Daily Archives

ମୁରିବାହାଲ ଡ଼ିଗ୍ରୀ କଲେଜରେ ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର): ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ଆଜି ଡିସେମ୍ବର ପହିଲା ଶୁକ୍ରବାରରୁ ୧୫ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି ।
Read More...

ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ବିଶ୍ୱ ଏଡ଼ସ୍ ଦିବସ ପାଳିତ

ପାଟଣାଗଡ଼, (ପୁସ୍ତମ ଯୁଆଡ଼ି) : ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ଜ୍ୟୋତି ବିକାଶ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ଓଡ଼ିଶା ସରକାରଙ୍କ ଯୁବ ବିକାଶ ଯୋଜନା ଅନ୍ତର୍ଗତ କାର୍ଯ୍ୟକ୍ରମରେ ବିଶ୍ୱ ଏଡ଼ସ୍ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ
Read More...

ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡିଗ୍ରୀ ମହା ବିଦ୍ୟାଳୟର ଯୁବ ରେଡ଼୍‌କ୍ରସ୍‌ ଶାଖା ଏବଂ ରେଡ଼୍‌ରିବନ୍‌ କ୍ଲବର ମିଳିତ ଉଦ୍ୟମରେ 'ବିଶ୍ଵ ଏଡ଼୍‌ସ୍‌ ଦିବସ' ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ କଲ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି
Read More...

ଟିଟିଲାଗଡ ଉପଖଣ୍ଡରେ ନବ ନିର୍ମିତ ଏକ ନୂତନ ସ୍ତ୍ରୀ ଓ ପ୍ରସୂତୀ ଏବଂ ଶିଶୁ ବିଭାଗ ନୂତନ ଚିକିତ୍ସାଳୟର ଶୁଭାରମ୍ଭ

ଟିଟିଲାଗଡ, (ସଞ୍ଜୟ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଉପଖଣ୍ଡରେ ନବ ନିର୍ମିତ ଏକ ନୂତନ ସ୍ତ୍ରୀ ଓ ପ୍ରସୂତୀ ଏବଂ ଶିଶୁ ବିଭାଗ ନୂତନ ଚିକିତ୍ସାଳୟର ଶୁଭାରମ୍ଭକୁ ରାଜ୍ୟ ସରକାରଙ୍କ ଜଳସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଉଦ୍‌ଘାଟନ କରିଛନ୍ତି । ଏହି ଉଦ୍‌ଘାଟନି
Read More...

ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଡ଼୍‌ସ୍‌ ସଚେତନତା ପଦଯାତ୍ରା ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମହାବିଦ୍ୟାଳୟଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ଦ୍ଵାରା (ନୂଆ - ଓ) ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବବ୍ୟାପାର ବିଭାଗ ଦ୍ଵାରା  ଆୟୋଜିତ ସାମାଜିକ ସଚେତନତା କାର୍ଯ୍ୟକ୍ରମ ତରଫରୁ ଏଚ୍ଆଇଭି
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ପଞ୍ଚାୟତ ସମିତି ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ-ଓ ଓଡିଶା ନବୀନ ଓଡିଶାର କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଗରୁଡ଼ଧ୍ଵଜ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ତୁଳସୀ ଯାତ୍ରାକୁ ସୋନପୁରରେ ସ୍ୱାଗତ

ସୋନପୁର : ୬ ଦଫା ଦାବି ନେଇ ଆରମ୍ଭ ହୋଇଥିବା ତୁଳସୀ ଯାତ୍ରାକୁ ଆଜି କଂଗ୍ରେସ ପକ୍ଷରୁ ସ୍ୱାଗତ କରାଯାଇଛି । ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲାଯାଉ, ରତ୍ନଭଣ୍ଡାର ଗଣତି ଓ ମରାମତି କରାଯାଉ ଏବଂ ଚାଷୀମାନଙ୍କ ଜମିକୁ ଫେରସ୍ତ କରାଯାଉ ଆଦି ଦାବି କରାଯାଇଛି । ଏହି ଅବସରରେ ସ୍ଥାନୀୟ ପଶ୍ଚିମ
Read More...

ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ସ୍କୁଲ ଛାତ୍ର ଗୁରୁତର

ସୋର : ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ସ୍କୁଲ ଛାତ୍ର ଗୁରୁତର ହୋଇ ପଡ଼ିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ସବିରା ହାଇସ୍କୁଲର ଦୁଇଜଣ ଛାତ୍ର ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇ ପଡ଼ିଥିବା ବେଳେ ଦୁହେଁ ସୋର ଡାକ୍ତରଖାନରେ ଭର୍ତ୍ତି ହୋଇଛନ୍ତି ।
Read More...

ସଚେତନତା ଶୋଭାଯାତ୍ରା ଓ ସଚେତନତା ରଥ ପରିକ୍ରମା ସପ୍ତାହ ପାଳନ ଶୁଭାରମ୍ଭ

ସପ୍ତାହ ପାଳନ ପରିପ୍ରେକ୍ଷୀରେ ଶୂନ୍ୟ ମୃତ୍ୟୁକୁ ଗୁରୁତ୍ୱାରୋପସଡ଼କ ସୁରକ୍ଷା ନିୟମର କଡାକଡି ପାଳନ କରିବାକୁ ଜିଲ୍ଲାପାଳଙ୍କ ପରାମର୍ଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାରେ ଦୁର୍ଘଟଣା ଜନିତ ଶୂନ୍ୟ ମୃତ୍ୟୁ ସପ୍ତାହ ପାଳନ ଅବସରରେ ଆଜି ଜିଲ୍ଲାପାଳଙ୍କ
Read More...

ଉଦ୍‌ଘାଟନ ହେଲା ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ସ୍ଥାନୀୟ କୋଶଳ କଳା ମଣ୍ଡଲ ପଡିଆ ସ୍ଥିତ ଜିଲ୍ଲା ପାଠାଗାରରେ ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଘାଟନ ହୋଇଯାଇଛିଛି । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଏହି ରଥର ଶୁଭାରମ୍ଭ କରିଛନ୍ତି । ଲଲିତ କଳା ଏକାଡେମୀର ସେକ୍ରେଟାରୀ
Read More...