Daily Archives

ଗଞ୍ଜାମ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସଵ ଉଦ୍‌ଯାପିତ ସମାରୋହ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ୪ଦିନ ଧରି ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସଵ ଅନୁଷ୍ଠିତ ହୋଇ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ
Read More...

ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ଡେଲାଙ୍ଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପ୍ରାୟୋଜିତ 'ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା' ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ଅଧକ୍ଷ ଡକ୍ଟର ଶରତ ଚନ୍ଦ୍ର
Read More...

ଖଣ୍ଡଦେଉଳି ହାଇସ୍କୁଲରେ ୫୪ତମ ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଖଣ୍ଡଦେଉଳି ହାଇସ୍କୁଲର ୫୪ତମ ବାର୍ଷିକ ଉତ୍ସବ ମହାଆଡମ୍ବରରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପ୍ରଧାନ ଶିକ୍ଷକ ଡ଼ଃ ଶଙ୍କର ନାରାୟଣ ବେଜଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା । ମୁଖ୍ୟଅତିଥି
Read More...

ମୁରିବାହାଲ ସରସ୍ଵତୀ ଶିଶୁ ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ସରସ୍ୱତୀ ଶିଶୁ ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ ଶିଶୁ ମନ୍ଦିର ପରିସରରେ ଥିବା ଯୋଗେଶ୍ୱର ବିହାରରେ ମହାଆଡମ୍ବରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ପରିଚାଳନା କମିଟି
Read More...

ବ୍ରହ୍ମପୁର ଶଶୀଭୂଷଣ ରଥ ସରକାରୀ ସ୍ଵୟଂଶାସିତ ମହିଳା ମହାବିଦ୍ୟାଳୟରେ ‘ନୂଆ ଓ ଯୁବ ଓଡ଼ିଶା ନବୀନ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ-୨୦୨୩ ପାଳନ ଅବସରରେ ସ୍ଥାନୀୟ ଶଶୀଭୂଷଣ ରଥ ସରକାରୀ ସ୍ଵୟଂଶାସିତ ମହିଳା ମହାବିଦ୍ୟାଳୟ ତରଫରୁ ଆୟୋଜିତ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ସାଂସ୍କୃତିକ କାର୍ଯ୍ୟକ୍ରମ ସରଗରମରେ ଉଦ୍‌ଯାପିତ ହୋଇଯାଇଛି ।
Read More...

ନିଶାସକ୍ତ ଅବସ୍ଥାରେ ବାଇକ୍‌ ଚଳାଇବା ବେଳେ ଗଛରେ ପିଟି ହୋଇ ଯୁବକ ଆହତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଶାସକ୍ତ ଅବସ୍ଥାରେ ବାଇକ୍‌ ଚଳାଇବା ବେଳେ ଗଛରେ ପିଟି ହୋଇ ଜଣେ ଯୁବକ ଆହତ ହୋଇ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ୍‌ର ସର୍ଜରୀ ବିଭାଗରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ପୁଇଁତଲା ଥାନା ଅନ୍ତର୍ଗତ ଛତାପିପଲ ଗ୍ରାମର ଧୀରଜ
Read More...

ବଡ଼ଦିନ ପାଇଁ କନ୍ଧମାଳ ଉତ୍ସବ ମୁଖର ସଜେଇ ହେଉଛି ଚର୍ଚ୍ଚ ଓ ପ୍ରାର୍ଥନା ଗୃହ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଉ ମାତ୍ର ଦୁଇଦିନ ପରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଅର୍ଥାତ ବଡ଼ଦିନ ପର୍ବ ପାଳନ ହେବ । ତା' ପୂର୍ବରୁ ସମଗ୍ର କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳ ଚଳଚଞ୍ଚଳ ହେବାସହ ଅଞ୍ଚଳର ସମସ୍ତ ଚର୍ଚ୍ଚ ଏବଂ ପ୍ରାର୍ଥନା ଗୃହ ସଜେଇ ହେବାରେ ଲାଗିଛି
Read More...

ତୃଣମୂଳ ସ୍ତରରେ ପ୍ରାକ୍ ବଜେଟ ବିମର୍ଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ତୃଣମୂଳ ସ୍ତରରେ ରହିଛି ଅନେକ ସମସ୍ୟା । ଯାହାକି ରାଜ୍ୟ ସରକାରଙ୍କ ଦ୍ୱାରା ବଜେଟରେ ଆର୍ଥିକ ବ୍ୟବସ୍ଥା ନ କଲେ ଦୂର କରାଯାଇପାରିବ ନାହିଁ । ଏଣୁ ପ୍ରାକ୍ ବଜେଟ ସମ୍ବନ୍ଧୀୟ ଏକ ଆଲୋଚନା ଚକ୍ର ନୂଆଦିଲ୍ଲୀସ୍ଥିତ ସିବିଜିଏ ଓ
Read More...

ନିଆଁ ପୁଇଁବା ବେଳେ ମିର୍ଗି ରୋଗୀ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଆଁ ପୁଇଁବା ବେଳେ ଜଣେ ମିର୍ଗି ରୋଗୀଙ୍କ ଉପରେ ଗରମ ପାଣି ପଡ଼ି ଗୁରୁତର ହୋଇଥିବା ବେଳେ ତାଙ୍କୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ୍‌ର ବର୍ଣ୍ଣ ୟୁନିଟ୍‌ରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଗୁରୁତର ଜଣକ ହେଉଛନ୍ତି
Read More...