Daily Archives

ମୁରିବାହାଲ ବ୍ଲକ ସଭାଗୃହରେ ‘ନିଧି” ଅନୁଷ୍ଠାନ ପକ୍ଷରୁ ବ୍ଲକସ୍ତରୀୟ ମିଳିତ ବିକାଶ ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସମ୍ମିଳନୀ କକ୍ଷରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ନିଧି” ପକ୍ଷରୁ ଏକ ତ୍ରିପାକ୍ଷୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଂଚାୟତ ସମିତି ଅଧ୍ୟକ୍ଷ ହରିବନ୍ଧୁ ମେହେର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣାନନ୍ଦ
Read More...

ମୁରିବାହାଲ ଡିଗ୍ରୀ କଲେଜରେ ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଆଜି ଶୁକ୍ରବାର ଦୀର୍ଘ ୧୫ଦିନ ଧରି ଅନୁଷ୍ଠିତ ହେଉଥିବା ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି ।ମହାବିଦ୍ୟାଳୟ
Read More...

ଦ୍ବିତୀୟ ଦିନରେ କୋଶଳ କଳା ମଣ୍ଡଳ ପଡିଆରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : କୋଶଳ କଳା ମଣ୍ଡଳ ପଡିଆରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳାରେ ଆଜି ଦ୍ବିତୀୟ ଦିନରେ ବଲାଙ୍ଗିର, ଗୁଡଭେଲା ଓ ଲୋଇସିଂହାର ଚାଷୀମାନଙ୍କୁ ନେଇ କୃଷି ସଂପର୍କୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କୃଷି ଓ କୃଷକର ବିକାଶ ସହ କମ ସମୟରେ ଅଧିକ ଅମଳ
Read More...

ଜିଲ୍ଲାସ୍ତରୀୟ ନିଯୁକ୍ତିମେଳାରେ କଳାହାଣ୍ଡି ଦିବ୍ୟାଙ୍ଗ ମଞ୍ଚର ଯୋଗଦାନ

କଳାହାଣ୍ଡି, (ପି.କେ ସାହୁ) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଡିଆଇଇଟି ସ୍କୁଲ ପରିସରରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ନିଯୁକ୍ତିମେଳାରେ ମୋଟ ୨୮ଟି ନିଯୁକ୍ତି ଦାତା ଅଂଶ ଗ୍ରହଣ କରିଥିଲେ । ଏହି ନିଯୁକ୍ତିମେଳାର କଳାହାଣ୍ଡି ଦିବ୍ୟାଙ୍ଗ ମଞ୍ଚର ଉଦ୍ୟମରେ ୯୬ ଜଣ ଦିବ୍ୟାଙ୍ଗ ଯୁବକ,
Read More...

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଉଦ୍‌ଘାଟିତ

କଳାହାଣ୍ଡି, (ପି.କେ ସାହୁ) : କଳାହାଣ୍ଡି ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ସ୍ଥାନୀୟ ପୋଲିସ ହାଇସ୍କୁଲ ପରିସରରେ ଆୟୋଜିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ମାର୍ଗଦର୍ଶନରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ
Read More...

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ବାର୍ଷିକ ନିଯୁକ୍ତି ମେଳା

କଳାହାଣ୍ଡି, (ପି.କେ ସାହୁ) : ଆଜି ଭବାନୀପାଟଣା ସ୍ଥିତ ଡିଆଇଇଟି ସ୍କୁଲ ପଡିଆରେ ଜିଲ୍ଲା ପ୍ରଶାସନ ଓ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ଜାମଗାଁ କଲେଜରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ସପ୍ତମ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସପ୍ତମ ଦିବସରେ ତଥା ସାଂସ୍କୃତିକ କାର୍ଯ୍ୟକ୍ରମର ଦ୍ୱିତୀୟ ଦିବସରେ ବିଦ୍ୟାଳୟର ଅଧ୍ୟକ୍ଷ ଶିବ ଶଙ୍କର ଉଦ୍‌ଗାତାଙ୍କ ସଭାପତିତ୍ୱରେ
Read More...

ଗାନ୍ଧୀ ଷ୍ଟାଡିୟମରେ ଆରମ୍ଭ ହେଲା କୁଚ୍‌ ବେହାର ଟ୍ରଫି ଅଣ୍ଡର-୧୯ କ୍ରିକେଟ

ଓଡିଶା ବନାମ ଛତିଶଗଡବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମରେ ଓଡିଶା କ୍ରିକେଟ ଆସୋସିଏସନ୍‌ ଓ ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଓଡିଶା ବନାମ ଛତିଶଗଡ କୁଚ୍‌ ବେହାର ଟ୍ରଫି କ୍ରିକେଟ ଉଦ୍‌ଘାଟିତ ହୋଇଯାଇଛି । ଆଜି ଟସ୍‌ ଜିଣି ପ୍ରଥମେ ଛତିଶଗଡ ଦଳ ବ୍ୟାଟିଂ
Read More...

ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଉଦ୍‌ଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ସ୍ଥାନୀୟ ପୋଲିସ ହାଇସ୍କୁଲ ପରିସରରେ ଆୟୋଜିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ମାର୍ଗଦର୍ଶନରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ଅତିରିକ୍ତ ଜିଲ୍ଲା
Read More...

ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅବସରରେ ଫେସନ୍ ସୋ

ସୁବର୍ଣ୍ଣପୁରକୁ ବିଦେଶାଗତ ପକ୍ଷୀଙ୍କ ଉପରେ ଆଲୋଚନା ଚକ୍ରମାଠିଆ ଭଂଗା ପ୍ରତିଯୋଗିତା ସମାରୋହଧର୍ମଶାଳା, (କେପିଏନ୍‌ଏସ୍‌) : ଧର୍ମଶାଳା ଯୁକ୍ତଦୁଇ ମହାବିଦ୍ୟାଳୟ, ଧର୍ମଶାଳା, ସୁବର୍ଣ୍ଣପୁରରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ଓ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ପ୍ରଯୋଜନାରେ
Read More...