Daily Archives

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୫୯ଟି ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

୧୩ଟି ଜିଲ୍ଲାର ୮୦ହଜାର ହେକ୍ଟର ଜମିକୁ ମିଳିଲା ପାଣି୩୩ଟି ମେଗାଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ୫ ବର୍ଷରେ କୃଷି ବଜେଟ୍‌ ୩ଗୁଣ ହୋଇ ୨୫ ହଜାର କୋଟି ଟଙ୍କାରେ ପହଞ୍ଚିଛିଚାଷୀ ଭାଇମାନେ ହେଉଛନ୍ତି ଦେଶର ଶ୍ରେଷ୍ଠ ସେବକ - ମୁଖ୍ୟମନ୍ତ୍ରୀଲୋୟର ସୁକତେଲ ଓ ଗଙ୍ଗାଧର ମେହେର ଉଠା
Read More...

ବିଲେଇସର୍ଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ “ନୂଆ-ଓ” କାର୍ଯ୍ୟକ୍ରମ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ରାଧାଶ୍ୟାମ ଆଂଚଳିକ ଉଚ୍ଚମାଧ୍ୟମିକ ବିଦ୍ୟାଳୟଠାରେ ସପ୍ତାହ ବ୍ୟାପି ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଚାଲିଥିବା ନୂଆ-ଓ ଯୁବ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ପୁଇଁନ୍ତଲା
Read More...

କୁଇବାହାଲ ପଂଚାୟତର ଆଦିବାସୀ ଗାଁ ଲାମିତୁଠା ଅବହେଳିତ ମୌଳିକ ଅଧିକାରରୁ ବଂଚିତ ଗାଁଟିଏ

 ପାଣି, ରାସ୍ତା, ବିଦ୍ୟୁତ୍‌, ସ୍ୱାସ୍ଥ୍ୟ ସେବା ଏବଂ ଶିକ୍ଷା ସାତ ସପନ ଭୋଟ ରାଜନୀତି କେବଳ ବାହାସ୍ଫୋଟ, ଜିତିଲେ କିଏ କାହାର ଲାମିତୁଠା ଗାଁରେ କୌଣସି ପ୍ରଶାସନିକ ଅଧିକାରୀଙ୍କ ପଡି ନି ପାଦ କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ଉପାନ୍ତ ତୁରେକେଲା ବ୍ଲକର ଉପାନ୍ତ
Read More...

ଲୋଇସିଂହା କଲେଜରେ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ମହାବିଦ୍ୟାଳୟଠାରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଗତ ୧୨ତାରିଖରୁ ଆରମ୍ଭ ହୋଇଥିବା କ୍ରୀଡା ପ୍ରତିଯୋଗିତା ଆଜି ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଯୁକ୍ତ ୨ ଓ ଯୁକ୍ତ ୩ ର ୧୨ ଶହରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇ ବିଭିନ୍ନ
Read More...

ପାର୍ବତୀଗିରି ମେଗାଲିଫ୍ଟ ଯୋଜନାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପାର୍ବତୀଗିରି ମେଗାଲିଫ୍ଟ ଯୋଜନାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଜଳସମ୍ପଦ ବିଭାଗର ଏହି ଯୋଜନା ପାଇଁ ୫୮.୯୧ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ଏହି ପ୍ରକଳ୍ପ ଆସନ୍ତା ତିନି ବର୍ଷରେ
Read More...

ଡକାୟତି ଅଭିଯୋଗ କରିଥିବା ଅଭିଯୋଗକାରୀ ହିଁ ମାଷ୍ଟର ମାଇଣ୍ଡ : ଦୁଇ ଅଭିଯୁକ୍ତଙ୍କୁ ଗିରଫ୍‌ କଲା ଲୋଇସିଂହା ପୋଲିସ

ଲୋଇସିଂହା, (କେପିଏନ୍‌ଏସ୍‌) : ଟଙ୍କା ହଡପ୍‌ କରିବାର ଚକ୍ରାନ୍ତ କରି ୮୪ ହଜାର ଟଙ୍କା ଡକାୟତି ହୋଇଥିବା ଅଭିଯୋଗ କଲେ ଥାନାରେ । ଅଥଚ ପୋଲିସ ତଦନ୍ତରୁ ଜଣାପଡ଼ିଲା ଅଭିଯୋଗକାରୀ ହିଁ ମାଷ୍ଟର ମାଇଣ୍ଡ । ଏହି ମାମଲାରେ ମାଷ୍ଟର୍‌ ମାଇଣ୍ଡ ଯୁବକଙ୍କ ସହ ତାଙ୍କ ସହଯୋଗୀଙ୍କୁ ଗିରଫ୍‌ କରିଛି
Read More...

କୁଚାଗାଁରେ କ୍ଲଷ୍ଟରସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

ଜୟପାଟଣା, (ଶେଷଦେବ ବେହେରା) : କୁଚା ଗାଁ କ୍ଲଷ୍ଟରସ୍ତରୀୟ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ନେଇ ଏକ ମାସିକ ବୈଠକ ସଗୁନଭାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହେଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା, ସମ୍ମାନିତ ଅତିଥି ଭାବରେ
Read More...

୫୬ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା : ଫାଇନାଲ ଖେଳ ଆଜି

ପ୍ରଦର୍ଶନୀ ଖେଳରେ ବିଲେଇସର୍ଡା ହାଇସ୍କୁଲ ଓ ରୁରାଲ ଷ୍ଟାର ବିଜୟୀ ବଲାଙ୍ଗିର, (କେପିଏନ୍‌ଏସ୍‌) : ରାମଜୀ ଯୁବକ ସଂଘ ଆନୁକୁଲ୍ୟରେ ସଦାଇପାଲି ପଲ୍ଲିଶ୍ରୀ ଷ୍ଟାଡିୟମଠାରେ ଆଜି ୫୬ତମ ସର୍ବଭାରତୀୟ ଇଂଜିନିୟରସ୍‌ କପ୍‌ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ତରଫରୁ ପୂର୍ବ ନିର୍ଦ୍ଧାରିତ
Read More...

ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ : ବିଜ୍ଞାନ ମେଳା ଓ ପ୍ରକଳ୍ପ ପ୍ରତିଯୋଗିତା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଆଦିବାସୀ କଲ୍ୟାଣ ବିଭାଗର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ଅନ୍ୱେଷା ଖେଳ ପଡିଆରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ, ବିଜ୍ଞାନମେଳା ଓ ପ୍ରକଳ୍ପ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ସଭାରେ ଜିଲ୍ଲା ଶିକ୍ଷାଅଧିକାରୀ
Read More...

କ୍ଲଷ୍ଟରସ୍ତରୀୟ ସିଆର୍ରିଂ ମିଟିଙ୍ଗ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଲ କ୍ଲଷ୍ଟରର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାଲପାମୁଣ୍ଡାଠାରେ ଷଷ୍ଠ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କର୍ଯ୍ୟକ୍ରମରେ ହିଆଲ କ୍ଲଷ୍ଟରର ସିଆର୍‌ସିସି ଅମରେନ୍ଦ୍ର ବାଗ ସମସ୍ତ
Read More...