Daily Archives

ଆଗଲପୁର ବ୍ଲକସ୍ତରୀୟ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥିଭାବେ ଜିଲ୍ଲା ପରିଷଦ
Read More...

ସଫଳତାର ସହ ଲୋଇସିଂହା ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଷ୍ଟାଡିୟମ୍‌ଠାରେ ସ୍ଥାନୀୟ ପଞ୍ଚାୟତ ସମିତି ଆନୁକୁଲ୍ୟରେ ଗତ ୧୫ ତାରିଖରୁ ଆରମ୍ଭ ହୋଇଥିବା ନୂଆ ଓ ଯୁବ ଓଡ଼ିଶା କାର୍ଯ୍ୟକ୍ରମର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବର ଉଦ୍‌ଯାପନୀ ସମାରୋହ ଆଡମ୍ବର ସହକାରେ ସମାପିତ ହୋଇଯାଇଛି ।
Read More...

ଭିକେ ପାଣ୍ଡିଆନଙ୍କୁ ଗୋପାଳପୁର ଛକଠାରେ ଉଚ୍ଛ୍ୱସୀତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗସ୍ତ କରି ଆମ ଓଡ଼ିଶା ନବୀନ ଓଡିଶା ତଥା ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଗୋପାଳପୁର ନିକଟସ୍ଥ ବାବା ଧବଳେଶ୍ୱରଙ୍କର ଦର୍ଶନ କରି ବିଭୂକୃପା ଲାଭ କରିଛନ୍ତି । ପ୍ରଭୁ ଧବଳେଶ୍ୱରଙ୍କ ଉନ୍ନତିକରଣ
Read More...

ଅଗ୍ରଣୀ ଚାଷୀ ସୁବାସ ପଣ୍ଡାଙ୍କ ପରଲୋକ

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ବିଜମରା ଅନ୍ତର୍ଗତ ଅଗ୍ରଣୀ ଚାଷୀ ସୁବାସ ଚନ୍ଦ୍ର ପଣ୍ଡାଙ୍କ ଭବାନୀପାଟଣା ମୁଖ୍ୟ ଡାକ୍ତର ଖାନାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି । ସ୍ୱର୍ଗତ ପଣ୍ଡା ଏକାଧାରରେ ଜଣେ ସଫଳ ଚାଷୀ ସହିତ ସମାଜ ସଂଗଠକ, ଶିକ୍ଷାନୁଷ୍ଠାନ କ୍ଷେତ୍ରରେ
Read More...

ପ୍ରଗତି ଉତ୍କଳ ସଂଘର ଶୀତ କବିତା ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତି ଉତ୍କଳ ସଂଘ ପକ୍ଷରୁ ଏକ ସାହିତ୍ୟ ସଭା ସହ ଗଳ୍ପ ଓ ଶୀତ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଂଘର ଉପସଭାପତି ରଶ୍ମିରଞ୍ଜନ ବୋଇତାଇ, ସାଧାରଣ ସମ୍ପାଦକ ଘନଶ୍ୟାମ ଧଳ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ଶ୍ରୀ
Read More...

ହାଇୱା ଗାଡ଼ି ଧକ୍କାରେ ୧ ଗୁରୁତର : ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ୍‌ କଲେଜ୍‌ ହସ୍‌ପିଟାଲ୍‌ରେ ଭର୍ତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ସୁବର୍ଣ୍ଣପୁର ମୁଖ୍ୟ ରାସ୍ତା ସାତମାଇଲ୍‌ ନିକଟସ୍ଥ ମେରାଇନ୍‌ ହୋଟେଲ ପାଖରେ ଆଜି ପୂର୍ବାହ୍ନରେ ଏକ ହାଇୱା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ୍‌ କଲେଜ୍‌ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି ।
Read More...

ଆଞ୍ଚଳିକସ୍ତରୀୟ ଭାରତ କୋଜାନୋ କୁଇଜ ପ୍ରତିଯୋଗିତା ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ବିକାଶ ପରିଷଦ ପଶ୍ଚିମ ପ୍ରାନ୍ତ ଆନୁକୂଲ୍ୟରେ ଭାରତ କୋଜାନୋ ଶୀର୍ଷକ ଏକ କୁଇଜ ପ୍ରତିଯୋଗିତା ବରଟୋଲିସ୍ଥିତ ପଦ୍ମିନୀ ପ୍ୟାଲେସଠାରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ଅଶୋକ କକ୍କଡଙ୍କ ସଭାପତିତ୍ୱ ଓ ସମ୍ପାଦକ ଗୋଦାବରୀଶ ଶତପଥୀଙ୍କ ଆବାହକତ୍ଵରେ
Read More...

ୟୁନାଇଟେଡ଼ ସ୍ପୋର୍ଟସ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଲଦା ମିନି ଷ୍ଟାଡିୟମରେ ୩ ଦିନଧରି ଚାଲିଥିବା ୟୁନାଇଟେଡ଼ ସ୍ପୋର୍ଟସ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ଆର୍‌ଏସ୍‌ପି ସହରସେବା ମୁଖ୍ୟ ମହାପ୍ରବନ୍ଧକ ପ୍ରତାପ କୁମାର ସ୍ୱାଇଁ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି
Read More...

୫ ଦଫା ଦାବି ନେଇ ଗରିବ ସେନା ପକ୍ଷରୁ ବଙ୍ଗୋମୁଣ୍ଡା ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ହେଉଥିବା ମନରେଗା ଯୋଜନାରେ ଦୁର୍ନୀତି ବିରୋଧରେ ଓ ଅସଲି ଶ୍ରମିକ ଯେଉଁମାନେ ସକାଳୁ ଉଠି ନିଜେ କଷ୍ଟ କରିଥାନ୍ତି ସେହି ଶ୍ରମିକର ଅଧିକାର ପାଇଁ ଓ ଶ୍ରମିକମାନଙ୍କୁ ଜମି ମରାମତି, ଚହଳା, ଗାଈ ଗୁହାଳ ଓ ଛେଲି
Read More...

ବିପୁଳ ପରିମାଣର ଗଞ୍ଜେଇ ଜବତ

ଲମତାପୁଟ : ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିବା ସୂଚନା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସ୍‌ପିଙ୍କ ନିର୍ଦ୍ଦେଶରେ ଏସ୍‌ଡିପିଓଙ୍କ ନେତୃତ୍ୱରେ ପୋଲିସ ଗଞ୍ଜେଇ ଚୋରା ଚାଲାଣ ରୋକିବା ପାଇଁ ଜଲାପୁଟ ଗ୍ରାମ ନିକଟରେ ନାକାବନ୍ଦୀ କରିଥିଲେ । କାରଣ ଗଞ୍ଜେଇ ଚାଲଣ ହେଉଥିବା ନେଇ
Read More...