Daily Archives

ଖଲିଆଭଟା ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ

ଜୟପାଟଣା, (ଶେଷ ଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଖଲିଆଭଟା (ଏସ୍‌ଏସ୍‌ଡି) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଆମ ଓଡ଼ିଶା ନବୀନ ଓଡ଼ିଶା ଆନୁକୁଲ୍ୟରେ ସମନ୍ୱିତ ଯୁବ ବିକାଶ ଯୋଜନା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରୀଡା,
Read More...

ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ମାଣ୍ଡୋସିଲଠାରେ ଅଧ୍ୟକ୍ଷ ନାରାୟଣ ନାଏକଙ୍କ ତତ୍ୱାବଧାନରେ ଓଡ଼ିଶା ସରକାରଙ୍କ ଦ୍ଵାରା ପରିଚାଳିତ ନୂଆ ଓ କାର୍ଯ୍ୟକ୍ରମର ଯୁବା ଓଡ଼ିଶା, ନବୀନ ଓଡ଼ିଶା ସମାଜ ସେବା କାର୍ଯ୍ୟକ୍ରମରେ
Read More...

ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁଶଙ୍ଗରେ ‘ଯୁବ ଓଡ଼ିଶା ନବୀନ ଓଡ଼ିଶା’ର ଉଦ୍‌ଯାପନୀ ସମାରୋହ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ କୁଶଙ୍ଗ ସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ 'ଯୁବ ଓଡ଼ିଶା ନବୀନ ଓଡ଼ିଶା' (ନୂଆଁ-ଓ) କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଗତ ୧୨ଦିନ ଧରି ଏଠାରେ କ୍ରୀଡା, ସାଂସ୍କୃତିକ ଓ ସମାଜସେବା ସମ୍ପର୍କିତ ପ୍ରତିଯୋଗିତା ଗୁଡ଼ିକ
Read More...

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟାଳୟ ସ୍ଥିତ କୋଶଳ କଳା ମଣ୍ଡଳ ପଡିଆରେ ଆରମ୍ଭ ହୋଇଛି ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା । ଏଥିରେ କୃଷି ଓ କୃଷକର ବିକାଶ ସହ କମ ସମୟରେ ଅଧିକ ଅମଳ ନିମନ୍ତେ ଅତ୍ୟାଧୁନିକ ଜ୍ଞାନକୌଶଳ ଶୈଳୀରେ ତିଆରି ହୋଇଥିବା ଏବଂ
Read More...

ବୋରାସମ୍ବର ମେହେର ଯୁବାମଞ୍ଚ ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମେହେରପଡ଼ାସ୍ଥିତ ଭୁଲିଆ ସମାଜ ଧର୍ମଶାଳାଠାରେ ବୋଡ଼ାସମ୍ବର ମେହେର (ଭୁଲିଆ) ସମାଜର ମହାମାନ୍ୟ ସଭାପତି ରୋହିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ସଭାରେ ବୋଡ଼ାସମ୍ବର ମେହେର (ଭୁଲିଆ) ଯୁବାମଞ୍ଚ ଗଠନ କରାଯାଇଛି । ମେହେର ସମାଜର ୧୮ ରୁ
Read More...

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତା ତାଲିମ

ଦେଓଗାଁ, (କେପିଏନ୍‌ଏସ୍‌) : ଅଦ୍ୟ ତାରିଖରେ ଦେଓଗାଁ କଚ୍ଛାରପାଲି ଉଚ୍ଚ ପ୍ରାଥମିକ ସ୍କୁଲଠାରେ ଜିଲ୍ଲା ଶିକ୍ଷା ଓ ଶିକ୍ଷକ ତାଲିମ କେନ୍ଦ୍ରର ପ୍ରତ୍ୟକ୍ଷ ତତ୍ୱାବଧାନରେ ୨୮ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଦକ୍ଷତା ବିକାଶ ଓ ସ୍ୱଳ୍ପ ଖର୍ଚ୍ଚରେ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ ପାଇଁ ତାଲିମ ଶିବିର
Read More...

ଯାଦବ ସଚେତନତା ରଥ ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ଗ୍ରାମ ପଞ୍ଚାୟତର କୁର୍ଲୁପାଲିସ୍ଥିତ ମା ସମଲେଶ୍ୱରୀଙ୍କ ପିଠଠାରେ ପୁଇଁନ୍ତଲା ବ୍ଲକ ଯାଦବ ମହାସଭା ଆୟୋଜନରେ ଯାଦବ ସଚେତନତା ରଥ ଶୁଭାରମ୍ଭ ହୋଇଯାଇଛି । ଏହିରଥ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ୨୫
Read More...

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୩ ଡିସେମ୍ବର ୧୪ରୁ ୧୮ ତାରିଖ ପର୍ଯ୍ୟନ୍ତ କୋଶଲ କଳା ମଣ୍ଡଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏଥରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା
Read More...

ବିଲେଇସର୍ଡା ହାଇସ୍କୁଲରେ ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ୱାଧୀନ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ପଙ୍କଜ
Read More...

୫୬ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା : ହୁଗୁଲି ମାଣିକ ଫୁଟବଲ କୋଚିଂ, ପଶ୍ଚିମବଙ୍ଗ ସେମିଫାଇନାଲରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ରାମଜୀ ଯୁବକ ସଂଘ ତରଫରୁ ପଲ୍ଲିଶ୍ରୀ ଷ୍ଟାଡିୟମଠାରେ ଚାଲିଥିବା ସର୍ବଭାରତୀୟ ଇଂଜିନିୟରସ୍‌ କପ୍‌ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ୫ମ ଦିବସର ଖେଳ ହୁଗୁଲି ମାଣିକ ଫୁଟବଲ କୋଚିଂ (ପଶ୍ଚିମବଙ୍ଗ) ବନାମ ବୁରାନ୍‌ପୁର (ମଧ୍ୟପ୍ରଦେଶ) ମଧ୍ୟରେ
Read More...