Daily Archives

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ

କଳାହାଣ୍ଡି, (କେପିଏନ୍‌ଏସ୍‌) : ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଦୁଇ ଦିନିଆ କଳାହାଣ୍ଡିଗସ୍ତରେ ଆସିଛନ୍ତି । ଏହି ଗସ୍ତ ସମୟରେ ଶ୍ରୀ ବଂଶଲ ଭବାନୀପାଟଣାରେ ଆୟୋଜିତ ମାଓ ଗତିବିଧି ଉପରେ ସମୀକ୍ଷା କରିଥିଲେ । ଏହି ସମୟରେ ୧୦ଟି ଜିଲ୍ଲାର ମାଓ ସ୍ଥିତି ସମ୍ପର୍କରେ ଉପସ୍ଥିତ
Read More...

ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ସହରାଞ୍ଚଳରେ ଆରମ୍ଭ ହେଲା ବିକଶିତ ଭାରତ ସଂକଳ୍ପ ଯାତ୍ରା

ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଜିଠାରୁ ଆରମ୍ଭ ହୋଇଛି ବିକଶିତ ଭାରତ ସଂକଳ୍ପ ଯାତ୍ରା । ପ୍ରଥମ ଦିନରେ ବଡ଼ଗଡ଼ଠାରେ ସଂକଳ୍ପ ଯାତ୍ରା ସଚେତନତା ବାହନ ପହଞ୍ଚିଥିଲା । ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ମଞ୍ଜୁଲତା କହଁର ଯାତ୍ରାକୁ ଶୁଭାରମ୍ଭ କରିଥିଲେ ।
Read More...

ବିପଦରେ ବିଜୁ ହାଇୱେ ଯାତ୍ରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଭିନ୍ନ ସମୟରେ ପଦ୍ମପୁର - ନୂଆପଡା ବିଜୁ ହାଇୱେରେ ରାସ୍ତା ନିର୍ମାଣ ତ୍ରୁଟି ଯୋଗୁ ମର୍ମନ୍ତୁକ ଦୁର୍ଘଟଣା ଦେଖିବାକୁ ମିଳୁଛି । ବହୁ ଲୋକଙ୍କ ମୃତ୍ୟୁ ମଧ୍ୟ ହେଲାଣୀ ହେଲେ ସରକାର ଆଖି ଦୃଶିଆ ପଦକ୍ଷେପ ଆଜି ପର୍ଯ୍ୟନ୍ତ ନେଇ ଥିବା ଜଣା ପଡୁନାହିଁ ।
Read More...

ଡିସେମ୍ବର ୨୦ରୁ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଚୂଡାନ୍ତରେ ପହଞ୍ଚିଲା ପ୍ରସ୍ତୁତି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାଁ' ସାହାଜି ଯୁବକ ସଂଘର ସହଯୋଗରେ ଆସନ୍ତା ଡିସେମ୍ବର ୨୦ ତାରିଖଠାରୁ ୨୮ ତାରିଖ ପର୍ଯ୍ୟନ୍ତ
Read More...

ଓବିସି ଜନଜାଗରଣ ରଥକୁ ନୂଆପଡ଼ାରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ନୂଆପଡା, (ନିରାକାର ମେହେର) : ଓବିସି ଶ୍ରେଣୀର ଲୋକମାନଙ୍କୁ ଜନଜାଗରଣ କରିବା ପାଇଁ ରାଜ୍ୟବ୍ୟାପୀ ଭ୍ରମଣ କଲା ଓବିସି ରଥ । ମଙ୍ଗଳବାର ନୂଆପଡା ଜିଲ୍ଲାରେ ଏହି ରଥ ଭ୍ରମଣ କରିଛି । ଏହି ରଥକୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ରାଜ୍ୟ ଓବିସି ମଞ୍ଚ
Read More...

ଇଞ୍ଜେକ୍ସନ୍‌ ପାଇଁ ହଇରାଣ ହେଉଛନ୍ତି ପ୍ରସୂତି ମହିଳା

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ଗ୍ରାମପଞ୍ଚାୟତ ଅନ୍ତର୍ଗତ ମୁରିବାହାଲ ଗାଁର ପ୍ରସୂତି ମହିଳାମାନେ ଇଞ୍ଜେକସନ୍‌ ପାଇଁ ହଇରାଣ ହେଉଥିବା ଅଭିଯୋଗ ଜଣାଇଛନ୍ତି । ଏନେଇ ଗର୍ଭବତୀ ମହିଳାମାନଙ୍କ ସୁବିଧା ପାଇଁ ସରକାର ଜନନୀ ସୁରକ୍ଷା ଯୋଜନା
Read More...

ଚୁଡାପାଲି ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ

ଚୁଡାପାଲି, (କେପିଏନ୍‌ଏସ୍‌) : ଦୁଇଦିନ ଧରି ସରସ୍ୱତୀ ଶିଶୁ ଵିଦ୍ୟା ମନ୍ଦିର ଚୁଡାପାଲିର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ପରିଚାଳନା ସମିତିର ଉପ ସଭାପତି କ୍ଷେତ୍ରବାସୀ ଭୋଇ ଦ୍ୱୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପରିଚାଳନା
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ଫେଶନ ଶୋ, ପାରମ୍ପରିକ ନୃତ୍ୟ ଓ ନାଟକ ପ୍ରତିଯୋଗୀତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗୁରୁବାର ଦିନ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଏକମାତ୍ର ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ନୁଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ନବମ ଦିବସରେ ଏକ ଫେଶନ ଶୋ, ପାରମ୍ପରିକ ନୃତ୍ୟ, ନାଟକ
Read More...

ସିରୋଲ ହାଇସ୍କୁଲରେ ଶକ୍ତି ସଂରକ୍ଷଣ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ୍ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦ୍ଵାରା ଶକ୍ତି ସଚେତନତା ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା ।
Read More...

ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା ଅନ୍ତର୍ଗତ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

କଣ୍ଟାବାଞ୍ଜି, (ଗୁରୁ ଦୟାଲ ହଂସ) : କଣ୍ଟାବାଞ୍ଜି ମହିଳା ସ୍ନାତକ ମହାବିଦ୍ୟାଳୟ କଣ୍ଟାବାଞ୍ଜି ପରିସରରେ ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା ଅନ୍ତର୍ଗତ କ୍ରୀଡା ଓ ଖେଳ ପ୍ରତିଯୋଗିତାର ଶୁଭ ଉଦ୍‌ଘାଟନ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର ପୁରୋହିତଙ୍କ ସଭାପତିତ୍ୱରେ ସମ୍ପନ୍ନ ହୋଇଯାଇଛି ।
Read More...