Daily Archives

ଗାନ୍ଧୀ ଷ୍ଟାଡିୟମରେ ଆରମ୍ଭ ହେଲା କୁଚ୍ ବେହାର ଟ୍ରଫି ଅଣ୍ଡର-୧୯ କ୍ରିକେଟ

ଓଡିଶା ବନାମ ଛତିଶଗଡ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମରେ ଓଡିଶା କ୍ରିକେଟ୍‌ ଆସୋସିଏସନ୍ ଓ ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଓଡିଶା ବନାମ ଛତିଶଗଡ କୁଚ୍‌ ବେହାର ଟ୍ରଫି କ୍ରିକେଟ ଉଦ୍‌ଘାଟିତ ହୋଇଯାଇଛି । ଆଜି ଟସ୍ ଜିଣି ପ୍ରଥମେ ଛତିଶଗଡ ଦଳ ବ୍ୟାଟିଂ
Read More...

ବାଲିଗୁଡା ସହରରେ ପ୍ରବଳ ଥଣ୍ଡା ସହ କୁହୁଡି ୧୦ଡିଗ୍ରୀ ତଳକୁ ଖସିଲା ପାରଦ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ସମେତ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ବର୍ଷ ଶୀତ ଏକ ପ୍ରକାର ଲୁଚକାଳି ଖେଳୁଥିବା ବେଳେ ଶୀତ ଋତୁ ଆରମ୍ଭର ଦୀର୍ଘ ଦିନ ବ୍ୟବଧାନ ପରେ ଶୁକ୍ରବାର ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ପାରଦ ୧୦ଡିଗ୍ରୀ ତଳକୁ ଖସି
Read More...

କଲ୍ୟାଣପୁର ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ
Read More...

ଜମି ଓ ବାସଗୃହ ଯୋଗାଇ ଦେବା ଦାବୀରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଲର୍କିପାଲିର ମହିଳାମାନେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜମି ଓ ବାସଗୃହ ଯୋଗାଇ ଦେବା ଦାବୀରେ ଆଜି ସକାଳେ ସ୍ଥାନୀୟ ଲର୍କିପାଲିର ମହିଳାମାନେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସେମାନଙ୍କ କହିବା ଅନୁସାରେ ଦୀର୍ଘ ଦିନରୁ ସେମାନେ ଲର୍କିପାଲିରେ ଘର କରି ରହୁଛନ୍ତି । ହେଲେ ସରକାରୀ ଜାଗା ହୋଇଥିବାରୁ କୌଣସି
Read More...

କଟକ ସହରରେ ବିକଶିତ ଭାରତ ସଂକଳ୍ପଯାତ୍ରା : ଅନୁଭୂତି ବାଣ୍ଟିଲେ ସରକାରୀ ଯୋଜନାର ହିତାଧିକାରୀ

କଟକ, (ପିଆଇବି) : କଟକ ମହାନଗର ନିଗମ ଅଞ୍ଚଳରେ ବିକଶିତ ଭାରତ ସଂକଳ୍ପଯାତ୍ରା ଜାରି ରହିଛି । ଆଜି ଖାନନଗର ଅଞ୍ଚଳରେ ସଂକଳ୍ପ ଯାତ୍ରାର ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) ବାହନ ପହଞ୍ଚିଛି । ଯାତ୍ରା ରହଣୀ ସ୍ଥଳରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇ କେନ୍ଦ୍ର ସରକାରଙ୍କ ପ୍ରମୁଖ
Read More...

ଗ୍ରାମୀଣ‌ ଡାକ ସେବକଙ୍କ ଧାରଣା ଜାରି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଖିଳ ଭାରତ ଗ୍ରାମୀଣ ଡାକ ସେବକ ସଂଘ ବଲାଙ୍ଗିର ମଣ୍ଡଳର ଆହ୍ୱନ କ୍ରମେ ଚନ୍ଦନଭାଟି ଉପ ଡାକଘର କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମୀଣ ଡାକ ସେବକମାନେ ୭ଦଫା ଦାବୀ ନେଇ ଧାରଣା ବସିଛନ୍ତି । ଗତ ଡିସେମ୍ବର ୧୨ ତାରିଖ ମଙ୍ଗଳବାର ଦିନଠାରୁ ଆନ୍ଦୋଳନ ଆରମ୍ଭ ହୋଇଥିବା
Read More...

୫୬ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା : ଫାଇନାଲରେ ରବିବାର ଦିନ କୁଚିଣ୍ଡା ଓ ସାଇଟ୍‌ ସଦାଇପାଲି ମୁକାବିଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାମଜୀ ଯୁବକ ସଂଘ ଆନୁକୁଲ୍ୟରେ ସଦାଇପାଲି ପଲ୍ଲିଶ୍ରୀ ଷ୍ଟଡିୟମଠାରେ ଆଜି ୫୬ତମ ସର୍ବଭାରତୀୟ ଇଂଜିନିୟରସ୍‌ କପ୍‌ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମି-ଫାଇନାଲ ଖେଳ କୁଚିଣ୍ଡା ବିଏଫ୍‌ସି ଓ ପଶ୍ଚିମବଙ୍ଗ ହୁଗୁଲୀ ମାଣିକ ଫୁଟବଲ କୋଚିଂ
Read More...

ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ, ବିଜ୍ଞାନମେଳା ଓ ପ୍ରକଳ୍ପ ପ୍ରତିଯୋଗିତା – ୨୦୨୩ ଦ୍ଵିତୀୟ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଦିବାସୀ କଲ୍ୟାଣ ବିଭାଗର ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଅନ୍ୱେଷା ଖେଳପଡିଆଠାରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ, ବିଜ୍ଞାନମେଳା ଓ ପ୍ରକଳ୍ପ ପ୍ରତିଯୋଗିତାର ଦ୍ଵିତୀୟ ଦିବସରେ ନିଷ୍ଠା ପରିବାର ଓ ବରଗଡ ଶିକ୍ଷାଜିଲ୍ଲାର ମିଳିତ
Read More...

ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ବ୍ଲକସ୍ତରୀୟ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଷ୍ଟାଡିୟମ୍‌ଠାରେ ସ୍ଥାନୀୟ ପଞ୍ଚାୟତ ସମିତି ଆନୁକୁଲ୍ୟରେ ନୂଆ ଓ ଯୁବ ଓଡ଼ିଶା କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଧାୟକ ଡ. ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଆଞ୍ଚଳିକ ଅନୁସନ୍ଧାନ କମିଟିର ମହାବିଦ୍ୟାଳୟ ପରିଦର୍ଶନ

କଣ୍ଟାବାଞ୍ଜି, (ଗୁରୁ ଦୟାଲ ହଂସ) : ଆଜି ସକାଳ ସମୟ ପ୍ରାୟ ୧୧ଟା ସମୟରେ ମହିଳା ସ୍ନାତକ ମହାବିଦ୍ୟାଳୟ କଣ୍ଟାବାଞ୍ଜିକୁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଆଞ୍ଚଳିକ ଅନୁସନ୍ଧାନ କମିଟି ପରିଦର୍ଶନରେ ଆସିଥିଲେ । ଡ଼କ୍ଟର ବିଗନେଶ ପ୍ରସାଦ ମିଶ୍ର, ଅଧ୍ୟକ୍ଷ୍ୟ ମହାବିଦ୍ୟାଳୟ ଉନୟନ ପରିଷଦ
Read More...