Daily Archives

ପ୍ରଫୁଲ୍ଲ ବାରିକ ୧ମ ମେମୋରିୟାଲ ଫୁଟବଲ ଟୁର୍ଣ୍ଣାମେଣ୍ଟ : ୧ମ ସେମିଫାଇନାଲରେ ହଲଦି ୩-୧ରେ ଜୁରାବନ୍ଦରୁ ବିଜୟୀ

କଣ୍ଟାବାଞ୍ଜି, (ଗୁରୁ ଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକର ଉପାନ୍ତ ମାଓପ୍ରବଣ ଘଂଚ ଜଙ୍ଗଲ ଘେରା ଗାଁ ମହଖଣ୍ଡରେ ଜୟ ବନଦୁର୍ଗା ଫୁଟବଳ କ୍ଲବ ଦ୍ୱାରା ପ୍ରଥମ ବର୍ଷ ଟୁର୍ଣ୍ଣାମେଣ୍ଟ କରାଯାଉଛି । ପ୍ରଥମ ବର୍ଷର ପ୍ରଥମ ସେମିଫାଇନାଲ ଶୁକ୍ରବାର ଦିନ ଜୁରାବନ୍ଦ ଏବଂ ହଲଦି ମଧ୍ୟରେ
Read More...

କେନ୍ଦୁଝର ଜିଲ୍ଲା ବାଲିଯୋଡି ନିକଟରେ ଭୟଙ୍କର ସଡକ ଦୁର୍ଘଟଣା : ତନ୍ମଧ୍ୟରୁ ଗଞ୍ଜାମ ଜିଲ୍ଲା ପୋଡାମାରି ଅଞ୍ଚଳର ୭ଜଣ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କେନ୍ଦୁଝର ଭୟଙ୍କର ସଡକ ଦୁର୍ଘଟଣା ନେଇ ଅଧା ରହିଲା ମା' ତାରିଣୀଙ୍କ ଦର୍ଶନ । ଟୁରିଷ୍ଟ୍‌ ଗାଡି ଦୁର୍ଘଟଣା ହୋଇ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଜଣ ଆହତ ହୋଇଛନ୍ତି । ମା' ତାରିଣୀଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ କେନ୍ଦୁଝର ଜିଲ୍ଲାର ଘଟଗାଁ
Read More...

ସାନବାଙ୍କି ଗାଁରେ ଦ୍ଵାଦଶତମ ବିଶ୍ୱଶାନ୍ତି ଅଖଣ୍ଡ ବ୍ରହ୍ମଯଜ୍ଞ ମହିମା ମେଳା ସମାପନ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନବାଙ୍କି ଗାଁରେ ଦ୍ଵାଦଶତମ ବିଶ୍ୱଶାନ୍ତି ଅଖଣ୍ଡ ବ୍ରହ୍ମଯଜ୍ଞ ମହିମା ମେଳା ସମାପନ ହୋଇଯାଇଛି । ଏହି ଯଜ୍ଞରେ ମୁଖ୍ୟ ପୂଜକ ଭାବରେ ଅବଧୂତ କପିଳେନ୍ଦ୍ର ବାବାଙ୍କ ଦ୍ଵାରା ଯଜ୍ଞର
Read More...

ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ବିଶ୍ଵ ଏଡସ୍‌ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି ସ୍ଥାନୀୟ ରେଡକ୍ରସ କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଆଇସିଟିସି (ଏଡ଼ସ) ମିଳିତ ଆନୁକୁଲ୍ୟରେ ୩୬ତମ ବିଶ୍ଵ ଏଡସ୍‌ ଦିବସ ପାଳନ ହୋଇଯାଇଛି । ଏଡସ୍‌ ରୋଗର ସଂକ୍ରମଣ ରୋକିବା, ଏଚ୍‌ଆଇଭି ସଂକ୍ରମିତ ଲୋକକୁ ସମର୍ଥନ ଓ ଏହାର
Read More...

