Yearly Archives

2023

ତେନ୍ତୁଳିମୁଣ୍ଡା ଦୁଇ ନମ୍ବର ଅଙ୍ଗନୱାଡି ସେଣ୍ଟରରୁ ତାଲା ଭାଙ୍ଗି ଚୋରି

ବେଲପଡା, (ଭୋଜରାଜ ଦଣ୍ଡସେନା) : ଆଜି ବଲାଙ୍ଗିର ଜିଲ୍ଲାର ବେଲପଡା ଥାନା ଅନ୍ତର୍ଗତ ତେନ୍ତୁଳିମୁଣ୍ଡା ଗ୍ରାମରେ ଥିବା ୨ ନମ୍ବର ଅଙ୍ଗନୱାଡି ସେଣ୍ଟରରୁ ଚୋର ମାନେ ତାଲା ଭାଙ୍ଗି ବିଭିନ୍ନ ସାମଗ୍ରୀ ଚୋରି କରି ନେଇଛନ୍ତି । ସୂଚନାଯୋଗ୍ୟ ଯେ, ଆଜି ସକାଳ ସମୟରେ ସେଣ୍ଟରର ହେଲପର ଶକୁନ୍ତଳା ନାଗ
Read More...

ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ୍‌ଙ୍କ ୯ମ ଓଡିଶା ଏନ୍‌ସିସି ବାଟାଲିୟନ ଓ ସିଏସ୍‌ଡ଼ି କ୍ୟାଣ୍ଟିନ୍ ଗ୍ରସ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ସାଂସଦ ତଥା ଭାରତର ରକ୍ଷା ସ୍ଥାୟୀ ସମିତିର ଅଧ୍ୟକ୍ଷ ଜୁଏଲ୍‌ ଓରାମ୍‌ଙ୍କ ରାଉରକେଲା ଗସ୍ତ ଅବସରରେ ରାଉରକେଲା ପୂର୍ବତନ ସୈନିକ ସଂଘ ଓ ସେକ୍ଟର ୬ ସ୍ଥିତ ୯ମ ଓଡିଶା ଏନ୍‌ସିସି ବାଟାଲିୟନକୁ ବୁଲିଯାଇଥିଲେ । ସେଠାରେ ଏନ୍‌ସିସି ବାଟାଲିୟନ
Read More...

ଅନ୍ତର୍ଜାତୀୟ ବରିଷ୍ଠ କ୍ରୀଡାବିତ୍‌ଙ୍କୁ ହସ୍ପିଟାଲରେ ମିଳିଲାନି ବେଡ୍ : ତଳେ ଶୋଇ ହେଲେ ଚିକିତ୍ସିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅନ୍ତର୍ଜାତୀୟ ବରିଷ୍ଠ କ୍ରୀଡାବିତ୍‌ଙ୍କୁ ହସ୍ପିଟାଲରେ ମିଳିଲାନି ବେଡ୍ । ତଳେ ଶୋଇ ହେଲେ ଚିକିତ୍ସିତ । ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନଜର ଆସିଛି ଏଭଳି ଦୃଶ୍ୟ । ହକି ଖେଳାଳୀ ସୁଶ୍ରୀ ଆନନ୍ଦିନୀ ଦର୍ଜୀଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି
Read More...

ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉଦ୍ୟମରେ ଉପର ଲାନ୍ଥ ପ୍ରକଳ୍ପ ବଜେଟରେ ପାସ୍

ପାଟଣାଗଡ଼, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ଘାଗୁର୍ଲି ପଞ୍ଚାୟତ ଅଧିନରେ ଥିବା ଉପର ଲାନ୍ଥ ଜଳସେଚନ ପ୍ରକଳ୍ପ ପାଇଁ ୨୫ ବର୍ଷରୁ ଅଞ୍ଚଳବାସୀ ଦାବୀ କରିଆସୁଥିଲେ । କିନ୍ତୁ ତାହା କେବଳ ଆଶା ହୋଇ ରହିଥିବା ବେଳେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର
Read More...

ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପାଣିଗ୍ରାହୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାକ୍ସିିମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପାଣିଗ୍ରାହୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ବରିଷ୍ଠ ଶିକ୍ଷକ ସୁଶାନ୍ତ କୁମାର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବରିଷ୍ଠ ଶିକ୍ଷକ ସନ୍ତୋଷ ସାହୁ,
Read More...

ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ବିଜ୍ଞାନ ଦିବସ ପାଳିତ

ଭବାନୀପାଟଣା, (ପି.କେ. ସାହୁ) : ଭାରତ ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଅଧିନସ୍ଥ ଶାଖା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ କଳାହାଣ୍ଡି ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ ମେହେରଙ୍କ ଅଧ୍ୟକ୍ଷତାରେ ୟଙ୍ଗଷ୍ଟାର କ୍ଲବ ତିଳଯୋଡିର ମିଳିତ ଉଦ୍ୟମରେ ତିଳଯୋଡି
Read More...

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ମ.ରାମପୁର, (ହେମନ୍ତ ସାହୁ) : ମ. ରାମପୁର ବ୍ଲକ୍ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁକୃ ରଣାଙ୍କୁ ଆଜି ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବମକ ସରପଞ୍ଚ ରୋମାଞ୍ଚ ସାହୁଙ୍କ ସଭାପତିତ୍ୱରେ ଗ୍ରାମୀଣ ପାର୍କଠାରେ ଅନୁଷ୍ଠିତ ଏହି ସଭାରେ ଅତିଥି ଭାବରେ
Read More...

ସ୍ୱର୍ଣ୍ଣ ପଦକ ବିଜୟୀ ବଡି ବିଲଡରଙ୍କୁ ସମ୍ବର୍ଦ୍ଧନା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : କର୍ଣ୍ଣାଟକର ମାଙ୍ଗାଲୋରଠାରେ ଚଳିତ ମାସ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ବଡି ବିଲଡିଙ୍ଗ ଚମ୍ପିୟାନସିପର ୭୫ ରୁ ୮୦ କି.ଗ୍ରା. ବର୍ଗରେ ପୁରୀର ଦିବ୍ୟ ଶୁଭ୍ରାଶିଷ ଚିନାରା ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।
Read More...

ବିଭିନ୍ନ ଦାବୀ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମ୍‌ ଆଦମୀ ପାର୍ଟିର ବିକ୍ଷୋଭ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆମ ଆଦମୀ ପାର୍ଟି ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ବିଭିନ୍ନ ଦାବୀ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସ୍ଥାୟୀ ଚାକିରି ଓ ଦରମା ବୃଦ୍ଧି ଆଦି ଦାବୀ ନେଇ
Read More...

ଆମ୍‌ ଆଦମୀ ପାର୍ଟିର ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆମ୍‌ ଆଦମୀ ପାର୍ଟି ବଲାଙ୍ଗିର ଜିଲ୍ଲା ତରଫରୁ ବଲାଙ୍ଗିର ଗାନ୍ଧୀ ପାଠାଗାରଠାରୁ ପଦଯାତ୍ରା ମାଧ୍ୟମରେ ଜିଲ୍ଲାପାଳ ଅଫିସ ପର୍ଯ୍ୟନ୍ତ ଆସି ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆମ୍‌ ଆଦମୀ ପାର୍ଟି ପକ୍ଷରୁ କୁହାଯାଇଛି ଯେ, ମିଶନ
Read More...