ଗଞ୍ଜାମ ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନା ଦେବା ସାଂଗକୁ ସେମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଅଗ୍ରାଧିକାର ଦେଇ କୃତୀତ୍ୱ ଅର୍ଜନ କରିଥିବା!-->…
Read More...
Read More...