Daily Archives

ଟିଟିଲାଗଡ଼ରେ ବିଜୁ ଜନତା ଦଳର ୨୭ତମ ପ୍ରତିଷ୍ଠା ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଡିସେମ୍ବର ୨୬ ତାରିଖକୁ ଓଡିଶାର କୋଣ ଅନୁକୋଣରେ ବିଜୁ ଜନତା ଦଳ ତରଫରୁ ରାଜ୍ୟରେ ପ୍ରତିଷ୍ଠା ଦିବସ ରୂପେ ପାଳନ କରାଯାଏ । ଦୀର୍ଘ ୨୬ ବର୍ଷ ଧରି ଓଡ଼ିଶାର ଶାସନ ଭାରର ଦାୟିତ୍ଵ ନିର୍ବାହ କରୁଛନ୍ତି ବିଜୁ ଜନତା ଦଳର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
Read More...

ଭାଇରାଲ ହେବାରେ ଲାଗିଛି ସରପଞ୍ଚଙ୍କୁ ପିଡବ୍ଲୁଡି ଏସ୍‌ଡିଓଙ୍କ ଆକ୍ରମଣ ଘଟଣାର ଭିଡିଓ : ଦୁହିିଁଙ୍କ ପକ୍ଷରୁ ମାମଲା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ପୀଠରେ ଚାଲିଥିବା ଉନ୍ନୟନ କାମ ନିମ୍ନମାନର ହେଉଥିବା ଦର୍ଶାଇ ସରପଞ୍ଚ ତଥା କୋଶଲମୁକ୍ତି ମୋର୍ଚ୍ଚା ସଦସ୍ୟ ସୁଶୀଳ ଗୁରୁ ସିଧାସଳଖ ପିଡବ୍ଲୁଡି ଏସ୍‌ଡିଓ ସିଦ୍ଧାର୍ଥ ଦାସଙ୍କୁ ଅଭିଯୋଗ କରିଥିଲେ ।
Read More...

ବିଜେଡି ପ୍ରତିଷ୍ଠା ଦିବସ ପାଳନ ଅବସରରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର : ୪୫ ୟୁନିଟ ରକ୍ତ ସଂଗ୍ରହ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ବିଜୁ ଜନତା ଦଳ ତରଫରୁ ଏକ ରକ୍ତଦାନ ଶିବିର ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ରକ୍ତ ଭଣ୍ଡାରରେ ଅନୁଷ୍ଠିତ ହୋଇଯାଇଛି । ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ଅବସରରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ନିର୍ବାଚନ ମଣ୍ଡଳିର ଅନେକ ପୁରୁଖା
Read More...

ସପ୍ତଦିବସୀୟ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡସ୍ଥିତ ହୃଷିକେଶ ରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସପ୍ତଦିବସୀୟ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଧାମରା ବସ୍ତିଠାରେ ଆରମ୍ଭ ହୋଇଯାଇଛି । ଉଦ୍‌ଘାଟନୀ ଦିବସରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଦିପ୍ତିମୟୀ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ
Read More...

ହାଟପଦାପଡ଼ା ଜୁନିଅର ଫୁଟବଲ ଟିମ ତରଫରୁ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣ।ମେଣ୍ଟ ଆୟୋଜିତ : ଫାଇନାଲରେ ଚିଙ୍ଗେରମୁଣ୍ଡା…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ଡିଏଭି ମହାବିଦ୍ୟାଳୟ ଖେଳ ପଡିଆଠାରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଆଠଟି ଦଳ ଅଂଶ ଗ୍ରହଣ କରିଥିବା ବେଳେ ଫାଇନାଲରେ ଚିଙ୍ଗେରମୁଣ୍ଡା ଓ ସିହିନି ଦଳ ମଧ୍ୟରେ ଖେଳ ହୋଇଥିଲା । ସମୟ ସୀମା
Read More...

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୩୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି
Read More...

ଧାମରା ସଂଘ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଧାମରା ସଂଘ ପକ୍ଷରୁ ଛେଣ୍ଡସ୍ଥିତ ନିଜସ୍ଵ କାର୍ଯ୍ୟାଳୟ ପରିସରରେ ହୋଇଯାଇଛି । ଉଦ୍‌ଘାଟକ ଭାବେ ଅବସର ପ୍ରାପ୍ତ ଶିକ୍ଷକ ବିଜୟ କୁମାର ସାହୁ ଉଦ୍‌ଘାଟନ କରିଥିଲେ ଯେ ଧାମରା ସଂଘ ଏକ ଅନନ୍ୟ ଅନୁଷ୍ଠାନ,
Read More...

ସରପଞ୍ଚଙ୍କୁ ପିଡବ୍ଲୁଡି ଏସ୍‌ଡିଓଙ୍କ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ : ପ୍ରମୋଦ ମିଶ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ହରିଶଙ୍କରଠାରେ ଚାଲିଥିବା ଉନ୍ନୟନ କାମ ନିମ୍ନମାନର ହେଉଥିବା ଅଭିଯୋଗ କରି ଜଣେ ସରପଞ୍ଚ ତଥା କୋଶଲ ମୁକ୍ତି ମୋର୍ଚ୍ଚାର ଜଣେ ସଦସ୍ୟ ସୁଶୀଳ କୁମାର ଗୁରୁ କଣ୍ଟାବାଞ୍ଜି ଏସ୍‌ଡିଓ ସିଦ୍ଧାର୍ଥ ଦାସଙ୍କ ସହ ଯୁକ୍ତିତର୍କ ହେବା ବେଳେ ଏସ୍‌ଡିଓ ଶ୍ରୀ ଦାସ ସରପଞ୍ଚ
Read More...

୧୬ଦଫା ଦାବୀ ନେଇ କଂଟାବାଂଜି ତହସିଲ ଅଫିସ ଘେରିଲେ ଆମ ଆଦମୀ ପାର୍ଟି

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ବିଧାନସଭା ନିର୍ବାଚନ ମଣ୍ଡଳୀ ସଭାପତି ସୁରଥ ବେହେରାଙ୍କ ନେତୃତ୍ୱରେ ଆଜି ୧୬ ଦଫା ଦାବୀ ନେଇ ତହସିଲ ଅଫିସ ଘେରାଓ କରାଯାଇଛି । ସ୍ଥାନୀୟ ଶ୍ରୀରାମ ମନ୍ଦିର ପରିସରରୁ ଏକ ଶୋଭାଯାତ୍ରାରେ ଶତାଧିକ ମହିଳା ପୁରୁଷ ବାହାରି ତହସିଲ
Read More...

ଚନ୍ଦନଭାଟିରେ ମହାଲକ୍ଷ୍ମୀ ପୂଜା ଉଦ୍‌ଯାପିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ଚନ୍ଦନଭାଟି ମେହେରପଡାଠାରେ ମହାଲକ୍ଷ୍ମୀ ପୂଜା କମିଟି ତରଫରୁ ବଡ ଧୁମ୍‌ଧାମ୍‌ରେ ମହାଲକ୍ଷ୍ମୀ ପୂଜା ସଂପନ୍ନ ହୋଇଯାଇଛି । ଗତ ୨୧ ତାରିଖ ଗୁରୁବାର ଦିନ ଏହା ଆରମ୍ଭ ହୋଇଥିବା ବେଳେ ୨୬ ତାରିଖ ମଙ୍ଗଳବାର ଦିନ ମହାସମାରୋହରେ ସଂପନ୍ନ ହୋଇଯାଇଛି ।
Read More...