Daily Archives

ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା

ବରଗଡ: ଆସନ୍ତା ଜାନୁଆରି ୧୫ ତାରିଖରୁ ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଧନୁଯାତ୍ରା ମହୋତ୍ସବ ସମିତିର ଏହି ସାଧାରଣ ପରିଷଦ ବୈଠକ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ କରିଥିଲେ । ତେବେ
Read More...

ଗଞ୍ଜାମ କଲେଜରେ ଯୁବ ଓଡିଶା, ନବୀନ ଓଡିଶା ସାଂସ୍କୃତିକ ଓ ଯୁବ ବିକାଶ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ମହାବିଦ୍ୟାଳୟ ପରିସରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରେରଣା ଯୁବ ଓଡିଶା, ନବୀନ ଓଡିଶା ସମନ୍ୱିତ ସାଂସ୍କୃତିକ ଓ ଯୁବ ବିକାଶ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷ ସିମାଞ୍ଚଳ ଭୋଳ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟଅତିଥି ଭାବେ
Read More...

ସମୁଦ୍ର ଜୀବନ ଜୀବିକାର ଜୀବନ ବୀମା ସଚେତନତା ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମ ସ୍ଥିତ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳରେ ମା' ଜାନବି ଫିସେରୀ ସୋସାଇଟି ସଭାପତି ଭି.ବୁଦ୍ଧିବନ୍ତ ରାଓଙ୍କ ସଭାପତିତ୍ୱରେ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ନିମନ୍ତେ ଏକ ସଚେତନତା ଶିବିର
Read More...

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ସଚେତନ ନାଗରିକ ମଞ୍ଚ ପକ୍ଷରୁ ସ୍ମାରକପତ୍ର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଉରକେଲା ଗସ୍ତ ଅବସରରେ ସଚେତନ ନାଗରିକ ମଞ୍ଚର ସଭାପତି ବିମଳ କୁମାର ବିଶି ଓ ସାଧାରଣ ସମ୍ପାଦକ ପି ପି ରାୟ ଶ୍ରୀ ପ୍ରଧାନଙ୍କୁ ରାଉରକେଲା ହାଉସ୍‌ଠାରେ ଭେଟି ସ୍ମାର୍ଟ ସିଟି ରାଉରକେଲାରେ ଏକ ଭାରତୀୟ
Read More...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ରାଉରକେଲା ବିକାଶ ମଞ୍ଚର ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଉରକେଲା ଗସ୍ତ ଅବସରରେ ରାଉରକେଲା ହାଉସ୍‌ଠାରେ ରାଉରକେଲା ବିକାଶ ମଞ୍ଚର ଆବାହକ ଡଃ ସୁମନ ଦତ୍ତଙ୍କ ନେତୃତ୍ୱରେ ବରିଷ୍ଠ ସଦସ୍ୟମାନେ ସାକ୍ଷାତ କରିଥିଲେ । ଆଲୋଚନା କାଳରେ ରାଉରକେଲା ବିମାନର
Read More...

କାର୍ତ୍ତିକ ବ୍ରତ ୧୨ ବର୍ଷ ପୂର୍ତ୍ତି ଅବସରରେ ଅଷ୍ଟ ପ୍ରହରୀ ନାମଯଜ୍ଞ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ଶିବ ମନ୍ଦିର ପ୍ରାଙ୍ଗଣରେ କାର୍ତ୍ତିକ ପୂର୍ଣ୍ଣିମା ବ୍ରତ ୧୨ବର୍ଷ ପୂର୍ତ୍ତି ଅବସରରେ କଳସ ଯାତ୍ରାରୁ ଆରମ୍ଭ ହୋଇ ବୁଧବାର ଦିନ ଅଷ୍ଟ ପ୍ରହରୀ ନାମଯଜ୍ଞ ସମାପନ ହୋଇଯାଇଛି । ଏଥିରେ କର୍ତ୍ତା ଭାବେ ସପତ୍ନୀ ଗବର
Read More...

ହତ୍ୟା ଉଦ୍ୟମକାରୀଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟେଟ ପ୍ରିୟ ରଞ୍ଜନ ମିଶ୍ର ଏକ ହତ୍ୟା ଉଦ୍ୟମ ମାମଲାର ବିଚାର କରି ଅଭିଯୁକ୍ତ ହରିହର ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି । ସୂଚନା ଅନୁସାରେ ବଲାଙ୍ଗିର ସଦରଥାନା ହରିପାଲି ଗ୍ରାମର ରାଜେଶ
Read More...

କୁରସୁଡ଼ରେ ୟଙ୍ଗଷ୍ଟାର୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ : ବଙ୍କାପୁରକୁ ପରାସ୍ତ କରି ଫାଇନାଲରେ କୁରସୁଡ଼

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ବ୍ଲକ ତଥା ସିନ୍ଧେକେଲା ଥାନା କୁରସୁଡ଼ ଗାଁରେ ଥିବା ନୀଳଚକ୍ର ଖେଳ ପଡିଆଠାରେ ଚାଲିଥିବା ୟଙ୍ଗଷ୍ଟାର୍ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଷଷ୍ଠ ଦିବସରେ ପହଞ୍ଚିଛି । ଆଜିର ଏହି ଷଷ୍ଠ ଦିବସରେ ମୁଖ୍ୟ ଅତିଥି ଭାବେ
Read More...

ପୁଇଁନ୍ତଳା ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

ବଲାଙ୍ଗିର/ପୁଇଁନ୍ତଳା, (କେପିଏନ୍‌ଏସ୍‌) : ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ଦମୟନ୍ତୀ ଉଚ୍ଚ ବିଦ୍ୟାଳୟ, ବହଲପଦରଠାରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି
Read More...

ଆଜି ‘ବିଶ୍ଵ ଏଡସ୍ ଦିବସ’

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବିଶ୍ଵ ଏଡସ୍ ଦିବସ ହେଉଛି ସର୍ବଭାରତୀୟ ସ୍ତରରେ ସ୍ମରଣୀୟ ସ୍ୱାସ୍ଥ୍ୟସେବା କାର୍ଯ୍ୟକ୍ରମ । ଯାହା ୧୯୮୮ ମସିହା ପରଠାରୁ ପ୍ରତିବର୍ଷ ଡିସେମ୍ବର ୧ରେ ପାଳନ କରାଯାଏ । ଏହି ଦିନ ବିଭିନ୍ନ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୁଏ ଯାହାକି ଏଡସ୍
Read More...