Daily Archives

ଯାଦବ ଭବନରେ ରାଧାକୃଷ୍ଣ ମଣ୍ଡପ ଭିତ୍ତି ପ୍ରସ୍ତର ସ୍ଥାପନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯାଦବ ସମାଜର ଯାଦବ ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାହାୟତାରେ ରାଧାକୃଷ୍ଣ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଲିକେଶ ନାରାୟଣ ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୌରାଧ୍ୟକ୍ଷା
Read More...

ମିର୍ଦ୍ଧାପାଲି ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

ଭଲ ଖେଳାଳି ଦେଶର ଗର୍ବ ଓ ଗୌରବ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଦୁଇ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ମୋଟ ୨୦ଟି ବିଭାଗରେ କ୍ରୀଡା
Read More...

ଖପ୍ରାଖୋଲ ପୋଲିସ ଦ୍ଵାରା ହରିଶଙ୍କର ଛକ ନିକଟରୁ ୭ ଶିଶୁ ସମେତ ୬ ଜଣ ଦାଦନ ଶ୍ରମିକ ଉଦ୍ଧାର : ଦୁଇ କୋର୍ଟ ଚାଲାଣ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ପୋଲିସ ଆଜି ପୁଣି ୭ ଶିଶୁ ସମେତ ୬ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ ବୁଧବାର ସକାଳ ଦଶଟା ସମୟରେ ଖପ୍ରାଖୋଲ ପୋଲିସ ପେଟ୍ରୋଲିଙ୍ଗ ବେଳେ ହରିଶଙ୍କର ଛକ ନିକଟରୁ ସାତ ଶିଶୁ ସମେତ ୬ଜଣ ଦାଦନ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟଠାରେ ମହା ସମାରୋହରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚୂଡ଼ାମଣି ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ପଦ୍ମପୁର ଉପ ଜିଲ୍ଲାପାଳ ଆଲୋକ କୁମାର ପଟେଲ
Read More...

ପଦ୍ମପୁର ବ୍ଲକ ତରଫରୁ ନୂଆ ଓଡିଶା ଯୁବ ଓଡିଶା କାର୍ଯ୍ୟକ୍ରମରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବର୍ତ୍ତମାନ ସାରା ଓଡିଶାରେ ରାଜ୍ୟ ସରକାରଙ୍କର ଯୁବପିଢ଼ିଙ୍କୁ ବିଭିନ୍ନ କ୍ଷେତ୍ରରେ ପ୍ରୋତ୍ସାହନ ପାଇଁ ନୂଆ ଓଡିଶା ଯୁବ ଓଡିଶା କାର୍ଯ୍ୟକ୍ରମ ହେଉଥିବା ବେଳେ ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ତରଫରୁ ଯୁବପିଢିଙ୍କ ପାଇଁ ପ୍ରତିଦିନ କ୍ରିକେଟ
Read More...

ପାଇକମାଲ ଛକ ରାସ୍ତା ଅବସ୍ଥା ଶୋଚନୀୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଛକ ବିଜୁ ଏକ୍ସପ୍ରେସ ୱେ ନିକଟରେ ଝାରବନ୍ଧ ରାସ୍ତା ବିପଦ ସଂକୁଳ ଅବସ୍ଥାରେ ଅଛି ହେଲେ କାହାରିର ନଜର ପଡୁନାହିଁ । ଝାରବନ୍ଧ ଉପାନ୍ତ ଅଞ୍ଚଳ ଛତିଶଗଡ ପଟରୁ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ଦର୍ଶନ
Read More...

କୋଚ ଶିବ ପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ : ବୌଦ୍ଧ ଆଇଆର୍‌ବି ୫ମ ବ୍ୟାଟାଲିୟାନ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ପୋଷ୍ଟ ହଷ୍ଟେଲ ବଲାଙ୍ଗିର ଓ ଜଗନ୍ନାଥ ସ୍ପୋଟିଂ ଖଲିଆପାଲିର ମିଳିତ ଆନୁକୁଲ୍ୟରେ ଖଲିଆପାଲି ଆମ୍ବେଦକର ଷ୍ଟାଡିୟମରେ ଚାଲିଥିବା ଚତୁର୍ଥ କୋଚ ଶିବ ପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲର ତୃତୀୟ ଦିବସରେ ବୌଦ୍ଧ ଆଇଆର୍‌ବି ୫ମ ବ୍ୟାଟାଲିୟାନ ୩-୦ ଗୋଲରେ
Read More...

ମେଡିକାଲ ଓ ସେଲ୍ସ ରିପ୍ରେଜେଣ୍ଟେଟିଭ୍‌ମାନଙ୍କର ପ୍ରତିବାଦ ଓ ୨୪ ଘଣ୍ଟିଆ ଧର୍ମଘଟ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମେଡିକାଲ ଓ ସେଲ୍ସ ରିପ୍ରେଜେଣ୍ଟେଟିଭ୍‌ମାନଙ୍କର ସର୍ବ ଭାରତୀୟ ସଂଗଠନ ଫେଡେରେସନ୍‌ ଅଫ୍‌ ମେଡିକାଲ ଆଣ୍ଡ୍‌ ସେଲ୍ସ ରିପ୍ରେଜେଣ୍ଟେଟିଭ୍‌ ଆସୋସିଏସନ୍‌ ଅଫ୍‌ ଇଣ୍ଡିଆ (ଏଫ୍‌ଏମ୍‌ଆରଏଆଇ) ଓ ଆମ ରାଜ୍ୟରେ ଓଡିଶା ସେଲ୍ସ ରିପ୍ରେଜେଣ୍ଟେଟିଭ୍‌ ୟୁନିୟନ (ଓଷ୍ରୁ)ର
Read More...

ପୂର୍ବତନ ସୈନିକ ସଂଘକୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସ୍ୱତନ୍ତ୍ର ଅନୁଦାନ ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘର ସମସ୍ତ କର୍ମକର୍ତ୍ତା ଫାଇଭ୍‌-ଟି ସଚିବ ଭି.କେ. ପାଣ୍ଡିଆନ୍‌ଙ୍କୁ ସଂଘର କମ୍ୟୁନିଟି ହଲ୍‌ର ଉନ୍ନତିକରଣ ସକାଶେ ଦାବୀପତ୍ର ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସୈନିକ ସଂଘକୁ ପାଞ୍ଚ ଲକ୍ଷ ଅନୁଦାନ ପ୍ରଦାନ
Read More...

ବିଜୁ ପଟ୍ଟନାୟକ ମେମୋରିଆଲ୍‌ ଫୁଟବଲ ମ୍ୟାଚ୍‌ : ତୁଳାପଡ଼ା ଦଳ ଚମ୍ପିୟାନ, ରଜା ପଡା ରନର ଅପ୍

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ବିଜୁ ପଟ୍ଟନାୟକ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ଦୁର୍ଗା ମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି । ଗତ ୧୪ ତାରିଖରୁ ଆରମ୍ଭ ହୋଇ ଥିବା ଏହି
Read More...