ଯୌତୁକ ନିର୍ଯାତନା ଅଭିଯୋଗର ମାମଲା ଶୁଣାଣି : ସପରିବାର ନିର୍ଦୋଷରେ ଖଲାସ୍‌

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନ୍ଧସାହିରେ ଗତ ୨୦୧୪ ମସିହାରେ ଏକ ଯୌତୁକ ନିର୍ଯ୍ୟାତନା ଅଭିଯୋଗରେ ବୋହୁକୁ ପୋଡି ମାରି ଦେଇଥିବା ଅଭିଯୋଗରେ ସପରିବାର ଗିରଫ୍‌ ହୋଇ ଜେଲ୍‌ ଯାଇଥିଲେ । ଉକ୍ତ ଘଟଣାରେ ସପରିବାର ନିର୍ଦୋଷରେ ଖଲାସ୍‌ ହୋଇଥିବା
Read More...

ସମନ୍ୱିତ ଯୁବ ବିିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର +୩ ବିଜ୍ଞାନ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ ନୂଆ ଓଡିଶା ଗଠନରେ ଯୁବକ ଯୁବତୀମାନଙ୍କ ସଂପୃକ୍ତି ସହ
Read More...

ମୁରିବାହାଲ ବ୍ଲକସ୍ତରୀୟ ନିଯୁକ୍ତି ଭିତ୍ତିକ ପରାମର୍ଶ ଶିବିର ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ ମୁରିବାହାଲ ବ୍ଲକ ସଭାଗୃହରେ ଶୁକ୍ରବାର ବ୍ଲକସ୍ତରୀୟ ନିଯୁକ୍ତି ଭିତ୍ତିକ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିୟୋଜନ ଅଧିକାରୀ କେଶବ ଚନ୍ଦ୍ର ପାଣିଗ୍ରାହୀଙ୍କ
Read More...

ଆଗଲପୁରରେ ନୂତନ-ଓ ସମନ୍ୱିତ ଯୁବ ବିିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର +୨ ବିଜ୍ଞାନ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ ନୂଆ ଓଡିଶା ଗଠନରେ ଯୁବକ ଯୁବତୀ ମାନଙ୍କ ସଂପୃକ୍ତି ସହ ବିଭିନ୍ନ ପ୍ରତିଯୋଗୀତା
Read More...

ମୁନିଗୁଡ଼ାରେ ବୁଲୁଛି ମହାରାଷ୍ଟ୍ରର ବାଘ, ଭିଡ଼ିଓ ଭାଇରାଲ୍‌

ରାୟଗଡ଼ା : ରାୟଗଡ଼ାର ମୁନିଗୁଡ଼ାରେ ବୁଲୁଛି ମହାରାଷ୍ଟ୍ରର ବାଘ । ଏସଂକ୍ରାନ୍ତୀୟ ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ୍‌ ହେବାରେ ଲାଗିଛି । ଗଜପତିରୁ ଆସି ଦହିଖାଲ ଅଂଚଳରେ ବୁଲୁଥିବା ସୂଚନାରେ କୁହାଯାଇଛି । ତେବେ ମହାରାଷ୍ଟ୍ରର ଏହି ବାଘ ବନ୍ଧଗୁଡ଼ା ଗାଁ ପାଖରେ ମଇଁଷି ମାରିବା ପରେ
Read More...

ବରିଷ୍ଠ ସାମ୍ବାଦିକ ବିଜୟ ମିଶ୍ରଙ୍କ ପରଲୋକ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଧଣ୍ଡାମୁଣ୍ଡା ଗ୍ରାମର ବରିଷ୍ଠ ସାମ୍ବାଦିକ ବିଜୟ ମିଶ୍ରଙ୍କ ଗୁରୁବାର ମଧ୍ୟ ରାତ୍ରିରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ ବରିଷ୍ଠ ସାମ୍ବାଦିକ ବିଜୟ ମିଶ୍ର
Read More...