Daily Archives

ବଲାଙ୍ଗିର ବିଜେପି ଦଳ ପକ୍ଷରୁ “ବୀର ବାଲ ଦିବସ” ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥିତ ଗୁରୁଦ୍ୱାର ପରିସର ମଧ୍ୟରେ ବଲାଙ୍ଗିର ବିଜେପିର ବରିଷ୍ଠ ନେତା ଗୋପାଲଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ "ବୀର ବାଲ ଦିବସ" ପାଳିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ ମୁଖ୍ୟ ଅତିଥି ଭାବେ
Read More...

ପଞ୍ଚଦିବସୀୟ ଗ୍ରାମାଞ୍ଚଳ ଗଣିତ ପ୍ରତିଭା ଅନ୍ୱେଷଣ ଆବାସିକ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ସ୍ଥାନୀୟ ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଞ୍ଚଦିବସୀୟ ଗ୍ରାମାଞ୍ଚଳ ଗଣିତ ପ୍ରତିଭା ଅନ୍ୱେଷଣ ଆବାସିକ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ଧୂରିଆପଡା ଅଙ୍କ ଫାଣ୍ଡେସନ୍‌ର ସହଯୋଗରେ
Read More...