Daily Archives

ଝାର୍‌ସୁଗୁଡା ଜିଲ୍ଲା ଲଖନ୍‌ପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

୨୪.୪୮କୋଟି ଟଙ୍କା ମଞ୍ଜୁର, ଜିଲ୍ଲା ଖଣିଜ ପାଣ୍ଠିରୁ ଏହି ଅର୍ଥ ବିନିଯୋଗ କରାଯିବ ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଝାର୍‌ସୁଗୁଡା ଜିଲ୍ଲାର ଲଖନ୍‌ପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ଏବଂ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର
Read More...