Daily Archives

ମୁକୁନ୍ଦି ଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିସ୍ଥିତ ମୁକୁନ୍ଦିଲାଲ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଣ୍ଟାବାଞ୍ଜି ପରିସରରେ ଚାରି ସପ୍ତାହ ବ୍ୟାପୀ ହୋଇଥିବା ନୂଆ ଓ ଯୁବ ଓଡିଶା କାର୍ଯ୍ୟକ୍ରମର ଶନିବାର ଉଦ୍‌ଯାପନୀ ତଥା ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ
Read More...

କେନ୍ଦୁଝର ଜିଲ୍ଲା ରଙ୍ଗମାଟିଆରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଏହା ଏକ ଯାତ୍ରା ନୁହେଁ, ବିକାଶର କ୍ରାନ୍ତି : ଅର୍ଜୁନ ମୁଣ୍ଡାଜନଜାତି ସଂପ୍ରଦାୟଙ୍କ ସାମଗ୍ରୀକ ବିକାଶରେ ସହାୟକ ହେବ 'ପିଏମ୍‌ ଜନମନ' ଯୋଜନା କେନ୍ଦୁଝର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୫ ତାରିଖରୁ ବିକଶିତ ଭାରତର ଯେଉଁ ଅଭିଯାନ ଆରମ୍ଭ କରିଛନ୍ତି ତାହା ହେଉଛି
Read More...

ଖପ୍ରାଖୋଲ ପୋଲିସର ଚଢାଉ : ସାତ ଶିଶୁ ସହ ଆଠ ଦାଦନ ଶ୍ରମିକ ଉଦ୍ଧାର, ତିନି ସର୍ଦ୍ଦାର ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ଥାନା ପୋଲିସ ଚଢାଉ କରି ୭ଶିଶୁ ସମେତ ୮ଜଣ ଦାଦନ ଶ୍ରମିକ ଉଦ୍ଧାର କରିଥିବା ବେଳେ ଦାଦନ ଚାଲାଣ ଅଭିଯୋଗରେ ୩ ସର୍ଦ୍ଦାରଙ୍କୁ ଶନିବାର କୋର୍ଟ ଚାଲାଣ କରିଥିବା ପୋଲିସ ସୂଚନା ଦେଇଛି । ସୂଚନା ଅନୁସାରେ ଦାଦନ ଚାଲାଣ ସୂଚନା ପାଇ ଖପ୍ରାଖୋଲ ଥାନା
Read More...

ପ୍ରେମ୍‌ର ସଭାପତି ଡ଼. ଜାକୋବ୍‌ ଥୁଣ୍ଡିଲଙ୍କ ଜନ୍ମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଭାରତ ବର୍ଷର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପ୍ରେମ୍‌ର ପ୍ରତିଷ୍ଠାତା ସଭାପତି ଡ଼. ଜାକୋବ୍‌ ଥୁଣ୍ଡିଲ କେବଳ ଜଣେ ସମାଜସେବୀ ନୁହନ୍ତି ବରଂ ସମାଜର ଦଳିତ, ପତିତ ଜନସାଧାରଣଙ୍କ ତ୍ରାଣକର୍ତ୍ତା ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ବୋଲି ଆଜି
Read More...

ଆଦର୍ଶ ବିଦ୍ୟାଳୟର ବାର୍ଷିକୋତ୍ସବ

ଶିକ୍ଷକ ହେଉଛନ୍ତି ବିଶ୍ଵକର୍ମା ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ରା ବ୍ଲକ ଅନ୍ତର୍ଗତ ମହିପାଣିରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକୋତ୍ସବ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ପଲେଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଟ୍ରକ୍‌ ଚାପାରେ ଯୁବକଙ୍କ ମୃତ୍ୟୁ : ଉତ୍ୟକ୍ତ ଲୋକେ ଜାଳିଦେଲେ ଟ୍ରକ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଗାନ୍ଧୀନଗରପଡ଼ା ଏନ୍‌ଏଚ୍‌ ଅଫିସ୍‌ ସମ୍ମୁଖରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗାନ୍ଧୀନଗରପଡ଼ାର ବିକାଶ ବଘାର(୧୮)ଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରେ ଶହ ଶହ ଉତ୍ୟକ୍ତ ପୁରୁଷ ଓ ମହିଳା ରାସ୍ତା ଅବରୋଧ କରି ଟାୟାର୍‌ ଜାଳି ଅସନ୍ତୋଷ
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ପତ୍ରାପାଲି(ଖ) ଓ ଖଇରା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ମା' ସାହାଜି ଯୁବକ ସଂଘର ସହଯୋଗରେ ଚାଲିଥିବା ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଚତୁର୍ଥ ଦିବସରେ ପହଞ୍ଚିଛି । ଚତୁର୍ଥ ଦିବସରେ
Read More...

ବାବେବିରାଠାରେ ସ୍ୱର୍ଗତ ଖିରେଶ୍ୱର ନାଏକଙ୍କ ୫ମ ଶ୍ରାଦ୍ଧ ବାର୍ଷିକୀ ସ୍ମୃତି ଚାରଣ ସଭା ଓ ବନ୍ଧୁ ମିଳନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲୁଣ୍ଡା ପଞ୍ଚାୟତ ବାବେବିରାଠାରେ ଓଡିଶା ରାଜ୍ୟ କୃଷକ ସଂଗଠନ ପକ୍ଷରୁ ଜାତୀୟ କୃଷକ ଦିବସ ଅବସରରେ ସଂଗଠନ ସଭାପତି ଷଢାନନ ଭୋଇଙ୍କ ଅଧ୍ୟକ୍ଷତାରେ ସ୍ୱର୍ଗତ ଖିରେଶ୍ଵର ନାଏକଙ୍କ ୫ମ ଶ୍ରାଦ୍ଧ ବାର୍ଷିକୀ ସ୍ମୃତି ଚାରଣ
Read More...

ସାଇବର ପୋଲିସ ପଞ୍ଝାରେ କ୍ରେଡିଟ୍ କାର୍ଡ ଠକ

୭ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ୫ ଗିରଫ ଭୁବନେଶ୍ୱର : କ୍ରେଡିଟ୍ କାର୍ଡ ଠକେଇ ମାମଲାରେ ୫ ଅଭିଯୁକ୍ତକୁ ଗିରଫ କରିଛି କମିଶନରେଟ୍ ପୋଲିସ । ଅଭିଯୁକ୍ତଙ୍କ ଗିରଫ ପରେ ବ୍ୟାଙ୍କ୍ ଅଧିକାରୀଙ୍କ ସମୃକ୍ତି ନେଇ ଖୋଳତାଡ଼ କରିବ । ସୂଚନା ଅନୁସାରେ ରାକେଶ କୁମାରଙ୍କ ଅଭିଯୋଗ ଆଧାରରେ
Read More...

ଟିଟିଲାଗଡ଼ ଡିଏଭି ମହାବିଦ୍ୟାଳୟରେ ନୂଆ ଓଡ଼ିଶା ଓ ସମନ୍ୱିତ ଯୁବ ବିକାଶ ଉଦ୍‌ଯାପନୀ ଉତ୍ସବ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶା ସରକାରଙ୍କ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ନୂଆ-ଓ କାର୍ଯ୍ୟକ୍ରମ ସ୍ଥାନୀୟ ଡିଏଭି ସ୍ଵୟଂ ଶାସିତ ମହାବିଦ୍ୟାଳୟ ଓ ଏହି ମହାବିଦ୍ୟାଳୟ ଅଧୀନରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ବିଭିନ୍ନ
Read More...