ଜିଲ୍ଲା କଂଗ୍ରେସ କମିଟି ତରଫରୁ ସେବା ଓ ବଳିଦାନର ୧୩୮ତମ ବର୍ଷ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତକାଲି ସ୍ଥାନୀୟ କଂଗ୍ରେସ ଭବନଠାରେ ଜିଲ୍ଲା କଂଗ୍ରେସ କମିଟି ତରଫରୁ ସେବା ଓ ବଳିଦାନର ୧୩୮ ତମ ବର୍ଷ ଏବଂ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଭାରତର ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ଜବାହରଲାଲ ନେହେରୁ,!-->…
Read More...
Read More...