ଭିଜିଲାନ୍ସ ଜାଲରେ କେବିକେର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ
ଭୁବନେଶ୍ୱର : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ । ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡିଛି । ଆଜି ଅତିରିକ୍ତ!-->…
Read More...
Read More...