Daily Archives

୩ ଦିନ ଯାଏଁ ରାଜ୍ୟରେ ଅନୁଭୂତ ହେବ କୁହୁଡି

ଭୁବନେଶ୍ୱର : ଆସନ୍ତା ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୁତ ହେବ । ଆଜି ଦକ୍ଷିଣ ଉପକୂଳରେ ମୁଖ୍ୟତଃ ଘନ କୁହୁଡି ଦେଖାଦେଇଛି । ଆସନ୍ତା ୨ ଦିନରେ ରାଜ୍ୟରେ ସ୍ଵାଭାବିକ ତାପମାତ୍ରାଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବାର ସମ୍ଭାବନା ରହିଛି । ଗତକାଲି ଭୁବନେଶ୍ଵରରେ ୧୭.୨
Read More...

ଭୁବନେଶ୍ୱରରେ କୁକୁରଙ୍କ ପାଇଁ ହେବ ଶ୍ମଶାନ

ଭୁବନେଶ୍ୱର : ଭୁବନେଶ୍ୱରରେ କୁକୁରଙ୍କ ପାଇଁ ମଶାଣି କରିବ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) । ସେଥିପାଇଁ ଜାଗା ଚିହ୍ନଟ ହୋଇଥିବା ବେଳେ ଖୁବ୍‌ ଶୀଘ୍ର ଏହା କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି ଭୁବନେଶ୍ୱର ମେୟର । କୁକୁରଙ୍କ ମୃତଦେହ ଆଣିବା ପାଇଁ ଈଗଉର ୩ଟି ଜୋନରେ ୩ଟି ଗାଡ଼ି ବୁଲିବ ।
Read More...

ପୁରୀରେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ

ପୁରୀ : ଆଜି ବଡ଼ି ଭୋରୁ ୫-ଟି ଅଧ୍ୟକ୍ଷ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଥିଲେ । ଏହାପରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ଲୋକାର୍ପଣ ଉତ୍ସବ
Read More...

ସହରାଞ୍ଚଳ ଗରିବ ମହିଳାଙ୍କ ପାଇଁ ଆର୍ଥିକ ସଶକ୍ତିକରଣର ମାଧ୍ୟମ ପାଲଟିଛି ଜାତୀୟ ସହରାଞ୍ଚଳ ଜୀବିକା ମିଶନ

ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଦୀନଦୟାଲ ଉପାଧ୍ୟାୟ ଜାତୀୟ ସହରାଞ୍ଚଳ ଜୀବିକା ମିଶନ ସହରର ମହିଳାଙ୍କ ପାଇଁ ଆର୍ଥିକ ସଶକ୍ତିକରଣ ଓ ଆତ୍ମ ସମ୍ମାନର ମାଧ୍ୟମ ପାଲଟିଛି । ଏହି ଯୋଜନା ମାଧ୍ୟମରେ ସେମାନଙ୍କୁ ରୋଜଗାର ଓ ସ୍ୱରୋଜଗାର ପନ୍ଥା
Read More...

କୁହୁଡ଼ି ଲାଗି ଦୁର୍ଘଟଣା : ୧ ମୃତ

ଝାରସୁଗୁଡା : ଝାରସୁଗୁଡ଼ା ଜାତୀୟ ରାଜପଥ ୪୯ ବେଲପାହାଡ-ଗାନ୍ଧୀ ଛକ ରାସ୍ତା ଆମ୍ବଦରହ ନିକଟରେ ଘଟିଛି ଏହି ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଜାତୀୟ ରାଜପଥ ବେଲପାହାଡ଼-ଗାନ୍ଧୀ ଛକ ରାସ୍ତା ଆମ୍ବଦରହ ନିକଟରେ
Read More...

ମର୍ମନ୍ତୁଦ ଦୁର୍ଘଟଣା : ୨ ମୃତ

କାଲିମେଳା : କାଲିମେଳା ଏମ୍‌ଭି-୯୬ ପୋଲ ନିକଟରେ ଗୋଟିଏ ବାଇକକୁ ଏକ ଅଜଣା ଗାଡ଼ି ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି । ମୃତ ୨ଜଣ ବ୍ୟକ୍ତି ପିଣ୍ଡିକୋଣ୍ଡା ଗାଁର ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ପିଣ୍ଡିକୋଣ୍ଡା ଗାଁର ଦୁଇଜଣ ବ୍ୟକ୍ତି ବାଇକ୍ ଯୋଗେ ନିଜ ଗାଁକୁ
Read More...

ବଡ଼ଡ଼କଲା ଗାଁର ୧୬ ବର୍ଷୀୟ ଯୁବକଙ୍କ ଆତ୍ମହତ୍ୟା

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ତୁରେକେଲା ଥାନା ବଡ଼ଡ଼କଲା ଗାଁର ଜଣେ ଯୁବକ ଗୁରୁବାର ରାତିରେ ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ ଘଟଣା ସ୍ଥଳରେ ତୁରେକେଲା ପୁଲିସ ଗାଁକୁ ପହଂଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ବଡଡ଼କଲା ଗାଁର ଅରୁଣ ମାଝୀଙ୍କ ପୁଅ ଦିନେଶ
Read More...

ହୁମ୍ମା ସଲ୍ଟ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତ ହୁମ୍ମା ସଲ୍ଟ କଲେଜର ନୁଆ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଏଥିରେ କଲେଜ ଅଧ୍ୟକ୍ଷ ଡ଼ଃ ନିରଞ୍ଜନ ରଥଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଛତ୍ରପୁର
Read More...