Daily Archives

ଛତ୍ରପୁର ସରସ୍ୱତୀ ଶିଶୁବିଦ୍ୟା ମନ୍ଦିରରେ ଜାତୀୟ ଗଣିତ ଦିବସ ଓ ଗୀତା ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଶ୍ରୀରାମନଗରରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ଗଣିତ ଦିବସ ଓ ଗୀତା ଜୟନ୍ତୀ ପାଳିତ ହେଇଯାଇଛି । ଏହି ଅବସରରେ ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସାଂଗକୁ ସ୍ଵାଗତ ଭାଷଣ
Read More...

ବିକଶିତ ଭାରତ ସଂକଳ୍ପ ଯାତ୍ରା

ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ସମସ୍ତଙ୍କ ପାଖରେ ପହଞ୍ଚାଇବା ଲକ୍ଷ୍ୟରେ ଚାଲିଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଅଧୀନରେ ୧ କୋଟିରୁ ଅଧିକ ଆୟୁଷ୍ମାନ କାର୍ଡ ବଣ୍ଟନ୭୯,୪୮୭ ରୁ ଅଧିକ ବିକଶିତ ଭାରତ ସ୍ୱାସ୍ଥ୍ୟ ଶିବିରରେ ସମୁଦାୟ ଲୋକଙ୍କ ସଂଖ୍ୟା ୧,୩୧,୬୬,୩୬୫ ଅତିକ୍ରମ କରିଛି୪୯ ଲକ୍ଷରୁ
Read More...

ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପଦ୍ମପୁରର ସାମାଜିକ କାର୍ଯ୍ୟ ଅନ୍ତର୍ଗତ କାର୍ଯ୍ୟକଳାପ ମଧ୍ୟରୁ ଏକ ଜନ ସଚେତନତା କାର୍ଯ୍ୟକ୍ରମ ନିକଟସ୍ଥ କନସିଙ୍ଗା ଗ୍ରାମରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଅଭିଭାବକ ରବୀନ୍ଦ୍ର ଦାସ ଓ ଶ୍ରୀମତୀ ପଙ୍କଜିନୀ
Read More...

ବ୍ଲକ ମୁଖ୍ୟାଳୟରେ କର୍ମଚାରୀ ରହୁନଥିବା ଅଭିଯୋଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ କାର୍ଯ୍ୟାଳୟ ସମ୍ପ୍ରତି ନାନାଦି ଅରାଜକତା ମଧ୍ୟ ଦେଇ ଗତି କରୁଥିବା ଅଭିଯୋଗ ହେଉଛି । କିଛି ମାସ ତଳେ ଏଠାରେ ନୂତନ ବିଡ଼ିଓ ଭାବେ ଯୁଧିଷ୍ଠିର ମେହେର ଯୋଗ ଦେଇଛନ୍ତି । ତେବେ ତାଙ୍କର ଯୋଗଦାନ ପରେ ମଧ୍ୟ ପଞ୍ଚାୟତ ସମିତିରେ ବିଶେଷ କିଛି
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : କୁରସୁଡ଼ ଓ କପିଲାଭଟା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ମାଁ' ସାହାଜି ଯୁବକ ସଂଘର ସହଯୋଗରେ ଚାଲିଥିବା ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ତୃତୀୟ ଦିବସରେ ପହଞ୍ଚିଛି । ତୃତୀୟ ଦିବସରେ
Read More...

ବଲାଙ୍ଗିର କରାଟେ ଟିମ୍‌ର ବିଶାଖାପାଟଣା ଗସ୍ତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କରାଟେ ସ୍କୁଲର ଛାତ୍ରଛାତ୍ରୀମାନେ ବିଶାଖାପାଟଣା ଗସ୍ତ କରିଛନ୍ତି । ଆସନ୍ତା ୨୩ ଓ ୨୪ ଦୁଇ ଦିନ ଧରି ବିଶାଖାପାଟଣାର ସ୍ୱର୍ଣ୍ଣଭାରତୀ ଷ୍ଟାଡିଅମରେ ୨୧ତମ ସର୍ବଭାରତୀୟ ଅନ୍ତଃ ବିଦ୍ୟାଳୟ ଓ ସିନିଅର ବର୍ଗର ଚମ୍ପିଆନସିପ ଅନୁଷ୍ଠିତ ହେବ । ଅଲ୍‌
Read More...

ରୋଲର ଚାପାରେ ଜଣେ ପରିବା ବିକାଳୀ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି, (ଗୁରୁ ଦୟାଲ ହଂସ) : କଣ୍ଟାବାଞ୍ଜି ସହର ସତନାମିପଡାର ଜଣେ ପରିବା ବିକାଳୀ ମହିଳାଙ୍କ ରୋଲର ଚାପାରେ ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁସାରେ ସତନାମିପଡ଼ାର ବଜାର ବଜାର ଯାଇ ପରିବା ବିକି ପରିବାର ଭରଣ ପୋଷଣ କରି ଚଳୁଥିବା ମହିଳା ଗୀତା ସତନାମୀ କଣ୍ଟାବାଞ୍ଜି ଶୁକ୍ରବାର
Read More...

କୋଚ୍‌ ଶିବ ପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ : ଫାଇନାଲରେ ବଲାଙ୍ଗିର ଏଫ୍‌ସି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ପୋଟ୍‌ର୍ସ ହଷ୍ଟେଲ ଓ ଜଗନ୍ନାଥ ସ୍ପୋଟିଂ ଖଲିଆପାଲି ମିଳିତ ଆନୁକୁଲ୍ୟରେ ଖଲିଆପାଲି ଆମ୍ବେଦକର ଷ୍ଟାଡିୟମଠାରେ ଚାଲିଥିବା କୋଚ୍‌ ଶିବ ପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲର ପ୍ରଥମ ସେମିଫାଇନାଲରେ ବଲାଙ୍ଗିର ଏଫ୍‌ସି ୨-୧ ଗୋଲରେ ତେନ୍ତୁଳିଖୁଣ୍ଟିଙ୍କୁ ହରାଇ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୦୨୪ ବର୍ଷ ପାଇଁ ପହିଲା ଜାନୁଆରୀ ମାସରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଜାନୁଆରୀ ମାସ ୦୧ ତାରିଖ ସକାଳ ଘ ୧୦.୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟସ୍ଥିତ
Read More...

୪୦ତମ ଜିଲ୍ଲାସ୍ତରୀୟ ଓଷ୍ଟା ଶିଶୁ ମେଳା ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ରାମଗୋପାଳ ହିନ୍ଦୀ ହାଇସ୍କୁଲଠାରେ ୪୦ତମ ଜିଲ୍ଲାସ୍ତରୀୟ ଓଷ୍ଟା ଶିଶୁ ମେଳା ଉଦ୍‌ଯାପିତ ହୋଇଯାଇଛି । ବ୍ଲକସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ୧୪ ଗୋଟି ବ୍ଲକରୁ ୧୪୦ ଜଣ ପ୍ରତିଯୋଗୀ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ।
Read More...