Daily Archives

ବାର୍ଷିକ କ୍ରୀଡା ପ୍ରତିଯୋଗିତା

ମ,ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ,ରାମପୁର ବ୍ଲକ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍କଳ ଗ୍ରାମୀଣ ବ୍ୟାଙ୍କ, ମ.ରାମପୁରର ଶାଖା ପରିଚାଳକ ପଙ୍କଜ କୁମାର ରାୟ
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : ଉଦ୍‌ଘାଟନୀ ମ୍ୟାଚ୍‌ରେ କଣ୍ଟାବାଞ୍ଜି ଓ ବଙ୍କାପୁର ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ମା' ସାହାଜି ଯୁବକ ସଂଘର ସହଯୋଗରେ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ପୂର୍ବାହ୍ନରେ ଗାଁର ଅଧିଷ୍ଠାତ୍ରୀ ଦେବୀ
Read More...

ପୌର ପରିଷଦ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଭିତ୍ତିପ୍ରସ୍ତର ସ୍ଥାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ରାଜ୍ୟ ସରକାରଙ୍କ ଅନୁଦାନ କ୍ରମେ ବଲାଙ୍ଗିର ପୌର ପରିଷଦ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଏବଂ ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ
Read More...

ଭୁବନେଶ୍ୱରର ସ୍ଥାନୀୟ ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର

୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀନିକଟରେ 5T ଅଧ୍ୟକ୍ଷଙ୍କ ଆଲୋଚନା କରିଥିଲେ ଜନ ପ୍ରତିନିଧି ଓ ସ୍ଥାନୀୟ ପୂଜା କମିଟି ସଦସ୍ୟ ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ
Read More...

ରାଜବୋଡାସମ୍ବର ବ୍ଲକ ଓଷ୍ଟା ଶିଶୁ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ ଉଚ୍ଚ ବିଦ୍ୟାଳୟ ପରିସରରେ ରାଜବୋଡାସମ୍ବର ବ୍ଲକ ଓଷ୍ଟାର ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରମୋଦ ନାଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିବା ଉଦ୍‌ଘାଟନୀ ଉତ୍ସବରେ ସହ ବ୍ଲକ ଶିକ୍ଷା ଅଧିକାରୀ ଶିବପ୍ରସାଦ ଯୋଶୀ ମୁଖ୍ୟ
Read More...

ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି
Read More...

ଓସ୍ରୁ ପକ୍ଷରୁ ବଲାଙ୍ଗିରରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ସେଲ୍ସ ରିପ୍ରେଜେନ୍‌ଟେଟିଭ୍‌ ୟୁନିଅନ୍‌ ଓସ୍ରୁ ତରଫରୁ ଆଜି ଏକ ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସର୍ବଭାରତୀୟ ଧର୍ମଘଟ ଡାକରାରେ ଆଜି ବଲାଙ୍ଗିର ଓସ୍ରୁ ସଂଘ ତରଫରୁ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହି ଅବସରରେ
Read More...

କବିତା ପାଠୋତ୍ସବ ଓ ଅଶୁଭ ନିଶାଚର ଲୋକାର୍ପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ପାହାଡ଼ ଶୀର୍ଷକ ବିଶ୍ୱନାଥ ପାଦଦେଶରେ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ପ୍ରିୟପତ୍ରର ସମ୍ପାଦକ ବିପିନି ବିହାରୀ ଦଳେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କବିତା ପାଠ ଉତ୍ସବରେ ମୁଖ୍ୟ ଅତିଥିଭାବେ ଓଡ଼ିଆ
Read More...

ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡିଶା ବ୍ଲକସ୍ତରୀୟ କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲସ୍ଥିତ ହରିଶଙ୍କର ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ୧୧ତାରିଖଠାରୁ ଆରମ୍ଭ ହୋଇଥିବା ରାଜ୍ୟ ସରକାରଙ୍କର ନୁଆ-ଓ ଯୋଜନା ଅନ୍ତର୍ଗତ ସମନ୍ୱିତ ଯୁବ ବିକାଶ ନୁଆ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଆଜି ଉଦ୍‌ଯାପିତ ହୋଇଯାଇଛି ।
Read More...

ସାଇନିଙ୍ଗ ରକର ଏକାଡେମୀର ସପ୍ତମ ବାର୍ଷିକୋତ୍ସବ ଆସନ୍ତା ୨୩ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ଅନଷ୍ଠାନ ସାଇନିଙ୍ଗ ରକର ଏକାଡେମୀର ୭ମ ବାର୍ଷିକ ଉତ୍ସବ ଭଞ୍ଜଭବନଠାରେ ଆସନ୍ତା ୨୩ ତାରିଖ ଶନିବାର ଦିନ ସନ୍ଧ୍ୟା ୫ଟାରେ ଅନୁଷ୍ଠିତ ହେବ ବୋଲି ସେକ୍ଟର୪ ସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ
Read More...