Yearly Archives

2023

ମୁଖ୍ୟମନ୍ତ୍ରୀଙ୍କ ବରଗଡ ଜିଲ୍ଲା ଗସ୍ତକୁ ବିରୋଧ : ୨୦୧୬ ସୋହେଲା ସମାବେଶରେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶାବାସୀଙ୍କୁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତକୁ ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ତଥା ପଦ୍ମପୁରର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏକ ପ୍ରେସବାର୍ତ୍ତାରେ ବିରୋଧ କରିଛନ୍ତି । ଶ୍ରୀ ପୁରୋହିତ କରିଛନ୍ତି ଯେ, ୨୦୧୬ ମସିହାରେ
Read More...

ବଣିକ ସଂଘର ନୂତନ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ

ପାଟଣାଗଡ, (ସଦାଶିବ ସରାଫ୍‌) : ପାଟଣାଗଡ଼ ବଣିକ ସଂଘର ନୂତନ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସଂଘର ନୂତନ କର୍ମକର୍ତ୍ତା ଆସନ୍ତା ୨୩/୨୪ ବର୍ଷ ପାଇଁ ପୂର୍ବରୁ ହୋଟେଲ ଶାରଦାରେ ମନୋନୀତ କରାଯାଇଥିଲା । ତେଣୁ ଆଜି ନୂତନ କର୍ମକର୍ତ୍ତାଙ୍କ ଶପଥ ସମାରୋହ ପାଟଣାଗଡ଼
Read More...

ରେଙ୍ଗଳ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ‌‌

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ରେଙ୍ଗଳ ଗ୍ରାମ ପଞ୍ଚାୟତର ରେଙ୍ଗଳ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ ପ୍ରାକ୍ତନ ମଣ୍ଡଳ ସହ ଶିକ୍ଷା ଅଧିକାରୀ ଶ୍ୟାମସୁନ୍ଦର
Read More...

ସୁଇଚ୍ଅନ୍ ଫାଉଣ୍ଡେସନ୍ ପକ୍ଷରୁ ମୁଭ୍ ଫର୍ ଆର୍ଥ୍ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୁଭ୍ ଫର୍ ଆର୍ଥ୍ ପଦକ୍ଷେପର ଏକ ଅଂଶ ସୁଇଚ୍ଅନ୍ ଫାଉଣ୍ଡେସନ୍ ଏବଂ ଡ୍ରିମ୍ ଇଣ୍ଡିଆର ମିଳିତ ଭାବରେ ଭବିଷ୍ୟତରେ ଅନୁକୂଳ କୌଶଳ, ପ୍ରଯୁକ୍ତିବିଦ୍ୟା ଏବଂ ନିରନ୍ତର ଅଭ୍ୟାସକୁ ପ୍ରୋତ୍ସାହନ ଦେଇ ଚାଲୁଥିବା ଜଳବାୟୁ ସଙ୍କଟ ପ୍ରତି ସ୍ଥିରତା ଆଣିବା ପାଇଁ
Read More...

ଜିଲ୍ଲା ବିଜେପି ପକ୍ଷରୁ ଏସ୍‌ପି ଅଫିସ ସମ୍ମୁଖରେ ଗଣଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜେପି ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ଉପରେ ହୋଇଥିବା ଆକ୍ରମଣରେ ପୋଲିସ ବିରୋଧରେ ବିଭିନ୍ନ ଥାନାରେ ଦିଆଯାଇଥିବା ଏତଲା ପଞ୍ଜିକରଣ ନହେବା ପ୍ରତିବାଦରେ ବଲାଙ୍ଗିର ଜିଲ୍ଲା ବିଜେପି ପକ୍ଷରୁ ଏସ୍‌ପି ଅଫିସ ସମ୍ମୁଖରେ ଗଣଧାରଣା ଦିଆଯାଇଛି । ଏହି
Read More...

ସିଲ୍‌କୀ ରେଷ୍ଟୋରାଣ୍ଟକୁ ଧୂଳିସାତ କଲା ବଲାଙ୍ଗିର ଜିଲ୍ଲା ପ୍ରଶାସନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ଜମିକୁ କବ୍‌ଜା କରି ଏକ ବିରାଟ ରେଷ୍ଟୋରାଣ୍ଟ ଖୋଲା ଯାଇଥିବା ବେଳେ ଅଭିଯୋଗକୁ ଭିତ୍ତି କରି ଧୂଳିସାତ କରିଛି ବଲାଙ୍ଗିର ଜିଲ୍ଲା ପ୍ରଶାସନ । ବାରମ୍ବାର ନୋଟିସ୍‌ ପରେ ମଧ୍ୟ ରେଷ୍ଟୋରାଣ୍ଟ ମାଲିକ ନୋଟିସକୁ ବେଖାତିର କରି ଚାଲିଥିବା ବେଳେ ଜିଲ୍ଲା
Read More...

ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ

ପୁରୀ : ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ । ଆଜି ପୁରୀ ଗସ୍ତରେ ଆସି ଭି.କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ ନିର୍ମାଣ ହୋଇଥିବା ସମସ୍ତ କାର୍ଯ୍ୟକୁ ଯାଞ୍ଚ କରିଛନ୍ତି । ଶ୍ରୀମନ୍ଦିରରେ
Read More...

ପୋଲରୁ ଖସିଲା ଟ୍ରକ୍, ହେଲପର୍ ମୃତ

ଚମ୍ପୁଆ : ଚମ୍ପୁଆ ଥାନା ଅନ୍ତର୍ଗତ ଟୁଣଟୁଣା ଅରଡେଇଠାରେ ଏକ ବାଲି ବୋଝେଇ ହାଇୱା ଟ୍ରକ୍ ଦୁର୍ଘଟଣାଗସ୍ତ । ଟ୍ରକଟି ପୋଲ ଉପରୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ଗାଡ଼ିର ହେଲପରଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମିଳିଥିବା ସୂଚନାନୁସାରେ, ଗତକାଲି ବିଳମ୍ବିତ ରାତିରେ ଏକ ବାଲି ବୋଝେଇ
Read More...

ଆସ୍କା : ଜିଲ୍ଲାସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆସିକା ସାବିତ୍ରୀ କଲ୍ୟାଣ ମଣ୍ଡପଠାରେ ଜିଲ୍ଲାସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ଏହି ଋଣମେଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି । ଆସିକା ସାଂସଦ
Read More...

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଦୁର୍ଗାପାଲିର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅଧିନସ୍ଥ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଦୁର୍ଗାପାଲିର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଲତା ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ସରପଞ୍ଚ ଜନନୀ ମହାଲିଙ୍ଗ, ମୁଖ୍ୟ ବକ୍ତା
Read More...