Daily Archives

ଦୁଇ ମାସ ହେଲା ହୋଇନି ଡ୍ରେନ ସଫା : ଅଳିଆ ଆବର୍ଜନାକୁ ନିଜେ ସଫା କରୁଛନ୍ତି ଲୋକେ

ସ୍ୱଚ୍ଛତା ଅଭିଯାନର ସତ୍ୟତା ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନମ୍ୱର୍ ୧୪ର ଟାଙ୍ଗରପଡ଼ା ତଳ ପଟେ ରହୁଥିବା ବାସିନ୍ଦାଙ୍କ ଦୁଃଖ କହିଲେ ନ ସରେ । ଏଠାରେ ରହୁଥିବା ଲୋକଙ୍କ ଘରକୁ ଯିବା ରାସ୍ତା ଅତି ସଙ୍କୁଚିତ ହୋଇଥିବା ବେଳେ ରାସ୍ତା କଡ଼ରେ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ “ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା” ଷଷ୍ଠ ଦିବସରେ କ୍ରୀଡା…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡଃ ଶୋଭେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କର କ୍ରୀଡା ଓ ଯୁବ
Read More...

ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ନୂଆଁ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ସ୍ଥିତ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି ଯୁବ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଅର୍ନ୍ତଗତ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ବିକଶିତ ଓଡ଼ିଶା ଗଠନ ନେଇ ରାଜ୍ୟ
Read More...

ଲୋଇସିଂହା ବ୍ଲକରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ

ଲୋଇସିଂହା, (ବିମଳେନ୍ଦୁ ସାହୁ) : କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ସଫଳତା ତଥା ଉପଲବ୍ଧିକୁ ପାଥେୟ କରି ଶହୀଦ ବିର୍ସା ମୁଣ୍ଡା ଜୟନ୍ତିରୁ ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଆଜିଠାରୁ ଲୋଇସିଂହା ବ୍ଲକରେ ଶୁଭାରମ୍ଭ ହୋଇଛି । ଲୋଇସିଂହା ସରପଞ୍ଚ ନବକିଶୋର ନାଏକଙ୍କ
Read More...

ରାଜ୍ୟର ବିଭିନ୍ନ ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ବିପୁଳ ଜନସମର୍ଥନ

ଭୁବନେଶ୍ୱର, (ପିଆଇବି) : ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ବିପୁଳ ଜନଭାଗିଦାରୀ ସହ ଜାରି ରହିଛି । ବିଭିନ୍ନ ଜିଲ୍ଲାର ଗ୍ରାମାଞ୍ଚଳ ପଞ୍ଚାୟତରେ ସଂକଳ୍ପ ଯାତ୍ରାକୁ ବିପୁଳ ଜନସ ମର୍ଥନ ମିଳୁଛି । ନୂଆପଡ଼ା ଜିଲ୍ଲା ସଦର ବ୍ଲକ୍ ଡୁମେରପାଣି ପଞ୍ଚାୟତରେ ବିକଶିତ ଭାରତ
Read More...

ଏସ୍‌ବିଆଇ ଏଟିଏମ୍‌‌ରୁ ୧୫ ଲକ୍ଷ ଲୁଟ୍‌‌

ଭୁବନେଶ୍ୱର : ଏସ୍‌ବିଆଇ ଏଟିଏମ୍‌‌ରୁ ୧୫ ଲକ୍ଷ ଲୁଟ୍‌‌ । ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟରେ ଥିବା ଏସ୍‌ବିଆଇ ଏଟିଏମରୁ ଲୁଟ ହୋଇଥିବା ଖବର ମିଳଛି । ଦୁର୍ବୃତ୍ତମାନେ ଗ୍ୟାସ୍‌‌ କଟରରେ କାଟି ଲିଙ୍ଗରାଜ ମନ୍ଦିର ନିକଟ ହାଟସାହିରେ ଥିବା ଏଟିଏମ୍‌‌ରୁ ପ୍ରାୟ ୧୫ ଲକ୍ଷ ଲୁଟି ନେଇଛନ୍ତି ।
Read More...

ସର୍‌ଲା ଟଙ୍କା ଗନା : ଇ’ଘଡ଼ି ତନାଘନା ଜେରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଏଜ୍‌ ମଦ୍‌ଭାଟି ମେନେଜର୍‌ ମାନ୍‌କୁ ଚାଲିଛେ ତନାଘନା ଜୋର୍‌ଦାର୍‌ ଜେରା । କେନୁଁ ଆଏଲା ଏତ୍‌କି ଟଙ୍କା, କାଏଁଥିର୍‌ ଲାଗି ରଖା ହେଇଥିଲା, କେଭ୍‌ନୁଁ ଟିକସ୍‌ ଫଙ୍କା ଚାଲିଛେ… ଇ’ସବୁ ଦିଗେ ଛାନ୍‌ଭିନ୍‌ ଚଲେଇଛେ ଆଇଟି ବିଭାଗ । ଆର୍‌ଗୁଟେ ଆଡେ଼ ଗନା
Read More...

ନରୋତ୍ତମ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଅଲଣ୍ଡା ଚାମ୍ପିଆନ୍‌

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ଗାଁରେ ମହାବୀର କ୍ରିକେଟ କ୍ଲବ ପକ୍ଷରୁ ଚାଲିଥିବା ନରୋତ୍ତମ ସ୍ମାରକି କ୍ରିକେଟ ଟୁର୍ଣ୍ଟାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଦଳ ଭାଗ ନେଇଥିବା ବେଳେ ଅଲଣ୍ଡା ଓ
Read More...

ଆନ୍ତର୍ଜାତୀୟ ପର୍ବତ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡିସେମ୍ବର ୧୧ ଆନ୍ତର୍ଜାତୀୟ ପର୍ବତ ଦିବସ । ମଳିତ ଜାତିସଂଘ ସାଧାରଣ ସଭା ଦ୍ୱାରା ପ୍ରତିଷ୍ଠିତ 'ଆନ୍ତର୍ଜାତୀୟ ପର୍ବତ ଦିବସ' ହେଉଛି ଏକ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ । ଆମ ଜୀବନରେ ପର୍ବତଗୁଡିକର ମହତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା ପର୍ବତର
Read More...

ଜମି ବିବାଦକୁ ନେଇ ଜଣେ ମୃତ

ବରୀ : ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ବାଲିବିଲ ପଞ୍ଚାୟତ ବାଲିବିଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁସାରେ, ବନୋଜ କବି(୬୨) ଓ ତାଙ୍କ ସାନ ଭାଇ ସନାତନ କବି(୫୭)ଙ୍କ ମଧ୍ୟରେ ଜମିଜମା ଘଟଣାକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିଲା । ଆଜି ସକାଳେ
Read More...