Daily Archives

ନୂଆପଡା-କୋଦୋଭଟାଠାରେ ବିଜେଡିର ସାଧାରଣ ସଭା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା- କଣ୍ଟାବାଞ୍ଜି ମୁଖ୍ୟ ରାସ୍ତାର ନୂଆପଡା-କୋଦୋଭଟା ପଥପ୍ରାନ୍ତ ସୁବିଧା କେନ୍ଦ୍ରଠାରେ ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ସଭାପତି ରାଧେଶ୍ୟାମ କେତକୀଙ୍କ ନେତୃତ୍ୱରେ ବଙ୍ଗୋମୁଣ୍ଡା ବ୍ଲକର ଦଳୀୟ କାର୍ଯ୍ୟ କର୍ତ୍ତାମାନଙ୍କ
Read More...

ଜାତୀୟ ଶକ୍ତି ସଂରକ୍ଷଣ : ରାଜ୍ୟସ୍ତରୀୟ ମଡେଲ ପ୍ରଦର୍ଶନୀରେ ଡୁଡୁକା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ଵପ୍ନେନ୍ଦୁ ପାଢ଼ୀ

ସାଲେଭଟା, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ମଡେଲ ପ୍ରଦର୍ଶନୀରେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଳକ ଡୁଡୁକା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ଵପ୍ନେନ୍ଦୁ ପାଢ଼ୀ ଯୋଗଦାନ କରି ପ୍ରସଂଶିତ ହୋଇଛନ୍ତି । ଜାତୀୟ ଶକ୍ତି ସଂରକ୍ଷଣ ସପ୍ତାହ ଚଳିତ ଡିମେମ୍ବର ମାସ ତା-୧୪ରୁ ୨୦ରିଖ ପର୍ଯ୍ୟନ୍ତ ଅନୁଷ୍ଠିତ
Read More...

ଟାଙ୍ଗରମୁଣ୍ଡା ରାସ୍ତା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁ : ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ୱର : ରବିବାର ଦିନ ସୁନ୍ଦରଗଡ ଜିଲ୍ଲାର ଟାଙ୍ଗରମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ
Read More...

ବ୍ଲକସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଷ୍ଟା ରାଉରକେଲା ସିଟି ଜୋନ୍ ତରଫରୁ ବ୍ଲକସ୍ତରୀୟ ଶିଶୁ ଉତ୍ସବ ସେକ୍ଟର ୧ସ୍ଥିତ ନୀଳମାଧବ ବିଦ୍ୟାପୀଠଠାରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଶିଶିର ପାଣିଙ୍କ ସଭାପତିତ୍ୱ ଓ ସିଟି ଜୋନ୍ ସମ୍ପାଦକ ଅରୁଣ କୁମାର ନାୟକଙ୍କ ଆବାହକତ୍ଵରେ ଆୟୋଜିତ ଏହି ଏକ ଦିବସୀୟ
Read More...

ପିକ୍‌ଅପ୍‌ ଭ୍ୟାନ ସହ ବାଇକର ମୁହାଁମୁହିଁ ଧକ୍କା : ବାଇକ୍‌ ଚାଳକଙ୍କ ମୃତ୍ୟୁ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ୫୯ ନଂ ଜାତୀୟ ରାଜପଥ ଦେଇ ଯାଇଥିବା ଟାଉନସ୍ଥିତ ଦମକଳ କେନ୍ଦ୍ର ନିକଟରେ ଏକ ବୋଲେରୋ ପିକ୍‌ଅପ୍‌ ଭ୍ୟାନ ସହ ବାଇକର ମୁହାଁମୁହିଁ ଧକ୍କା ହେବା ଫଳରେ ବାଲିଗୁଡା ମେଡିକାଲରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା
Read More...

ପୃଥ୍ୱୀରାଜ ଉଚ୍ଚବିଦ୍ୟାଳୟ ୨୦୦୨ ମେଟ୍ରିକ୍‌ ବ୍ୟାଚ୍‌ର ବନ୍ଧୁମିଳନ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କଦଳୀମୁଣ୍ଡା ଫରେଷ୍ଟ ନର୍ସରିରେ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ୨୦୦୨ ମେଟ୍ରିକ୍‌ ବ୍ୟାଚ୍‌ର ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ୨୦୦୨ ମେଟ୍ରିକ ବ୍ୟାଚ୍‌ର ବହୁ ପୁରାତନ ଛାତ୍ର ଯୋଗ ଦେଇଥିବା ବେଳେ ଜିଲ୍ଲା ତଥା
Read More...