Daily Archives

୫୬ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ପଲ୍ଲିଶ୍ରୀ ଷ୍ଟଡିୟମଠାରେ ଆଜି ୫୬ତମ ସର୍ବଭାରତୀୟ ଇଂଜିନିୟରସ୍‌ କପ୍‌ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଜିଲ୍ଲାପାଳ ଚଂଚଳ ରାଣାଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଖେଳ ସାଇଟ୍‌ ସଦାଇପାଲି ଓ ରକ୍‌ ଡାଇମଣ୍ଡ
Read More...

ଟିଟିଲାଗଡ଼ ବ୍ରାହ୍ମଣ ସମାଜର ନୂତନ କର୍ମକର୍ତ୍ତା ନିର୍ବାଚନ : ସୁବୋଧ ଦାଶ ସଭାପତି ଓ ସତ୍ୟବ୍ରତ ପଣ୍ଡା ସମ୍ପାଦକ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଜି ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିରଠାରେ ଟିଟିଲାଗଡ଼ ବ୍ରାହ୍ମଣ ସମାଜର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ନିର୍ବାଚନରେ ଆଇନଜୀବୀ ସୁବୋଧ ଦାଶ ସଭାପତି, ରାମନାରାୟଣ ମିଶ୍ର ଉପସଭାପତି, ଆଇନଜୀବୀ ତଥା ସାମ୍ବାଦିକ ସତ୍ୟବ୍ରତ
Read More...

ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରଠାରେ କନ୍ୟା ଶିବିର ଆୟୋଜିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାଠାରେ କନ୍ୟା ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ ସଂକୁଳ ପ୍ରମୁଖ କମଳ ଲୋଚନ ତ୍ରିପାଠୀ ଉଦ୍‌ଘାଟନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶିବ ପ୍ରସାଦ ବାରିକ ଉଦ୍ଦେଶ୍ୟ କଥନ କରିଥିଲେ । ଏହି ଶିବିରରେ
Read More...

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ରାଜ୍ୟ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ସରକାରୀ ଟାଉନ ବାଳିକା ବିଦ୍ୟାଳୟଠାରେ ଓଡ଼ିଶା ରାଜ୍ୟ ଶିଶୁ ପରିସଦ ଭୁବନେଶ୍ୱର ତରଫରୁ ଆୟୋଜିତ ରାଜ୍ୟ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଜିଲ୍ଲାର
Read More...

ବିବାହ ପ‌ରେ ବର-ବଧୂ ଘରକୁ ଫେରୁଥିବା ବେଳେ ଟ୍ରକ ଧକ୍କା ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲ୍ଲାରେ ଆଜି ସକାଳେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି । କାରକୁ ଟ୍ରକ ଧକ୍କା ଦେବା ଫଳରେ ଘଟିଥିବା ଦୁର୍ଘଟଣାରେ ବର ଓ ବଧୂଙ୍କ ସମେତ ୫ଜଣଙ୍କ ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ବଲୌଦାରେ ବସବାସ କରୁଥିବା ଶୁଭମ ସୋନି ଓ
Read More...

ଟ୍ରେନ୍‌ ଧକ୍କାରେ ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର : ଗୁଡି ଉଡାଇଥିବା ବେଳେ ଅଘଟଣ । ଟ୍ରେନ୍‌ ଧକ୍କାରେ ଚାଲିଗଲା ନାବାଳକର ଜୀବନ । ମୃତକ ଭୁବନେଶ୍ୱର ଶହୀଦନଗର ଶାନ୍ତିପାଲ୍ଲୀ ବସ୍ତିର ତପନ ସାହୁଙ୍କ ୧୪ ବର୍ଷୀୟ ପୁଅ ସୂର୍ଯ୍ୟକାନ୍ତ ପାତ୍ର । ଖବର ଅନୁଯାୟୀ ଶନିବାର ଅପରାହ୍ନ ସମୟରେ ଟ୍ରେନ୍‌ ଲାଇନ୍‌ କଡ଼ରେ ଗୁଡି ଉଡାଉଥିଲେ ।
Read More...

