ୟମୃତ୍ୟୁ ସପ୍ତାହ ପାଳନ କରାଯିବ । ଏହି ଅବସରରେ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଦୁର୍ଘଟଣା ଜନିତ ଶୂନ୍ୟ ମୃତ୍ୟୁ ସପ୍ତାହ ପାଳନ
Read More...

ଚୁଲିଫୁଙ୍କାରେ ମୋ’ ବ୍ୟାଙ୍କ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଚୁଲିଫୁଙ୍କା ଗ୍ରାମରେ ମୋ' ବ୍ୟାଙ୍କ ଉଦ୍‌ଘାଟିତ ହୋଇଯାଇଛି । ସାରା ଓଡ଼ିଶାରେ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉକ୍ତ ବ୍ୟାଙ୍କଙ୍କୁ ବିଧି ବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି । ମୋ' ବ୍ୟାଙ୍କ
Read More...

ବଙ୍ଗୋମୁଣ୍ଡା ଖେଳ ପଡିଆର ଉନ୍ନତିକରଣ ପାଇଁ ଭୂମି ପୂଜନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ସର୍ବସାଧାରଣ ଖେଳ ପଡିଆଠାରେ ଆଜି ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଖେଳପଡିଆର ଉନ୍ନତିକରଣ ପାଇଁ ଆଜି ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଜାତୀୟ ତାଇକଣ୍ଡୋ ପାଇଁ ଅସୀମ ଓ ସାନଭିଙ୍କ ଡେରାଡୁନ ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତାଇକଣ୍ଡୋ ସଂଘ ସାଧାରଣ ସମ୍ପାଦକ ତଥା କୋଚ ଅସୀମ କୁମାର ଭୋଇଙ୍କ ସହ ସାନଭି ପଧାନ ଆଜି ଡେରାଡୁନ ଅଭିମୁଖେ ଯାତ୍ରା କରିଛନ୍ତି । ପୁରୀଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସବ୍ ଜୁନିୟର ତାଇକଣ୍ଡୋ ପ୍ରତିଯୋଗିତାରେ ବଲାଙ୍ଗିରର ସାନଭି ପଧାନ
Read More...

ଆସନ୍ତା ୨ ଓ ୩ରେ ବଙ୍ଗ ସାହିତ୍ୟ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଭାରତ ବଙ୍ଗ ସାହିତ୍ୟ ସମ୍ମିଳନୀ ରାଉରକେଲା ଶାଖା ପକ୍ଷରୁ ଆସନ୍ତା ୨ ଓ ୩ ତାରିଖ ଦିନ ଦାଣ୍ଡିଆପାଲିର ପଞ୍ଚମ ରେଷ୍ଟ ହାଉସ୍‌ଠାରେ ଅନୁଷ୍ଠିତ ହେବ ବୋଲି ରାଉରକେଲା କ୍ଲବଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ସମ୍ମିଳନୀର
Read More...

ଡିସୌଜା ସ୍କୁଲର ବାର୍ଷିକୋତ୍ସବ ‘ୟୁଫୋରିଆ’ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଡିସୌଜା ସ୍କୁଲର ବାର୍ଷିକୋତ୍ସବ 'ୟୁଫୋରିଆ' ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଜ୍ୟୋତି ଗୁରୁୱରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଲ୍ୟାଣୀ ମହାବିଦ୍ୟାଳୟର ଅଧ୍ୟାପିକା ଡଃ.ସରିତା ମଲ୍ଲ ମୁଖ୍ୟ ଅତିଥି, ଡା.ଗୋପାଳ
Read More...
error: Content is protected !!