Daily Archives

ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା : ଧୂଆଁ ମୁକ୍ତ ରୋଷେଇ ଘରର ସ୍ୱପ୍ନ ପୂରଣ

ବିକଶିତ ଭାରତ ସଂକଳ୍ପ ଯାତ୍ରା ସମୟରେ ଯୋଜନାର ସକାରାତ୍ମକ ପ୍ରଭାବ ବିଷୟରେ ବର୍ଣ୍ଣନା କଲେ ବହୁ ହିତାଧିକାରୀ ନୂଆଦିଲ୍ଲୀ, (ପିଆଇବି) : ଚଳିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ସମୟରେ ଅନେକ ମହିଳା ପିଏମ୍ ଉଜ୍ଜ୍ୱଳା ଯୋଜନାରେ ଏଲପିଜି ସିଲିଣ୍ଡର ପାଇବା ପରେ ସେମାନଙ୍କ ଜୀବନରେ ଆସିଥିବା
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ରେ ନୂଆ – ଓ ଉତ୍ସବ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରଠାରେ ନୂଆ - ଓ ଉତ୍ସବ ଅନୁଷ୍ଠିତ ହୋଯାଇଅଛି । ମୁଖ୍ୟ ଅତିଥି ଭାବେ ଯୋଗଦେଇ କଳିକେଶ ନାରାୟଣ ସିଂହଦେଓ ପିଲାଙ୍କ ଯୋଗଦାନ ସମାଜର ଉନ୍ନତିରେ ସହାୟକ ହେବ ସହ ଶାରୀରିକ ଭାବେ ସୁସ୍ଥ ରହିବା ପାଇଁ କ୍ରୀଡ଼ା ସହାୟକ
Read More...

ଓସାକା ତରଫରୁ ହାଇଦ୍ରାବାଦ୍‌ରେ ପଶ୍ଚିମ ଓଡିଶା ଆଧାରିତ ସେମିନାର ଅୟୋଜିତ

ହାଇଦ୍ରାବାଦ୍ : ପ୍ରଥମ ଥର ପାଇଁ ହାଇଦ୍ରାବାଦରେ ୧୭ ଡିସେମ୍ବର ଦିନ ପଶ୍ଚିମ ଓଡିଶାର ଗୌରବମୟ ଐତିହ୍ୟ ଏବଂ ଉନ୍ନତି ଉପରେ ଆଲୋଚନା ପାଇଁ ଏକ ସେମିନାର ଅୟୋଜିତ ହୋଇଥିଲା । ହାଇଦ୍ରାବାଦ୍ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ "ଓସାକା" ଏହି ସେମିନାର ଆୟୋଜନ କରିଥିଲା ।
Read More...

ମାଳିଶିରା ଗ୍ରାମରୁ ଜଣେ ୧୬ବର୍ଷୀୟା ନାବାଳିକା ନିଖୋଜ : ଥାନାରେ ମାମଲା ରୁଜ୍ଜୁ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ମାଳିଶିରା ପଞ୍ଚାୟତ ସଦର ଗ୍ରାମରୁ ଜଣେ ୧୬ ବର୍ଷୀୟା ନାବାଳିକା ନିଖୋଜ ଥିବା ନେଇ ତାଙ୍କ ଅଜା ଥାନାରେ ଲିଖିତ ଏତଲା ଦେଇଛନ୍ତି । ନାବାଳିକା ଜଣଙ୍କ ଗତ ରବିବାର ରାତି ୧୧.୩୦ଠାରୁ କେଉଁ ଆଡେ ଚାଲିଯାଇଥିଲେ । ଏହା
Read More...

ଲେବଡାରେ ମହାଲକ୍ଷ୍ମୀ ପୂଜା ପାଇଁ ୧୦୮ ମହିଳାଙ୍କ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ସଦର ମହକୁମା ସାହୁପଡ଼ାରେ ବୁଧବାରଠାରୁ ଅନୁଷ୍ଠିତ ହେବାକୁ ଥିବା ମାଁ ମହାଲକ୍ଷ୍ମୀଙ୍କ ପୂଜା ଉତ୍ସବ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଗ୍ରାମର ଶିବ ମନ୍ଦିର ପୋଖରୀରୁ ୧୦୮ମହିଳାଙ୍କ ଏକ ଭବ୍ୟ କଳସ
Read More...

୫-ଟି ଅଧ୍ୟକ୍ଷଙ୍କ ମୟୁରଭଞ୍ଜ ଗସ୍ତ

ବାରିପଦା ବିଶ୍ୱବିଦ୍ୟାଳୟ ପଡିଆରେ ଜିଲ୍ଲାର ସବୁ କଲେଜ ଛାତ୍ରଛାତ୍ରୀଙ୍କ ସହିତ ଅଲୋଚନା,ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦାନ, ଛାତ୍ରଛାତ୍ରୀମାନଙ୍କୁ ପ୍ରେରଣାଶିକ୍ଷକଙ୍କ ମାର୍ଗ ଦର୍ଶନ ହିଁ ଜୀବନରେ ସଫଳତା ଆଣିଥାଏସୁବର୍ଣ୍ଣରେଖା, ଦେଓ, ଉଦଳାର ସୋନ ପ୍ରକଳ୍ପ, ଖଇରୀ ବନ୍ଧନ ପ୍ରକଳ୍ପ ଓ କ୍ଲଷ୍ଟର
Read More...

ରାଜ୍ୟରେ ବଢ଼ିବ ଗୁଣାତ୍ମକ ଶିକ୍ଷାର ମାନ

ନିଯୁକ୍ତି ପାଇବେ ୩୭୧୪ ଟିଜିଟି, ୪୫୨ ପିଇଟିଯୋଗଦେବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି (ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ) ଏବଂ ୪୫୨ ପିଇଟି (ଶାରୀରିକ ଶିକ୍ଷା ଶିକ୍ଷକ)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ
Read More...

ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରସ୍ତୁତି ପାଇଁ କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଜିଲ୍ଲାପାଳ ବଲାଙ୍ଗିରଙ୍କ କାର୍ଯ୍ୟା।ଳୟର ସଭାଗୃହଠାରେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରସ୍ତୁତି ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ
Read More...

ବଲାଙ୍ଗିର ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷାଙ୍କ ଅବସର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷା ସୁଶ୍ରୀ ସରିତା ପଟ୍ଟନାୟକ ତାଙ୍କର ଚାକିରିରୁ ଅବସର ନେଇଛନ୍ତି । ବିଦାୟକାଳୀନ ସମାରୋହ ବିଦ୍ୟାଳୟ ମଞ୍ଚରେ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ
Read More...

ଛତ୍ରପୁରର ବିକାଶଧାରାକୁ ବର୍ଦ୍ଧିତ କରିବାକୁ ଦୃଷ୍ଟି ଆକର୍ଷଣ କଲେ ବିଜେଡି ଯୁବ ସଭାପତି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଛତ୍ରପୁର ଡିଆର୍‌ଡିଏ ମୁଖ୍ୟ ଛକଠାରେ ଆମ ଓଡ଼ିଶା ନବୀନ ଓଡିଶା ତଥା ୫-ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଦଳୀୟ ବିଜେଡି ଏବଂ ଛତ୍ରପୁର ନାଗରିକଙ୍କ ତରଫରୁ ଉଚ୍ଛ୍ୱସୀତ ସମ୍ବର୍ଦ୍ଧନା ଦିଆଯାଇଛି । ଛତ୍ରପୁର
Read More...