ପ୍ରଥମ ଇସ୍ପାତ ନାଟକ ମହୋତ୍ସବର ସପ୍ତମ ସନ୍ଧ୍ୟା : ମହୁମାଛି ତରଫରୁ ନାଟକ ‘ଅପରାହ୍ନର ଆକାଶ’ ମଞ୍ଚସ୍ଥ
ରାଉରକେଲା, (ସସ୍ମିତା ପ୍ରଧାନ) : ଏକତ୍ର ରାଉରକେଲା ଦ୍ଵାରା ଆୟୋଜିତ ପ୍ରଥମ ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୩ ସପ୍ତମ ସନ୍ଧ୍ୟାରେ ନାଟ୍ୟାନୁଷ୍ଠାନ ମହୁମାଛି ତରଫରୁ ନାଟକ 'ଅପରାହ୍ନର ଆକାଶ' ମଞ୍ଚସ୍ଥ ହୋଇଥିବା ବେଳେ ନାଟକକୁ ନାଟ୍ୟକାର ଲଲାଟେନ୍ଦୁ ରଥ ରଚନା ଓ ନିର୍ଦ୍ଦେଶନା ଦେଇଥିଲେ । ଏହି!-->…
Read More...
Read More...