Daily Archives

ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ବାଲ୍ୟ ବିବାହ, କନ୍ୟା ସନ୍ତାନଙ୍କୁ ଶିକ୍ଷା, ସଚେତନତା ଓ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : "ନୂଆଁ-ଓ" ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଅଷ୍ଟମ ଦିନରେ ଆଜି ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ମୁରିବାହାଲରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ବଲାଙ୍ଗିର ଜିଲ୍ଲା ପରିଷଦ
Read More...

ଆସନ୍ତାକାଲିଠାରୁ ଆରମ୍ଭ ହେବ ପଦ୍ମପୁର ଲୋକ ମହୋତ୍ସବର ତିନି ଦିନିଆ ସାଂସ୍କୃତିକ ପର୍ବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଡିସେମ୍ବର ୧୦ ରୁ ୨୫ ତାରିଖ ପର୍ୟ୍ୟନ୍ତ ଚାଲିଥିବା ଲୋକ ମହୋତ୍ସବରର ତିନି ଦିନିଆ ସାଂସ୍କୃତିକ ପର୍ବ ଆସନ୍ତା ୧୪ ଗୁରୁବାର ମଧ୍ୟାହ୍ନ ୨ ଘଣ୍ଟାରୁ ଶୁଭାରମ୍ଭ ହେବା ପାଇଁ ଘୋଷଣା ହୋଇଛି ‌। ୧୪ ତାରିଖ ମଧ୍ୟହ୍ନ ୨ ଘଣ୍ଟା ସମୟରେ ସ୍ଥାନୀୟ ଅଶୋକ ପଡିଆ
Read More...

ବାଲ୍ ବୈଜ୍ଞାନିକଙ୍କ ଅପେକ୍ଷାରେ ଅନ୍ୱେଷା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଆଦିବାସୀ କଲ୍ୟାଣ ବିଭାଗର ଖେଳ ପଡିଆ ଅନ୍ୱେଷା ସଂପୂର୍ଣ୍ଣ ରୂପେ ପ୍ରସ୍ତୁତ ହୋଇ ଅପେକ୍ଷା କରିଛି ବାଲ୍ ବୈଜ୍ଞାନିକମାନଙ୍କୁ । ଆସନ୍ତାକାଲିଠାରୁ ତିନି ଦିନ ଧରି ଏହି ପ୍ରଦର୍ଶନୀ ଚାଲିବ । ବରଗଡ଼ ଜିଲ୍ଲା
Read More...

୨ ଦଫା ଦାବୀ ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କଳାବ୍ୟାଚ ପରିଧାନ କରି ଆନ୍ଦୋଳନରେ ମୁରିବାହାଲ ଅଗ୍ନିଶମ ସେବା…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଦମକଳ କେନ୍ଦ୍ରରେ ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା କର୍ମଚାରୀମାନେ ନିଜର ୨ଦଫା ଦାବୀ ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କଳାବ୍ୟାଚ ପରିଧାନ କରି ଆନ୍ଦୋଳନ ଜାରି ରଖିଥିବା ଜଣାପଡିଛି । କର୍ମଚାରୀମାନେ ନିଜର ଏହି ଦୁଇ
Read More...

ବିଭିନ୍ନ ସମସ୍ୟା ନେଇ ବ୍ଲକ କାର୍ଯ୍ୟାଳୟ ଘେରିଲେ ନାରାୟଣ କଲୋନୀ ବାସିନ୍ଦା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନାରାୟଣ କଲୋନୀ ବାସିନ୍ଦା ବୁଧବାର ଦିନ ବିଭିନ୍ନ ସମସ୍ୟା ନେଇ ପୁଇଁତଲା ବ୍ଲକ କାର୍ଯ୍ୟାଳୟ ଘେରାଉ କରିଛନ୍ତି । କଲୋନୀ ବାସିନ୍ଦା ବିଭିନ୍ନ ନାରା ଦେଇ ବ୍ଲକ କାର୍ଯ୍ୟାଳୟକୁ ତାଲା ଦେବା ସହ ସେଠାରେ ଧାରଣା ଦେଇଥିଲେ । ପରେ ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ
Read More...

ଧାନଶସ୍ୟ କାଟ ପରୀକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବରପାଲି ଏବଂ ସୋହେଲା ବ୍ଲକ ଅନ୍ତର୍ଗତ ଝୁଲପିଆପାଲି, ଖେମେଶରା, ହଳଦୀପାଲି ଏବଂ ସତଲମା ଗ୍ରାମରେ କୋର୍‌ କାର୍ବନ୍‌ ଏକ୍ସ ସୋଲୁସନ୍‌ ପ୍ରାଇଭେଟ ଲିମିଟେଡ଼ ଓ ମହାଶକ୍ତି ଫାଉଣ୍ଡେସନ୍‌ର ମିଳିତ ଆନୁକୂଲ୍ୟରେ ଧାନଶସ୍ୟ କାଟ ପରୀକ୍ଷଣ
Read More...

ମାଣ୍ଡୋସିଲଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମାଣ୍ଡୋସିଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାଣ୍ଡୋସିଲଠାରେ ଅଧ୍ୟକ୍ଷ ନାରାୟଣ ନାଏକଙ୍କ ତତ୍ୱାବଧାନରେ ଓଡ଼ିଶା ସରକାରଙ୍କ ଦ୍ଵାରା ପରିଚାଳିତ ନୂଆ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା ସମାଜ ସେବା କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ
Read More...

ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମର ପଂଚମ ଦିବସ ତଥା ସାମାଜିକ କାର୍ଯ୍ୟକ୍ରମର…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମର ପଂଚମ ଦିବସ ତଥା ସାମାଜିକ କାର୍ଯ୍ୟକ୍ରମର ଦ୍ୱିତୀୟ ଦିବସରେ ଅନୁଷ୍ଠାନର ଅଧ୍ୟକ୍ଷ ଶିବ ଶଙ୍କର ଉଦ୍‌ଗାତାଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ
Read More...

ତୁରେକେଲା ଆର୍‌ଜିପିଏସ୍‌ ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ସଦର ମହକୁମାସ୍ଥିତ ରାଜୀବ ଗାନ୍ଧୀ ପଂଚାୟତ ସମିତି ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ବୁଧବାର ଦିନ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଗତ ନଭେମ୍ବର ମାସ ୨୯ ତାରିଖରୁ ଡିସେମ୍ବର ୧୩ ଯାଏ
Read More...

ଶିବତଲାରେ ନୂଆ-ଓ ‘ଯୁବ ଓଡ଼ିଶା-ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଛାତ୍ରଛାତ୍ରୀମାନେ ରାଷ୍ଟ୍ରଗଠନରେ ସହାୟକ ହୁଅ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶିକ୍ଷା ସହ କ୍ରୀଡ଼ା, ସାମାଜିକ, ସାଂସ୍କୃତିକ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ । ଏଥିପାଇଁ ସବୁସ୍ତରରୁ ସରକାର ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି । ତେଣୁ
Read More...