Daily Archives

ସମ୍ପୂର୍ଣ୍ଣ ଜଳସେଚିତ ଜମିରେ ଫସଲ କ୍ରପ କଟିଂ ଅଭିଯୋଗ : ହଳଦୀ ପଞ୍ଚାୟତବାସୀ ତହସିଲଦାରଙ୍କ ଦ୍ଵାରସ୍ଥ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ତହସିଲ ହଳଦୀ ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ଚାଷୀଙ୍କ ଜମିରେ କରାଯାଉଥିବା ଫସଲ କ୍ରପ କଟିଙ୍ଗରେ ବହୁ ଅନିୟମିତତା କରାଯାଇଥିବା ପଞ୍ଚାୟତବାସୀ ତହସିଲଦାର ଆୟୁବ ମଣ୍ଡଳଙ୍କ ଦ୍ବାରସ୍ଥ ହୋଇ ଦାବୀପତ୍ର ପ୍ରଦାନ କରିଛନ୍ତି ।
Read More...

ଗଞ୍ଜାମ ଜିଲ୍ଲା ଭିନ୍ନକ୍ଷମ କଲ୍ୟାଣ ମହାସଂଘ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରବିବାର ଦିନ ଗଞ୍ଜାମ ଜିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ଆନୁକୂଲ୍ୟରେ ଏବଂ ଟାଟା ଷ୍ଟିଲ ଫାଉଣ୍ଡେସନ ଓ ସବଳ ତରଫରୁ ମିଳିତ ସୌଜନ୍ୟରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଭିନ୍ନକ୍ଷମ ସଚେତନତା ସ୍ଲୋଗାନ
Read More...

ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ ବଲାଙ୍ଗିର ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ) : ଆଜି ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଶ୍ରୀମତୀ ମନ୍ଦାକିନୀ କର ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଯୋଗୀମୁଣ୍ଡା ହାଇସ୍କୁଲ, କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଖପ୍ରାଖୋଲ ଓ ବେହେରାମୁଣ୍ଡା ଋତୁକାଳୀନ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ପ୍ରଥମେ
Read More...

ଡେଲାଙ୍ଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଳା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଡେଲାଙ୍ଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର ନୁଆ-ଓ ଯୁବ ଓଡିଶା, ନବୀନ ଓଡିଶା ସମ୍ୱନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ଅଧକ୍ଷ ଡଃ ଶରତ ଚନ୍ଦ୍ର ବିଶ୍ୱାଳଙ୍କ
Read More...

ବିଶ୍ଵ ଦିବ୍ୟାଙ୍ଗ ଦିବସ ପାଳିତ

ମ.ରାମପୁର, (ହେମନ୍ତ ସାହୁ ) : ବିଶ୍ଵ ଦିବ୍ୟାଙ୍ଗ ଦିବସରରେ ଗତ ରବିବାର ଦିନ ମ.ରାମପୁର ସ୍ଥିତ ଭୀମଭୋଇ ଦିବ୍ୟାଙ୍ଗ କଲ୍ୟାଣ ପ୍ରତିଷ୍ଠାନଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରତିଷ୍ଠାନର ଦିବ୍ୟାଙ୍ଗ ଅନ୍ତେବାସୀ ସଭାପତି ଟୁନି ପଣ୍ଡାଙ୍କ ନେତୃତ୍ୱରେ ସମସ୍ତ ଦିଵ୍ୟାଙ୍ଗମାନଙ୍କୁ ନେଇ
Read More...

ପୋଟ୍ଟଲାମ୍‌ପୁରରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟ୍ଟଲାମପୁର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ଦ୍ୱାରା ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଇବା ଓ ଲୋକଙ୍କ ପାଖରେ ସମସ୍ତ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ କବାଡି ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଞ୍ଚଳ ମହାବିଦ୍ୟାଳୟରେ ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉପଲକ୍ଷେ କ୍ରୀଡା ଉତ୍ସବର ଦ୍ଵିତୀୟ ଦିନରେ କବାଡି ପ୍ରତିଯୋଗିତା ଅଧକ୍ଷ ଲଳିତମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଅଛି । ଉଦ୍‌ଘାଟନୀ ସମାରୋହରେ ରଞ୍ଜିତ ସିଂହ ବରିହା,
Read More...

ମନ୍ଦିର ଉନ୍ନତିକରଣ ପ୍ରସଙ୍ଗ : ୫ଟି ଅନୁଦାନ ଖର୍ଚ୍ଚ ପାଇଁ ଦାବି କଲା ଦେବାଳୟ ସୁରକ୍ଷା କମିଟି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପାଟଣେଶ୍ୱରୀ ମନ୍ଦିର ଦେବାଳୟ ସୁରକ୍ଷା କମିଟି ମନ୍ଦିର ପରିଦର୍ଶନ କରି ୫ଟି ଅନୁଦାନ ଆସିଥିବା ଖର୍ଚ୍ଚ ହୋଇନଥିବାରୁ ବିଭିନ୍ନ ଦେବାଳୟ ଅସୁରକ୍ଷିତ ଅବସ୍ଥାରେ ଥିବାରୁ ଦେବାଳୟ ସୁରକ୍ଷା କମିଟି ଜିଲ୍ଲା ପ୍ରଶାସନ ଏବଂ ୫ଟି ସଚିବଙ୍କ ସହିତ
Read More...

ଘୁନସର କଲେକରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଘୁନସର ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରର ଆଜି ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଶୁଭେନ୍ଦୁ ବିକାଶ କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୩୧ନମ୍ବର
Read More...

ନୂଆ ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା ସ୍ୱାସ୍ଥ୍ୟ ଶିବିର ଓ ରକ୍ତ ବର୍ଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ ଯୁବ ସମ୍ମାନିତ କାର୍ଯ୍ୟକ୍ରମରେ ଏକ ସ୍ୱାସ୍ଥ୍ୟ ଶିବର ଓ ରକ୍ତ ବର୍ଗୀକରଣ କାର୍ଯ୍ୟକ୍ରମ ସାଲେପାଲି ଗ୍ରାମରେ ଓ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ଚୁଡ଼ାପାଲି ଗ୍ରାମ୍ୟ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ
Read More...