Daily Archives

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ଵ ତଥା ଉପସଭାପତି
Read More...

ରୋତ୍‌ କଲେଜରେ ଜାତୀୟ ଗଣିତ ଦିବସ ପାଳିତ

ଆଗଲପୁର, (ସୁଶିଲ କୁମାର ମିଶ୍ର) : ଆଜି ଆଗଲପୁର (ଡୁଡୁକା) ବ୍ଲକ ଅନ୍ତର୍ଗତ ରୋତ୍‌ ମହାବିଦ୍ୟାଳୟ ଗଣିତ ବିଭାଗରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । ପ୍ରତିବର୍ଷ ଡିସେମ୍ବର ୨୨ ତାରିଖକୁ ମହାନ ଭାରତୀୟ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ଉଦ୍ଦେଶ୍ୟରେ ଜାତୀୟ ଗଣିତ ଦିବସ ରୂପେ ୨୦୧୨
Read More...

ଜେସିଆଇ ଟିଟିଲାଗଡ଼ ସିଟି ତରଫରୁ ହାସ୍ୟ କବି ସମ୍ମିଳନୀ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜେସିଆଇ ଟିଟିଲାଗଡ଼ ସିଟି ତରଫରୁ ସଭାପତି ତ୍ରିଲୋକନାଥ ଜୈନଙ୍କ ସଭାପତିତ୍ୱରେ ସ୍ଥାନୀୟ ଡିଏନ୍‌ ରିସର୍ଟଠାରେ ଜାତୀୟସ୍ତରର ହାସ୍ୟ କବିମାନଙ୍କୁ ନେଇ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ହାସ୍ୟ କବି
Read More...

୧୭ତମ କୁଡୁକ ସମାଜ ଭିକରାମ ବାବା ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଡଲାକୁଦର ତାଡା ପାଡହା ପକ୍ଷରୁ ଆୟୋଜିତ ୧୭ତମ କୁଡୁକ ସମାଜ ଭିକରାମ ବାବା ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ସିଆର୍‌ପିଏଫ୍‌ର ପ୍ରାକ୍ତନ ଡିଆଇଜି ଦୟାନିଧି ତନ୍ତୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚମ୍ପିୟାନ ଓ
Read More...

ବିଜେପି ଜିଲ୍ଲା ଯୁବମୋର୍ଚ୍ଚା ପକ୍ଷରୁ ୱାଟକୋ ଅଫିସ ଘେରାଉ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପି ପାନପୋଷ ସାଂଗଠନିକ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସୂର୍ଯ୍ୟକାନ୍ତ ମହାନ୍ତିଙ୍କ ନେତୃତ୍ୱରେ ଯୁବମୋର୍ଚ୍ଚା କର୍ମୀମାନେ ହଇଜା ରୋକିବାରେ ସରକାରଙ୍କ ବିଫଳତା, ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ୱାଟକୋର ବିଫଳତା ପ୍ରତିବାଦରେ ପାନପୋଷସ୍ଥିତ ୱାଟକୋ
Read More...

ବଲାଙ୍ଗିରରେ ଗଠନ ହେଲା ଏନ୍‌ଜିଓ ଫୋରମ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ମୁଖ୍ୟାଳୟର ପୁରୁଣା ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନ ଓ ପିରାମଲ ଫାଉଣ୍ଡେସନର ଆନୁକୂଲ୍ୟ ତରଫରୁ ଏକ ୨ ଦିନିଆ ଏନ୍‌ଜିଓ କର୍ମଶାଳା ଅନୁଷ୍ଠିତ ହୋଇଛି । ଅତିରିକ୍ତ ଜିଲାପାଳ ଲମ୍ବୋଦର ଧରୁଆ ତଥା ନିତି ଆୟୋଗ ପ୍ରଭାରୀ ସୋନିଆଶ୍ରୀ ମଲ୍ଲିକଙ୍କ
Read More...

ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କ୍ରୀଡା ଉତ୍ସବ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ଉତ୍କଳ ଗୈାରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ କ୍ରୀଡା ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି
Read More...

ଯୋରନ୍ଦା ମହିମା ପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟିକରଣ ପାଇଁ ଭୂମି ପୂଜନ

ଖର୍ଚ୍ଚ ହେବ ୧୧୨ କୋଟି, ୩ ବର୍ଷରେ କାମ ସରିବମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର କରିଛି, ପ୍ରସିଦ୍ଧି ଆଣିଛି, ଭାରତର ଆଧ୍ୟାତ୍ମିକ ମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଦେଇଛିସନ୍ଥ କବି ଭୀମ ଭୋଇ ଆମକୁ ଜଗତ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗ କରିବାର ବାର୍ତ୍ତା ଦେଇଛନ୍ତି, ଏହି ମହାନ
Read More...

ଘୁନସର ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୨୫ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଘୁନସରସ୍ଥିତ ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ୨୫ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଡିସେମ୍ବର ମାସ ୨୦ ତାରିଖଠାରୁ ଆରମ୍ଭ ହୋଇ ୨୧ ତାରିଖ ପର୍ଯ୍ୟନ୍ତ ଏହି କ୍ରୀଡା ପ୍ରତିଯୋଗିତା ଚାଲିଥିବା
Read More...

ଓଡିଶା ମିଲେଟ ମିଶନ ମାଣ୍ଡିଆ ସଚେତନତା ରଥ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା କୃଷି ଅଫିସଠାରେ ଓଡିଶା ମିଲେଟ ମିଶନ ମାଣ୍ଡିଆ ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା କୃଷି ଅଧିକାରୀ ସ୍ମାରକୀ ପ୍ରଧାନ ଯୋଗଦେଇ ଉଦ୍‌ଘାଟନ
Read More...