Daily Archives

ମୁରିବାହାଲ ଡିଗ୍ରୀ କଲେଜରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରିକେଟ ପ୍ରତିଯୋଗିତା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ନୂଆ -ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଆଜି ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ମୁରିବାହାଲରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ
Read More...

ହଳଦୀ ଗ୍ରାମରେ ଚାଲିଥିବା କୃଷ୍ଣଚନ୍ଦ୍ର ହାତୀ ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ : ହଳଦୀ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ହଳଦୀ ଗ୍ରାମ ପଞ୍ଚାୟତ ସଦରମହକୁମା ହାଇସ୍କୁଲ ଖେଳ ପଡିଆଠାରେ ୨ୟ ବର୍ଷ ସ୍ୱର୍ଗତ କୃଷ୍ଣଚନ୍ଦ୍ର ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ଖେଳରେ
Read More...

ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କ୍ରିକେଟ ପ୍ରତିଯୋଗିତା

ଯୋଗଦେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ହଂସରାଜ ଜୈନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଓଡିଶା ସରକାରଙ୍କ କ୍ରୀଡା ଓ ଯୁବବ୍ୟାପାର
Read More...

ଶିଶୁ ବିକାଶ କେନ୍ଦ୍ରର ୩୯ତମ ପ୍ରତିଷ୍ଠା ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନର ୩୯ତମ ପ୍ରତିଷ୍ଠା ଦିବସ ଟାଉନ ବାଳିକା ବିଦ୍ୟାଳୟର ସଭାକକ୍ଷଠାରେ ପାଳିତ ହୋଇଯାଇଛି । ସଭାପତି ମଦନ ମୋହନ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଉପଦେଷ୍ଟା ମଣ୍ଡଳୀ ନିଳମଣି ମିଶ୍ର, ନାଟ୍ୟଭୂଷଣ ଜଗଦାନନ୍ଦ
Read More...

ଡେଲାଙ୍ଗରେ ଆମ ସଂକଳ୍ପ ବିକଶିତ ଭାରତ ଯାତ୍ରା ରଥକୁ ସ୍ୱାଗତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓ କେନ୍ଦ୍ରୀୟ ସଂଚାର କାର୍ଯ୍ୟାଳୟ ଦ୍ୱାରା ବିକଶିତ ଭାରତ ସଂକଳ୍ପ ଯାତ୍ରା ରଥ, ଆଜି ଶନିବାର ପୂର୍ବାହ୍ନରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଡେଲାଙ୍ଗ କୋଠାବାଡ଼ ଗ୍ରାମ ପଂଚାୟତଠାରେ ପହଂଚିବା
Read More...

ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅବସରରେ ରକ୍ତ ସମୂହ ପରୀକ୍ଷଣ ଓ କେମ୍ପସ୍ ସଫେଇ ଅଭିଯାନ ସମାରୋହ

ଧର୍ମଶାଳା, (କେପିଏନ୍‌ଏସ୍‌) : ଧର୍ମଶାଳା ଯୁକ୍ତଦୁଇ ମହାବିଦ୍ୟାଳୟ ଧର୍ମଶାଳା, ସୁବର୍ଣ୍ଣପୁରରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ଓ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ପ୍ରଯୋଜନାରେ ଅନୁଷ୍ଠାନର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହିତ ଚାଲିଛି "କ୍ରୀଡ଼ା
Read More...

କବି ସଂଜୟ କୁମାର ମିଶ୍ରଙ୍କ ମାତୃ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : କବି ସଂସ୍କୃତି ଗବେଷକ ଡକ୍ଟର ସଂଜୟ କୁମାର ମିଶ୍ରଙ୍କ ମାତା ଶ୍ରୀମତୀ ଶାନ୍ତିଲତା ମିଶ୍ରଙ୍କ ୭୧ବର୍ଷ ବୟସରେ ପରଲୋକ ହୋଇଯାଇଛି । ଶ୍ରୀମତୀ ମିଶ୍ର ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତାର ଦୀର୍ଘଦିନ ହେବ ଶଯ୍ୟାଶାୟୀ ଥିଲେ । ମୃତ୍ୟୁ ଶଯ୍ୟା ନିକଟରେ ବଡପୁଅ ମନୋଜ
Read More...

ଟିଟିଲାଗଡ଼ରେ ଏଲ୍‌ଆଇସିର ସମ୍ବଲପୁର ମଣ୍ଡଳସ୍ତରୀୟ ଏସ୍‌ସି, ଏସ୍‌ଟି, ବୁଦ୍ଧିଷ୍ଟ କଲ୍ୟାଣ କର୍ମଚାରୀ ସଂଘର ୩୦ତମ…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଚଳିତ ବର୍ଷ ପ୍ରଥମ ଥର ପାଇଁ ଏସ୍‌ସି, ଏସ୍‌ଟି, ବୁଦ୍ଧିଷ୍ଟ ଏଲ୍‌ଆଇସି କଲ୍ୟାଣ କର୍ମଚାରୀ ସଂଗଠନର ବାର୍ଷିକ ସମ୍ମିଳନୀ ସ୍ଥାନୀୟ ଅଭିମନ୍ୟୁ କଲ୍ୟାଣ ମଣ୍ଡପଠାରେ ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି ଅଧିବେଶନରେ ମୁଖ୍ୟ ଅତିଥି ଭାବେ ସର୍ବ
Read More...

ରାଉରକେଲା ମହାବିଦ୍ୟାଳୟରେ ନୂଆ-ଓ ପରିଯୋଜନା ଅନ୍ତର୍ଗତ ପାରମ୍ପରିକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା ପରିଯୋଜନା ଅନ୍ତର୍ଗତ ପାରମ୍ପରିକ ନୃତ୍ୟ ପ୍ରତିଯୋଗିତା ସେକ୍ଟର-୪ ସ୍ଥିତ ରାଉରକେଲା ମହାବିଦ୍ୟାଳୟ ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର ସୁଜାତା
Read More...

ସମ୍ବଲପୁରର ମାଲଗୁଣ୍ଡରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

ସମ୍ବଲପୁର : ସମ୍ବଲପୁରର ମାଲଗୁଣ୍ଡରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଅମୃତ କାଳର ଚାରିଟି ଅମୃତ ସ୍ତମ୍ଭ ଅର୍ଥାତ୍ ଭାରତର ନାରୀ ଶକ୍ତି, ଯୁବ ଶକ୍ତି, କୃଷି ଶକ୍ତି ଏବଂ ଆମର ଗରିବ ଓ
Read More...