Daily Archives

ଡିଗ୍ରୀ କଲେଜ କୁଶଙ୍ଗରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଗତ ଏକ ତାରିଖରୁ ଚାଲିଥିବା ନୂଆଁ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଅଧ୍ୟକ୍ଷ ବିଜୟ କୁମାର କଲେଟଙ୍କ ସଭାପତିତ୍ୱରେ ଆଜି ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ମୁଖ୍ୟ ଅତିଥି
Read More...

କର୍ଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଳକି ପଞ୍ଚାୟତ କର୍ଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଛବି ବାଗ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।
Read More...

ମୁରିବାହାଲ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଓଡ଼ିଶା ସରକାରଙ୍କ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ସ୍ଥାନୀୟ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ହକି, ଫୁଟବଲ, ଭଲିବଲ୍, ଖୋଖୋ, କବାଡି ଓ
Read More...

ଘୁଷୁରାମୁଣ୍ଡା ଗ୍ରାମାଞ୍ଚଳ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଧୁମସୁକୁ ହରାଇ ଭାଟିପଡା ଚାମ୍ପିୟନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଗ୍ରାମ ପଂଚାୟତ ଘୁଷୁରାମୁଣ୍ଡା ଗ୍ରାମର ଖେଳ ପଡିଆଠାରେ ଚାଲିଥିବା ଗ୍ରାମାଞ୍ଚଳ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଶନିବାର ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ଖେଳରେ
Read More...

ନୂଆ-ଓ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ନୂଆ-ଓ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ବସନ୍ତ କୁମାର ମନହୀରାଙ୍କ ସଭାପତିତ୍ଵ ଏବଂ ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ପୂର୍ବତନ
Read More...

କୁଚ୍‌ ବେହାର ଟ୍ରଫି ଅଣ୍ଡର-୧୯ କ୍ରିକେଟ ଓଡିଶା ବନାମ ଛତିଶଗଡ : ଦ୍ୱିତୀୟ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା କୁଚ୍‌ ବେହାର ଟ୍ରଫିର ଦ୍ୱିତୀୟ ଦିବସରେ ଛତିଶଗଡ ଦଳ କାଲି ତାର ଅସମାପ୍ତି ପାଳି ୩୪୫/୪ରୁ ଆରମ୍ଭ କରି ସମୁଦାୟ ୫୫୭ ରନ୍‌ ସଂଗ୍ରହ କରି ଅଲ୍‌ ଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ବିକଳ୍ପ ତିୱାରି ୧୩୨ ରନ୍‌, ବିବେକ
Read More...

ଶ୍ରୀରାମ ଜୀଉ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ସ୍ୱର୍ଗତ ଶୈଳେନ୍ଦ୍ର ପ୍ରସାଦ ଆଚାର୍ଯ୍ୟଙ୍କ ଶୋକସଭା

ମ.ରାମପୁର, (ହେମନ୍ତ ସାହୁ) : ଶ୍ରୀରାମ ଜୀଉ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ସ୍ୱର୍ଗତ ନାଟ୍ୟ ନିର୍ଦ୍ଦେଶକ, ଗବେଷକ, ସଂସ୍କୃତିଵିତ୍‌ ଶୈଳେନ୍ଦ୍ର ପ୍ରସାଦ ଆଚ୍ରା୍ୟଙ୍କ ଶୋକସଭା ଅନୁଷ୍ଠାନର ସଭାପତି ଜୀବେଶ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଶ୍ରୀରାମ ମନ୍ଦିର କଲ୍ୟାଣ ମଣ୍ଡପଠାରେ
Read More...

ଅଭିଯୁକ୍ତକୁ ୩ବର୍ଷ ସଶ୍ରମ କାରାଦଣ୍ଡ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ମାନ୍ୟବର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ସେସନ୍‌ କେସ୍‌ ନଂ.୫୪/୩୦ ମସିହା ୨୦୨୦ ମାମଲାର ଶୁଣାଣି କରି ସାକ୍ଷ୍ୟମାନଙ୍କ ପ୍ରମାଣକୁ ଭିତ୍ତି କରି ଅଭିଯୁକ୍ତ ବିଜୟ ବନଛୋରକୁ ଦୋଷୀ ସାବ୍ୟସ୍ତ କରି ଭାରତୀୟ ଦଣ୍ଡ ସଂହିତା ଅପରାଧ ୩୦୭ ଧାରାରେ
Read More...

୨୦ ଡିସେମ୍ବର ମେଡିକାଲ ଓ ସେଲ୍ସ ରିପ୍ରେଜେଣ୍ଟଟେଟିଭ୍‌ମାନଙ୍କର ପ୍ରତିବାଦ : ୨୪ ଘଣ୍ଟିଆ ଧର୍ମଘଟ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ୨୦ ଡିସେମ୍ବାର ୨୦୨୩ ଦିନ ମେଡିକାଲ ଓ ସେଲ୍ସ ଓ ରିପ୍ରେଜଣ୍ଟିଟେଟିଭ୍‌ମାନଙ୍କର ସର୍ବ ଭାରତୀୟ ସଂଗଠନ ଫେଡେରେସନ ଅଫ୍‌ ମେଡିକାଲ ସେଲ୍ସ ରିପ୍ରେଜଣ୍ଟିଟେଟିଭ୍‌ ଅଫ୍‌ ଇଣ୍ଡିଆ (ଏଫ୍‌ଏମ୍‌ଆର୍‌ଏଆଇ)ର ଡାକରାରେ ସାରା ଦେଶରେ କାର୍ଯ୍ୟରତ ମେଡିକାଲ ଓ
Read More...

ନୂଆ-ଓ ଫେଷ୍ଟ ଉପଲକ୍ଷେ ଜିଲ୍ଲସ୍ତରୀୟ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ପ୍ରଶାସନ ତରଫରୁ ନୁଆଁ-ଓ ଫେଷ୍ଟ ଉପଲକ୍ଷେ ସୋନପୁର ସ୍ଥାନୀୟ ନୂତନ ଟାଉନହଲଠାରେ ଆଜି ଜିଲ୍ଲାସ୍ତରୀୟ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଆଜି ଏକକ ଅଭିନୟ ଓ ଷ୍ଟାଣ୍ଡ ଅପ କମେଡି ପ୍ରତିଯୋଗିତା ଅନୁଷ୍ଠିତ ଆରମ୍ଭ ହୋଇଥିବା
Read More...