ଡୁଚେନ୍ ମାଂସପେଶୀ ଡିଷ୍ଟ୍ରୋଫି ବ୍ୟାଧିର ଦୁଇଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କଲେ…
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କ କକ୍ଷରେ ଡୁଚେନ୍ ମାଂସପେଶୀ ଡିଷ୍ଟ୍ରୋଫି (ଡିଏମଡି) ବ୍ୟାଧିର ଦୁଇଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଦଶ ଲକ୍ଷ ଟଙ୍କା ଲେଖାଏଁ କୋଡିଏ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା ।!-->…
Read More...
Read More...