Daily Archives

ପରିକ୍ରମା ପ୍ରକଳ୍ପ ପାଇଁ ଶ୍ରୀକ୍ଷେତ୍ରରୁ ନିମନ୍ତ୍ରଣ ପହଞ୍ଚିଲା ପାତାଳୀ ଶ୍ରୀକ୍ଷେତ୍ର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜଗତର ନାଥ ଜଗନ୍ନାଥଙ୍କ ବଡ଼ ଦେଉଳର ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ନିମନ୍ତ୍ରଣ ନେଇ ପୁରୀରୁ ସ୍ଵତନ୍ତ୍ର ପ୍ରତିନିଧି ନୋଡାଲ ଅଧିକାରୀ ବିକାଶ ମହାନ୍ତିଙ୍କ ତତ୍ୱାବଧାନରେ ଜଗନ୍ନାଥ ସେବକ ମନୋଜ ମହାନ୍ତି, ରାଜକିଶୋର ପଣ୍ଡା
Read More...

ପଣ୍ଡିତ ଫକୀରମୋହନ ନନ୍ଦଙ୍କ ୯୦ତମ ଜନ୍ମ ଜୟନ୍ତୀ ସମାରୋହ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପଣ୍ଡିତ ଫକୀର ମୋହନ ନନ୍ଦ ସ୍ମୃତି ସଂସଦ ଆନୁକୁଲ୍ୟରେ ସ୍ୱର୍ଗତ ପଣ୍ଡିତ ଫକୀର ମୋହନ ନନ୍ଦଙ୍କ ୯୦ତମ ଜନ୍ମ ଜୟନ୍ତୀ ସମାରୋହ ସଂସଦର ଆବାହିକ ସରସ୍ୱତୀ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ମର୍ଯ୍ୟାଦାରେ ଲୋଇସିଂହା
Read More...

ରାଉରକେଲା କଲେଜରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ସ୍ଥିତ ରାଉରକେଲା କଲେଜରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର କ୍ରୀଡା, ସାଂସ୍କୃତିକ ଓ ସାମାଜିକ ପରିଷଦର ଉଦ୍‌ଯାପନୀ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷା ପ୍ରଫେସର ସୁଜାତା
Read More...

ବ୍ଲକସ୍ତରୀୟ ନୂଆ-ଓ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗଡ଼ମୋଟରୀ ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠଠାରେ ଡେଲାଙ୍ଗ ପଞ୍ଚାୟତ ସମିତି ଦ୍ୱାରା ଆୟୋଜିତ ବ୍ଲକସ୍ତରୀୟ ‘ନୂଆ-ଓ’ କ୍ରୀଡା ପ୍ରତିଯୋଗିତା ବୁଧବାର ଉଦ୍‌ଘାଟିତ ହୋଇଛି । ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ
Read More...

ଗାଦିବ୍ରହ୍ମ ଡିଗ୍ରୀ ମହାବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଅନ୍ତିମ ଦିବସ ବା ଉଦ୍‌ଯାପନୀ ଦିବସ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଗାଦିବ୍ରହ୍ମ ଡିଗ୍ରୀ ମହାବିଦ୍ୟାଳୟ କ୍ୟାମ୍ପାସରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧକ୍ଷ
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : କୁରସୁଡ଼ ଚାମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ମା' ସାହାଜି ଯୁବକ ସଂଘର ସହଯୋଗରେ ଚାଲିଥିବା ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ
Read More...

ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ୍‌ ଓ ହସ୍‌ପିଟାଲ୍‌ର ଯୁବ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ୍‌ ଓ ହସ୍‌ପିଟାଲ୍‌ର କାର୍ଯ୍ୟରତ ଯୁବ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଡାକ୍ତର ଜଣକ ରୁଗୁଡ଼ିପଡ଼ା ନିବାସୀ ଡା. ବିଶ୍ୱରଂଜନ ସାହୁ ବୋଲି ଜଣାପଡ଼ିଛି । ଆଜି ଅପରାହ୍ନ ୫ଟାରେ ନିଜ
Read More...

ଟୁପାଉଡାର ପଞ୍ଚାୟତରେ ଗ୍ରାମ୍ୟ ପୃଷ୍ଟିକର ଖାଦ୍ୟମେଳା ପ୍ରଦର୍ଶନୀ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଟୁପାଉଡ଼ାର ପଞ୍ଚାୟତ କାର୍ଯ୍ୟାଳୟଠାରେ ଗ୍ରାମ୍ୟ ପୁଷ୍ଟିକର ଖାଦ୍ୟମେଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ଟ୍ରିକଲ୍ ଅପ୍ ଅନୁଷ୍ଠାନ ପ୍ରାୟୋଜିତ ଓ ନିଧି ଅନୁଷ୍ଠାନର ପ୍ରଚେଷ୍ଟାରେ ୬ଟି ଗ୍ରାମର ୮୦
Read More...

୫ମ ରାଜ୍ୟସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା

ଜୟପାଟଣା, (ଶେଷ ଦେବ ବେହେରା) : ହରିହରାନନ୍ଦ ଗୁରୁ କୂଳମ୍ , ବାଲିଘାଇ, ପୁରୀଠାରେ ଗତକାଲିଠାରୁ ପ୍ରଜ୍ଞାନ ମିଶନ୍ ଜଗତପୁର, କଟକ ଆନୁକୁଲ୍ୟରେ ଚାଲିଥିବା ରାଜ୍ୟସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ସମାପନ ହୋଇଯାଇଛି । ଏଥିରେ ରାଜ୍ୟର ୩୦ଟି ଜିଲ୍ଲାର ୪ର୍ଥ ଓ ୫ମ ଶ୍ରେଣୀ 'କ' ବିଭାଗ ୬ଷ୍ଠ
Read More...

କାର୍ଯ୍ୟସ୍ଥଳୀରେ ମହିଳାଙ୍କୁ ଯୌନ ନିର୍ଯ୍ୟାତନାର ପ୍ରତିରୋଧ, ନିଷେଧାଦେଶ ଏବଂ ନିବାରଣ ଆଇନ -୨୦୧୩″ ସମ୍ୱନ୍ଧରେ ତାଲିମ…

କାର୍ଯ୍ୟସ୍ଥଳୀରେ ସୁସ୍ଥ ବାତାବରଣ ସୃଷ୍ଟି ପୂର୍ବକ କାର୍ଯ୍ୟ ଦକ୍ଷତାରେ ବୃଦ୍ଧି ଆମ ସମସ୍ତଙ୍କ ଦାୟିତ୍ୱ : ଜିଲ୍ଲାପାଳ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ତା ୨୭/୧୨/୨୩ ଦିନ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ
Read More...