Daily Archives

ଆସନ୍ତାକାଲି ଶପଥ ନେବେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଡକ୍ଟର ମୋହନ ଯାଦବ ଆସନ୍ତାକାଲି ଶପଥ ଗ୍ରହଣ କରିବେ । ଗତକାଲି ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଶ୍ରୀ ଯାଦବ ରାଜଭବନ ଯାଇ ରାଜ୍ୟପାଳ ମଙ୍ଗୁଭାଇ ପଟେଲଙ୍କୁ ସାକ୍ଷାତ କରି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ ।
Read More...

ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ରାଜେଶ ଶୁକ୍ଳା ଓ ଜଗଦୀଶ ଦେଓଡ଼ା ହେବେ ଉପମୁଖ୍ୟମନ୍ତ୍ରୀ ଭୋପାଳ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ନାଁକୁ ନେଇ ଚାଲିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ମୋହନ ଯାଦବ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ
Read More...

ଚିଲିକା କୂଳରୁ ନୂତନ ପ୍ରଜାତିର ଆମ୍ଫିପୋଡ୍ ଜୀବ ଚିହ୍ନଟ

ଗୋପାଳପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ଚିଲିକା ଉପକୂଳରେ ନୂତନ ପ୍ରଜାତିର ସାମୁଦ୍ରିକ ଜୀବ ଆମ୍ଫିପୋଡ୍ଆ ଚିହ୍ନଟ ହୋଇଛି । ବିଭାଗର ସହକାରୀ ପ୍ରଫେସର ଶେଷଦେବ ପାତ୍ରଙ୍କ ତତ୍ଵାବଧାନରେ ବିଭାଗର ଗବେଷିକା ଗୀତାଞ୍ଜଳି ଭୋଇ ଏବଂ ଲିପିକା ତରଫଦାର ଚିଲିକା
Read More...

ନେଟଓ୍ୱର୍କ ପାଇଁ ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଲାଞ୍ଜିଗଡ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ମୂଷାନାଳ ଠାରେ ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଅସୁବିଧା । ଏ ନେଇ ସୋମବାର ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କୁ ତାଲା ପକାଇ ରଖିଥିଲେ ଗ୍ରାମବାସୀ । ସୂଚନାନୁସାରେ ଡିଜିଟାଲ୍ ଇଣ୍ଡିଆର ଆଧୁନିକ ଯୁଗରେ ଭାରତ ସରକାର ଦେଶର ସମସ୍ତ
Read More...

୧୭ଟି ବିରଳ ତେଲିଆ ବୋରେଇ ମାଛ ୧୭ ଲକ୍ଷ ଟଙ୍କାରେ ବିକ୍ରି

ପାରାଦ୍ୱୀପ : ପାରାଦ୍ୱୀପ ସମୁଦ୍ରରୁ ଧରାପଡ଼ିଥିବା ୧୭ଟି ବିରଳ ତେଲିଆ ବୋରେଇ ମାଛ ୧୭ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି ଓ କଲିକତାର ଜଣେ ମାଛ ବ୍ୟବସାୟୀ ଏହି ମାଛକୁ ୧୭ ଲକ୍ଷ ଟଙ୍କାରେ ନିଲାମ ଧରିଛନ୍ତି । ମାଛଗୁଡିକୁ ବରଫ ଦିଆଯାଇ ରଖାଯାଇଛି । ଖୁବଶୀଘ୍ର ଏହା କଲିକତା ପଠାଯିବ ବୋଲି
Read More...

ଚାଷଜମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଆଠଗଡ଼ : ଆଠଗଡ଼ ସହରର ଅଶୋକନଗର ଓ ମୈତ୍ରୀ ବିହାରର ମଧ୍ୟବର୍ତ୍ତୀ ଏକ ଚାଷଜମିରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାସ୍ଥଳରେ ପ୍ରାଥମିକ ତଦନ୍ତ କରିବା ସହ ମୃତଦେହକୁ ଆଠଗଡ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ ।
Read More...

ଥରାଉଛି ଶୀତ

ଭୁବନେଶ୍ୱର : ରାଜ୍ୟରେ ହଠାତ୍‌ ଖସିଲା ତାପମାତ୍ରା । ଅନେକ ସ୍ଥାନରେ ରାତିରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଯାଇଛି । କେନ୍ଦୁଝରରେ ସୋମବାର ଦିନ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଥିଲା । ଜିଲ୍ଲାରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ୧୫ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୬
Read More...

ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର୍‌ : ୨ ମୃତ

ଭଦ୍ରକ : ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ରାଣୀତାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, କିଛି ଜଣ ଯାତ୍ରୀ
Read More...

ରେଙ୍ଗାଲିରେ ରାବଣ ଦରବାର ଉଦ୍‌ଘାଟିତ : ଦ୍ୱିତୀୟ ଦିନରେ ସୀତା ସ୍ୱୟଂମ୍ବର ନାଟକ ମଞ୍ଚସ୍ଥ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା, ବ୍ଲକ ରେଙ୍ଗାଲିଠାରେ ଜୟ ଲକ୍ଷ୍ମୀ କ୍ଳବ ଆନୁକୂଲ୍ୟରେ ୨ ବର୍ଷ ଉପଲକ୍ଷେ ରାବଣ ଦରବାର ଆୟୋଜିତ ହୋଇଯାଇଛି । ଏହି ଦରବାରରେ ନାଟକ ସୀତା ସ୍ୱୟଂମ୍ବର ମଞ୍ଚସ୍ଥ ହୋଇଥିଲା । ଏହି ଉତ୍ସବରେ ସଇଁତଲା, ବ୍ଲକ ସାମ୍ବାଦିକ ପ୍ରମୋଦ କୁମାର
Read More...