ଗଞ୍ଜେଇ ଚାଲାଣ : ଦୁଇ ଗିରଫ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଦୁଇଜଣଙ୍କୁ ଗିରଫ କରିଛି ଲୋଇସିଂହା ଅବକାରୀ ବିଭାଗ । ଗିରଫ ବ୍ୟକ୍ତିମାନେ ହେଲେ ବଲାଙ୍ଗିର ଟାଉନ ବରପାଲି ପଡ଼ାର ପ୍ରତାପ ରାଉଳ ଏବଂ ଖଲିଆପାଲିର ଆଶିଷ ସେଠୀ । ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଲୋଇସିଂହା ଅବକାରୀ ଥାନା
Read More...

ହାତୀ ଆକ୍ରମଣରେ ନର୍ଲା ରେଞ୍ଜ ଅଧିକାରୀ ମୃତ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଉତ୍ତର ବନ ଖଣ୍ଡ ଅଧିନସ୍ଥ ନର୍ଲା ରେଞ୍ଜ ଅଧିକାରୀ ହାତୀ ଆକ୍ରମଣରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ପ୍ରାପ୍ତ ସୂଚନା ମତେ ଆଜି ସକାଳୁ ରେଞ୍ଜ ଅଧିକାରୀ ପ୍ରଶାନ୍ତ ପାଳ ନିଜ ରେଞ୍ଜ ଅନ୍ତର୍ଗତ ଆମପଡା ଜଙ୍ଗଲ ଭିତରକୁ ସଦଳେବଳେ ଯାଇଥିବା
Read More...

ମାସିକ ରଚନା ସନ୍ଧ୍ୟା : ସଂସ୍କୃତି ପରମ୍ପରା ଓ ଆଧୁନିକତା ମଧ୍ୟରେ ସମନ୍ୱୟ ଜରୁରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଣିଷ ଜୀବନରେ ସଂସ୍କୃତି, ପରମ୍ପରା ଓ ଆଧୁନିକତା ସର୍ବଦା ଗତିଶୀଳ ଓ ପରସ୍ପର ଦ୍ୱାରା ପ୍ରଭାବିତ । ଆଧୁନିକତାର ସ୍ପର୍ଶରେ ଯୁଗ ଯୁଗ ଧରି ପ୍ରତିଷ୍ଠିତ ସାମାଜିକ ଓ ସାଂସ୍କୃତିକ ବିଭବକୁ ଭୁଲିଯିବା ମଣିଷ ସଭ୍ୟତା ପାଇଁ ମଙ୍ଗଳକର ନୁହେଁ । ଏଥିପାଇଁ ସଭିଏଁ ନିଜ
Read More...

ରାୟଗଡ଼ାରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

ଭୁବନେଶ୍ୱର : ରାୟଗଡ଼ାରୁ ଜବତ ହୋଇଛି ଜୀବନ୍ତ ବଜ୍ରକାପ୍ତା । କ୍ରାଇମ୍‌ ବ୍ରାଞ୍ଚର ସ୍ପେଶାଲ ଟାସ୍କ୍‌ ଫୋର୍ସ (ଏସ୍‌ଟିଏଫ୍‌) ରାୟଗଡ଼ା ପଦ୍ମପୁର ଥାନା ଅଖୁସିଙ୍ଗି ଛକାର ଚଢ଼ଉ କରି ୨ ଜଙ୍ଗଏ ତସ୍କରଙ୍କୁ ଗିରଫ୍‌ କରିବା ସହ ଏକ ଜୀବନ୍ତ ବଜ୍ରକାପ୍ତା ଜବତ କରିଛି । ଗିରଫ ୨ ତସ୍କର ହେଲେ
Read More...