Daily Archives

ବାର୍ଷିକ କ୍ରୀଡ଼ା ଏବଂ ବାର୍ଷିକ ଉତ୍ସବ : ସରକାରୀ ୟୁଜି ଉଚ୍ଚ ବିଦ୍ୟାଳୟ ହିଆଲ

ତୁରେକେଲା, (କୈଲାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ହିଆଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ହିଆଲ ସରକାରୀ ୟୁଜି ବିଦ୍ୟାଳୟ ପଡ଼ିଆରେ ଗତ ୧୪ ଡ଼ିସେମ୍ବର ରୁ ୧୫ ଡିସେମ୍ବର ଦିନ ବାର୍ଷିକ କ୍ରୀଡ଼ା ଏବଂ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ
Read More...

ଆଜି ବିବାହ ପଞ୍ଚାମୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡିସେମ୍ବର ୧୭ ବିବାହ ପଞ୍ଚାମୀ । ହିନ୍ଦୁ ଧର୍ମରେ “ବିବାହ ପଞ୍ଚାମୀ”ର ଏକ ମହତ୍ୱ ରହିଛି । ଏହି ଦିନଟି ରାମାୟଣର ଏକ ଗୁରୁତ୍ୱପୂର୍ଣ୍ଣ ଦିନ ଭାବରେ ବିବେଚନା କରାଯାଏ । ଏହି ଦିନ ଭଗବାନ ରାମ ଭଗବାନ ଶିବଙ୍କ ଧନୁ ଭାଙ୍ଗି ଦେବୀ ସୀତାଙ୍କୁ ବିବାହ
Read More...

ରୌପ୍ୟ ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସଂଧ୍ୟା ୬ଟାରେ ସ୍ଥାନୀୟ ମେହେର ପଡା କଲ୍ୟାଣ ମଣ୍ଡପ (ଚନ୍ଦନଭାଟୀ)ଠାରେ ପ୍ରିୟନାଥ ଦଣ୍ଡସେନାଙ୍କ ସଭାପତିତ୍ୱରେ ୯୯ମାଟ୍ରିକ ବ୍ୟାଚ୍ ପଂଚାୟତ ହାଇସ୍କୁଲ, ଚନ୍ଦନଭାଟୀର ପୁରାତନ ଛାତ୍ରମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ୯୯ମାଟ୍ରିକ
Read More...

ଡୁଙ୍ଗୁରିପାଲିଠାରେ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ବ୍ଲକସ୍ତରୀୟ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ଡୁଙ୍ଗୁରିପାଲି ଖେଳ ପଡିଆରେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ବ୍ଲକସ୍ତରୀୟ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକର ବିଭିନ୍ନ ବିଦ୍ୟାଳୟ
Read More...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା : ଜଣେ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ହୋଇ ଭୀମଭୋଇ ମେଡ଼ିକାଲ୍‌ କଲେଜ୍‌ ଓ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଖପ୍ରାଖୋଲ ବ୍ଲକ୍‌ ଅନ୍ତର୍ଗତ କନ୍ଧେନ୍‌ଝଲା ଗାଁର ରଂଜିତ ମାଝୀ(୨୨) ବିବାହ ନିମନ୍ତ୍ରଣ
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କାଶୀ-ତାମିଲ ସଂଗମମ୍‌ର ଦ୍ୱିତୀୟ ପର୍ଯ୍ୟାୟକୁ ଉଦ୍‌ଘାଟନ କରିବେ

ନୂଆଦିଲ୍ଲୀ, (ପିଆଇବି) : ନିଜର ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଦୃଷ୍ଟିକୋଣ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀର ନମୋ ଘାଟଠାରେ କାଶୀ ତାମିଲ ସଂଗମମ୍ -୨୦୨୩ର ଦ୍ୱିତୀୟ ପର୍ଯ୍ୟାୟକୁ ଉଦ୍‌ଘାଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ୨୦୨୩ ଡିମ୍ବେର ୧୭ତାରିଖରେ
Read More...

ମୟୂରଭଞ୍ଜ ଜିଲ୍ଲା କୁଚେଇ ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଜଳ ଶକ୍ତି ଏବଂ ଜନଜାତି ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ୍ କୁଚେଇ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ
Read More...

ଢେଙ୍କାନାଳ ହିନ୍ଦୋଳ ବ୍ଲକ୍ ଦୁଦୁରକୋରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ

● ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ● କହିଲେ ମୋଦୀଙ୍କ ଗ୍ୟାରେଣ୍ଟି ଗାଡ଼ି ସବୁ ପଞ୍ଚାୟତରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଉଛି ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ୍
Read More...

ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

‘ମୋଦୀ କି ଗ୍ୟାରେଣ୍ଟି’ ଗାଡ଼ି ଏବେ ଦେଶର ସବୁ ସ୍ଥାନରେ ପହଞ୍ଚୁଛିଯଦିଓ ମୋଦୀ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି କିନ୍ତୁସତ କଥା ହେଉଛି ଆଜି ଦେଶବାସୀ ହିଁ ଏହାର ଦାୟିତ୍ୱ ନେଇଛନ୍ତିଦେଶର ଶତାଧିକ ଛୋଟ ଛୋଟ ସହର ବିକଶିତ ଭାରତର ଭବ୍ୟ ଢାଞ୍ଚାକୁ ସୁଦୃଢ଼
Read More...

ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର (ଡୁଡୁକା) ବ୍ଲକ ଅନ୍ତର୍ଗତ ଝରଣିପାଲି ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଙ୍ଘ ତରଫରୁ ବ୍ଲକସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାଶ ଓ ବିଇଓ ଦିଲ୍ଲୀପ ପାଠୀ
Read More...